ଦେଶ ବିଦେଶ

Amarinder Singh: ବିଜେପି ମୋ ଅଭିଜ୍ଞତାକୁ ବ୍ୟବହାର କରୁନି: ଅମରିନ୍ଦର

ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା କ୍ୟାପ୍ଟେନ୍ ଅମରିନ୍ଦର ସିଂହ ଦଳର ଆଭ୍ୟନ୍ତରୀଣ ପରିଚାଳନାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି। ରାଜ୍ୟରେ ଆଗାମୀ ଗୁରୁତ୍ବପୂର୍ଣ୍ଣ ବିଧାନସଭା ନିର୍ବାଚନ ପୂର୍ବରୁ ବିଜେପି ସରକାର ଗଠନ ପାଇଁ ଲକ୍ଷ୍ୟ ରଖିଥିବା ବେଳେ...

ଚଣ୍ଡୀଗଡ଼:ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା କ୍ୟାପ୍ଟେନ୍ ଅମରିନ୍ଦର ସିଂହ ଦଳର ଆଭ୍ୟନ୍ତରୀଣ ପରିଚାଳନାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି। ରାଜ୍ୟରେ ଆଗାମୀ ଗୁରୁତ୍ବପୂର୍ଣ୍ଣ ବିଧାନସଭା ନିର୍ବାଚନ ପୂର୍ବରୁ ବିଜେପି ସରକାର ଗଠନ ପାଇଁ ଲକ୍ଷ୍ୟ ରଖିଥିବା ବେଳେ, ପଞ୍ଜାବ ରାଜନୀତିରେ ତାଙ୍କର ଛଅ ଦଶନ୍ଧିର ସୁଦୀର୍ଘ ଅଭିଜ୍ଞତା ଥାଇ ବି ଦଳ ତାଙ୍କର ମତାମତ ଲୋଡ଼ୁନଥିବା ସେ କହିଛନ୍ତି।

 

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button