Breaking News

ଜଳବାୟୁ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ନାବାର୍ଡ ବିଭିନ୍ନ କ୍ଷେତ୍ରରେ ସହଯୋଗ ଜାରି ରଖିବାକୁ ମୁଖ୍ୟ ଶାସନ ସଚିବଙ୍କ…

ଭୁବନେଶ୍ୱର :  ରାଷ୍ଟ୍ରୀୟ କୃଷି ଓ ଗ୍ରାମୀଣ ବିକାଶ ବ୍ୟାଙ୍କ(ନାବାର୍ଡ) ଓଡ଼ିଶାର ବିକାଶ ସହ ଦୀର୍ଘ ବର୍ଷ ଧରି ଜଡିତ ହୋଇରହିଛି ।   ସଂପ୍ରତି ଜଳବାୟୁ ପରିବର୍ତ୍ତନ ଆମ ସମସ୍ତଙ୍କ ପାଇଁ ଆହ୍ୱାନ ହୋଇଥିବା ବେଳେ  ରାଜ୍ୟ ସରକାର ଭିତ୍ତିଭୂମି ସୁଦୃଢୀକରଣ ଠାରୁ ଆରମ୍ଭ କରି ଜୀବିକା ନିର୍ବାହ…

ପଶ୍ଚିମ ବଙ୍ଗ ପଞ୍ଚାୟତ ନିର୍ବାଚନ: ଟିଏମ୍‌ସିର ବାଜିମାତ୍, ପଛରେ ପଡ଼ିଲା ବିଜେପି

ଭୁବନେଶ୍ୱର :  ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନରେ ଏକ ପାଖିଆ ବିଜୟ ହାସଲ କରିଛି ତୃଣମୁଳ କଂଗ୍ରେସ(ଟିଏମ୍‌ସି)। ପଶ୍ଚିମବଙ୍ଗର ମୋଟ୍ ୩୩୧୭ ପଞ୍ଚାୟତରୁ ଟିଏମ୍‌ସି ମୋଟ୍ ୨୫୫୨ ପଞ୍ଚାୟତରେ ବାଜିମାତ୍ କରିଛି। ୨୩୨ ପଞ୍ଚାୟତ ସମିତିରେ ଏବଂ ୨୦ରୁ ୧୨ ଜିଲ୍ଲା ପରିଷଦରେ ଟିଏମ୍‌ସି ବିଜୟ ହାସଲ…

ରାହୁଲଙ୍କୁ ସମର୍ଥନ: ଦେଶବ୍ୟାପୀ କଂଗ୍ରେସର ମୌନ ସତ୍ୟାଗ୍ରହ

ରାୟପୁର : ମୋଦି ସରନେମ ମାମଲାରେ ରାହୁଲ ଗାନ୍ଧୀ କୋର୍ଟରୁ ଆଶ୍ୱସ୍ତି ପାଇନାହାଁନ୍ତି। ଏହା ପରେ କଂଗ୍ରେସ ଏହି ପ୍ରସଙ୍ଗରେ ନିରନ୍ତର ପ୍ରଦର୍ଶନ କରୁଛି। ଏହି ପର୍ଯ୍ୟାୟରେ ବୁଧବାର କଂଗ୍ରେସ ସମଗ୍ର ଦେଶରେ ମୌନ ସତ୍ୟାଗ୍ରହ କରୁଛି। ରାହୁଲ ଗାନ୍ଧୀଙ୍କ ପ୍ରତି ସମର୍ଥନ ଏବଂ ଏକତା ଦେଖାଇବା ପାଇଁ…

ଆତଙ୍କବାଦୀ ଆକ୍ରମଣ: ୪ ସେନା ମୃତ, ୫ ଆହତ

ଇସଲାମାବାଦ : ବୁଧବାର ପାକିସ୍ତାନର କ୍ୱେଟାର ଏକ ସାମରିକ ବେସ୍‌ ଉପରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଏହି ଆତଙ୍କବାଦୀ ଆକ୍ରମଣରେ ଅତି କମ୍‌ରେ ୪ ପାକିସ୍ତାନୀ ସୈନ୍ୟ ନିହତ ହୋଇଥିବା ବେଳେ ୫ ଆହତ ହୋଇଥିବା ସେନା ଏବଂ ସୁରକ୍ଷା ଅଧିକାରୀ କହିଛନ୍ତି। ସେ କହିଛନ୍ତି, ଇସଲାମବାଦୀ…

୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ୫ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା; ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ବଙ୍ଗୋପସାଗରର ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶରେ ସମୁଦ୍ର ପତନ ଠାରୁ ୩.୧ କିଲୋମିଟର ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିସହ ମୌସୁମୀ ନିମ୍ନ ଚାପ ରେଖା ଆଜି (ବୁଧବାର) ରାଜସ୍ଥାନର ବିକାନେରରୁ ବାହାରି ଗଓ୍ଵାଲିୟର୍‌, ସିଦ୍ଧି, ଗୟା, ମଧ୍ୟ ଦେଇ ପଶ୍ଚିମବଙ୍ଗର…

ବାହାନଗା ଟ୍ରେନ ଦୁର୍ଘଟଣା: ଦାୟିତ୍ୱରେ ଅବହେଳା, ୭ ରେଳ କର୍ମଚାରୀ ନିଲମ୍ବିତ

ଭୁବନେଶ୍ୱର : ବାହାନଗା ଟ୍ରେନ ଦୁର୍ଘଟଣାରେ ୭ଜଣ ରେଳ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି । ଦାୟିତ୍ୱରେ ଅବହେଳା କାରଣରୁ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । କାର୍ଯ୍ୟାନୁଷ୍ଠାନ ନେଇ ଜିଏମ ଅନିଲ କୁମାର ମିଶ୍ର ସୁଚନା ଦେଇଛନ୍ତି । ବାହାନଗା ଦୁର୍ଘଟଣା ପରେ ଦକ୍ଷିଣ-ପୂର୍ବ ରେଳ ସୁରକ୍ଷା କମିସନର…

ଜିଏସଟି ପରିଷଦର ୫୦ତମ ବୈଠକ: ମହଙ୍ଗା ହେବ କାର୍, ଶସ୍ତା ହେବ କ୍ୟାନ୍ସର ଔଷଧ

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ବସିଥିବା ଜିଏସଟି ପରିଷଦର ୫୦ତମ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଜିଏସଟି ପରିଷଦ ଅନଲାଇନ ଗେମିଂ, ହର୍ସ ରେସିଂ ଏବଂ କ୍ୟାସିନୋ ଉପରେ ୨୮ ପ୍ରତିଶତ ଟ୍ୟାକ୍ସ ଲଗାଇବାକୁ ମଞ୍ଜୁରୀ ଦେଇଛି । ପୂର୍ବରୁ…

୫-ଟି ଉପକ୍ରମରେ ଗୁପ୍ତେଶ୍ୱର ପୀଠର ହେବ ରୂପାନ୍ତର, ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କୋରାପୁଟ ଜିଲ୍ଲାର ପ୍ରସିଦ୍ଧ ଗୁପ୍ତେଶ୍ୱର ପୀଠର ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏଥିରେ ପୀଠର ସର୍ବାଙ୍ଗୀନ ଉନ୍ନତି କରାଯାଇ ଏହାକୁ ଓଡିଶାର ଅନ୍ୟତମ ପ୍ରମୁଖ ଧାର୍ମିକ ତଥା ଐତିହ୍ୟ ଓ ପର୍ଯ୍ୟଟନ ସ୍ଥଳରେ ପରିଣତ କରାଯିବ ।…

‘ମୋ ସରକାର’ ଅଧିନରେ ଆସିବ ଜନ ଅଭିଯୋଗ ଶୁଣାଣୀ – ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ବାରା କରାଯାଉଥିବା ଜିଲାସ୍ତରୀୟ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ଜିଲାସ୍ତରୀୟ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ବର୍ତ୍ତମାନ ସୁଦ୍ଧା ୧୮ ହଜାରରୁ ଅଧିକ ଅଭିଯୋଗ ଗ୍ରହଣ କରାଯାଇଛି – ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କଲେ…