Breaking News

୨୪ରେ ‘ନମନ’ର ପୁଲିସଙ୍କୁ ସଲାମ୍‌, ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସାମିଲ୍‌ ହେବେ ଓଲିଉଡ ଓ ବଲିଉଡ କଳାକାର

ଭୁବନେଶ୍ୱର,୨୩/୧୨: ତୃତୀୟ ଥର ପାଇଁ ପୁଲିସ  ପରିବାରବର୍ଗଙ୍କୁ ଉତ୍ସାହିତ କରିବ ‘ନମନ’ । ପୁଲିସ ବାହିନୀର  ନିସ୍ୱାର୍ଥ ସେବାକୁ ହୃଦୟର ସମ୍ମାନ ଜଣାଇବା ପାଇଁ ଆସନ୍ତା ୨୪ରେ ନିଆରା ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ହେବ । ଓଲିଉଡ  ତାରକାମାନେ ଚିତ୍ତାକର୍ଷକ ପ୍ରଦର୍ଶନ କରିବେ । କେନ୍ଦ୍ର ମନ୍ତ୍ରୀ…

ସାମ୍ନାକୁ ଆସିଲା ଫିଲ୍ମ ‘ଥାମା’ର ଅପଡେଟ୍‌, ଜାନୁଆରୀରେ ଦିଲ୍ଲୀରେ ହେବ ଦ୍ୱିତୀୟ ପର୍ଯ୍ୟାୟ ସୁଟିଂ

ମୁମ୍ବାଇ ୨୩/୧୨: ଅଭିନେତ୍ରୀ ରଶ୍ମିକା ମନ୍ଦାନା ଓ ଆୟୁଷ୍ମାନ ଖୁରାନା ନିକଟରେ ନିଜର ଅପ୍‌କମିଂ ଫିଲ୍ମ ‘ଥାମା’ ସଂପର୍କରେ ଘୋଷଣା କରିଥିଲେ । ଏବେ ଏହି ଫିଲ୍ମ ସହ ଜଡ଼ିତ ଆଉ ଏକ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି । ସେ ଅନୁସାରେ, ମୁମ୍ବାଇର ଚିତ୍ରା ଷ୍ଟୁଡିଓରେ ଫିଲ୍ମର ପ୍ରଥମ ପର୍ଯ୍ୟାୟ ସୁଟିଂ…

୫୫ ବର୍ଷୀୟ ଗାର୍ଲଫ୍ରେଣ୍ଡଙ୍କ ହାତ ଧରିବେ ଜେଫ୍‌ ବେଜୋସ୍‌, ବିବାହ ବଜେଟ୍‌ ୫୦୦୦ କୋଟି

ନୂଆଦିଲ୍ଲୀ ୨୩/୧୨: ଇ-କମର୍ସ ୱେବସାଇଟ୍‌ ଆମାଜନ୍‌ର ପ୍ରତିଷ୍ଠାତା ଜେଫ୍‌ ବେଜୋସ୍‌(୬୦)ନିଜ ଗାର୍ଲଫ୍ରେଣ୍ଡ ଲରେନ୍‌ ସାଞ୍ଚେଜ୍‌(୫୫)ଙ୍କୁ ବିବାହ କରିବାକୁ ଯାଉଛନ୍ତି । ଆସନ୍ତା ଶନିବାର ଅର୍ଥାତ୍‌ ଡିସେମ୍ବର ୨୮ରେ କଲରାଡୋର ଆସ୍ପେନ୍‌ ସହରରେ ଏହି ସମାରୋହ ଅନୁଷ୍ଠିତ ହେବ । ଯଦିଓ ବିବାହ…

ବଲିଉଡ୍‌ରେ ପରିବର୍ତ୍ତନ ଆବଶ୍ୟକ

ମୁମ୍ବାଇ: ଅଭିନେତା ବରୁଣ ଧାୱନ ତାଙ୍କର ଆଗାମୀ ଚଳଚ୍ଚିତ୍ର ‘ବେବି ଜନ୍‌’ ପାଇଁ ଏବେ ଚର୍ଚ୍ଚାରେ ରହିଛନ୍ତି। ଫିଲ୍ମର ପ୍ରମୋଶନରେ ସେ ଏବେ ବ୍ୟସ୍ତ ଅଛନ୍ତି। ସମ୍ପ୍ରତି ବଲିଉଡ୍‌ ଇଣ୍ଡଷ୍ଟ୍ରି କିଛିମାତ୍ରାରେ ପରିବର୍ତ୍ତନ ଆବଶ୍ୟକ କରୁଛି ବୋଲି ରବିବାର ବରୁଣ ଏକ ସାକ୍ଷାତ୍‌କାରରେ କହିଛନ୍ତି।…

ପରିସ୍ଥିତିର ଦାସ

ରୁଷିଆ-ୟୁକ୍ରେନ ଯୁଦ୍ଧ ଡିସେମ୍ବର ୨୧ରେ ଏକ ଭିନ୍ନ ଚିତ୍ର ତୋଳିଛି। ୨୦୦୧ ସେପ୍ଟେମ୍ବର ୧୧ (୯/୧୧)ରେ ଓସମା ବିନ୍‌ ଲାଡେନ୍‌ଙ୍କ ସଙ୍ଗଠନ ଅଲ୍‌-କାଏଦା ଆମେରିକାର ବିଶ୍ୱ ବାଣିଜ୍ୟ କେନ୍ଦ୍ର (ଡବ୍ଲ୍ୟୁଟିସି)ର ଦୁଇଟି ଟାଓ୍ବାର ଉପରେ ଆକ୍ରମଣ କରି ବ୍ୟାପକ କ୍ଷତି କରିଥିଲା। ଡିସେମ୍ବର ୨୧ରେ…

ସନ୍ଦେହଘେରରେ ୟୁପିଏସ୍‌

କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନଗୁଡ଼ିକର ସମର୍ଥନ ଓ ଭାଗୀଦାରିରେ ଜାତୀୟ ଯୁଗ୍ମ କାର୍ଯ୍ୟକାରିଣୀ ପରିଷଦ (ଏନ୍‌ଜେସିଏ) ଭଳି ଏକ ବୃହତ୍‌କାୟ ସର୍ବଭାରତୀୟ ମିଳିତ ମଞ୍ଚ ଅଧୀନରେ ରେଳ କର୍ମଚାରୀ ମହାସଂଘ, କେନ୍ଦ୍ର ସରକାରୀ କର୍ମଚାରୀ ଓ ଶ୍ରମିକ ପରିସଂଘ ଅନୁବନ୍ଧିତ ଅନୂ୍ୟନ ୧୨୬ ସଂଘ ଓ ମହାସଂଘ,…

ରୋବୋ ଯୁଦ୍ଧ

ଣସି ଯୁଦ୍ଧ ପାଇଁ ସୈନିକ ଏବଂ ଅସ୍ତ୍ରଶସ୍ତ୍ର ହେଉଛି ଅତି ଗୁରୁତ୍ୱପୂର୍ଣ୍ଣ। ପ୍ରାଚୀନ କାଳରେ ଖଣ୍ଡା, ତରବାରି ସାହାଯ୍ୟରେ ଯୁଦ୍ଧ ହେଉଥିଲା। ଏହା ଥିଲା ପ୍ରତ୍ୟକ୍ଷ ଯୁଦ୍ଧ। ଦୁଇଜଣ ସୈନିକ ସାମ୍‌ନାସାମ୍‌ନୀ ପରସ୍ପର ସହିତ ଯୁଦ୍ଧ କରୁଥିଲେ। ଅଶୋକ, ଆଲେକ୍‌ଜାଣ୍ଡାର, ନେପୋଲିଅନ ପ୍ରମୁଖ…

ଏଇ ଭାରତରେ

କେଶ କାଟିବାକୁ ହେଲେ ସେଲୁନ୍‌ ଯିବାକୁ ପଡେ। ହେଲେ ସେଲୁନ୍‌ କେବେ ଲୋକଙ୍କ ପାଖକୁ ଆସିବା ଦେଖିଛନ୍ତି! ଅଜବ କଥା ଭଳି ଲାଗୁଥିଲେ ବି ଏମିତି ଏକ ଦୃଶ୍ୟ ଏବେ ଦେଖିବାକୁ ମିଳୁଛି ଉତ୍ତରପ୍ରଦେଶ ବାରାଣସୀରେ। ଏଠାରେ ଜଣେ ବ୍ୟକ୍ତି ସାଇକେଲରେ ତାଙ୍କର ସେଲୁନ ଧରି ଘର ଘର ବୁଲି କେଶ କାଟିବା ପାଇଁ…

ଗ୍ରାହକଙ୍କ ଚାହିଦାରେ ହସ୍ତଶିଳ୍ପ ସାମଗ୍ରୀ

ଭୁବନେଶ୍ୱର,୨୩।୧୨: ଆଉ କିଛି ଦିନ ପରେ ଇଂରାଜୀ ନବ ବର୍ଷ ସାଙ୍ଗକୁ ଶୁଭ କାର୍ଯ୍ୟ (ଗୃହ ପ୍ରବେଶ)ର ଆଗମନ ଉପଲକ୍ଷେ ଗ୍ରାହକ ଘର ସାଜସଜ୍ଜା ପାଇଁ ଆକର୍ଷଣୀୟ ଓ ମନଲୋଭା କଳାକୃତିର ହାଣ୍ଡିକ୍ରାଫ୍ଟ ସାମଗ୍ରୀ କିଣିବାକୁ ଅଧିକ ପସନ୍ଦ କରୁଛନ୍ତି। ଏପରିକି ଭୁବନେଶ୍ୱରର ୟୁନିଟ-୩ ପ୍ରଦର୍ଶନୀ…

ଜିନ୍ଦଲ ଷ୍ଟେନ୍‌ଲେସ୍‌କୁ ସୋର୍ଡ ଅଫ୍‌ ଅନର ପୁରସ୍କାର

ନୂଆଦିଲ୍ଲୀ,୨୩।୧୨: ଜିନ୍ଦଲ ଷ୍ଟେନ୍‌ଲେସ ଲିମିଟେଡ (ଜେଏସ୍‌ଏଲ୍‌)କୁ ନିକଟରେ ଆଉ ଏକ ଅନ୍ତଃରାଷ୍ଟ୍ରୀୟ ସମ୍ମାନ ଓ ସ୍ବୀକୃତି ‘ସୋର୍ଡ ଅଫ୍‌ ଅନର’ ମିଳିଛି। ଏପରିକି ଜେଏସ୍‌ଏଲ୍‌ର ହିସାର ୟୁନିଟକୁ ବ୍ରିଟିଶ ସେଫ୍ଟି କାଉନସିଲ୍‌ ପକ୍ଷରୁ ସମ୍ମାନଜନକ ‘ସୋର୍ଡ ଅଫ୍‌ ଅନର’ ସମ୍ମାନରେ ସମ୍ମାନିତ…