Breaking News

ଜାତିସଂଘକୁ ସମ୍ବୋଧିତ କରିବେ ଶ୍ରୀଶ୍ରୀ ରବିଶଙ୍କର

ଜାତିସଂଘ ସାଧାରଣ ସଭା ପକ୍ଷରୁ ଡିସେମ୍ବର ୨୧କୁ ବିଶ୍ୱ ଧ୍ୟାନ ଦିବସ ଘୋଷଣା କରାଯିବା ନେଇ ସଂକଳ୍ପନାମା ପାରିତ ହୋଇଥିବା ପରିପ୍ରେକ୍ଷୀରେ ବୈଶ୍ୱିକ ଆଧ୍ୟାମତ୍ିକ ଗୁରୁ ତଥା ମାନବବାଦୀ ଗୁରୁଦେବ ଶ୍ରୀଶ୍ରୀ ରବିଶଙ୍କର ଶନିବାର ଓ୍ବାଲର୍‌ଡ ମେଡିଟେଶନ୍‌ ଉପରେ ସମ୍ବୋଧିତ କରିବେ। ପ୍ରତିବର୍ଷ…

ଭାରତ-ଆମେରିକାର ଚିନ୍ତା ବଢାଇଲାଣି ଚାଇନା, ପରମାଣୁ ବୋମା ସଂଖ୍ୟା ଅତିକ୍ରମ କଲା ୬୦୦, ୨୦୩୦ ବେଳକୁ…

ବେଜିଂ/ଓ୍ବାଶିଂଟନ,୧୯।୧୨: ଆମେରିକାର ପ୍ରତିରକ୍ଷା ବିଭାଗ ଚାଇନାର ସାମରିକ ଶକ୍ତି ଉପରେ ବାର୍ଷିକ ରିପୋର୍ଟ ପ୍ରକାଶ କରିଛି। ଏହି ରିପୋର୍ଟରେ ଅନେକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି । ଏହି ସୂଚନା କେବଳ ଆମେରିକାର ନୁହେଁ ପଡୋଶୀ ଦେଶ ଭାରତର ଚିନ୍ତା ବଢାଇବାକୁ ଯାଉଛି। ସୂଚନାଯୋଗ୍ୟ,…

ସଂସଦ କୌଣସି କୁସ୍ତିଯୁଦ୍ଧର ସ୍ଥାନ ନୁହେଁ, ଯଦି ଆମ ନେତାମାନେ ରାହୁଲଙ୍କୁ…

ନୂଆଦିଲ୍ଲୀ,୧୯ା୧୨: ସଂସଦ ପରିସରରେ ଚାଲିଥିବା କଳହକୁ ନେଇ ରାଜନୀତି ତୀବ୍ର ହୋଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାଜପାର ଦୁଇ ଏମ୍‌ପିଙ୍କୁ ଠେଲି ଦେଇଛନ୍ତି ବୋଲି ଭାଜପା ଅଭିଯୋଗ କରିଛି। ତେବେ କଂଗ୍ରେସ ଭାଜପାର ଅଭିଯୋଗକୁ ଭୁଲ୍‌ ବୋଲି କହିଛି। ଏହି ସମୟରେ କେନ୍ଦ୍ର ମନ୍ତ୍ରୀ କିରନ…

ସଂସଦରେ ଧକ୍କା ମାରିବା ଘଟଣା: ମୁକେଶ ରାଜପୁତ ଆଇସିୟୁରେ ଭର୍ତ୍ତି

ନୂଆଦିଲ୍ଲୀ,୧୯।୧୨: ଗୁରୁବାର ସଂସଦର ଉଭୟ ଗୃହରେ ଉତ୍ତେଜନା ଦେଖାଦେଇଛି। ବାବା ସାହେବ ଭୀମରାଓ ଆମ୍ବେଦକର ପ୍ରସଙ୍ଗରେ ସଂସଦ ହାଉସ କମ୍ପ୍ଲେକ୍ସରେ ଉଭୟ କଂଗ୍ରେସ ଏବଂ ଭାଜପା ବିରୋଧ ପ୍ରଦର୍ଶନ କରିଥିଲେ। ଏହି ସମୟ ମଧ୍ୟରେ ମକର ଦ୍ୱାରରେ ଉଭୟ ଦଳର ଏମପିଙ୍କ ମଧ୍ୟରେ ଝଗଡା ହେବାର ଖବର ଆସିଥିଲା।…

ନୀଳ ଶାଢ଼ିରେ ପ୍ରିୟଙ୍କା, ନୀଳ ଟି-ଶର୍ଟରେ ରାହୁଲ ଆସିଲେ ସଂସଦ, ଏହା ପଛରେ ରହିଛି ଏପରି…

ନୂଆଦିଲ୍ଲୀ,୧୯ା୧୨: ଭୀମରାଓ ଆମ୍ବେଦକରଙ୍କ ଉପରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ବିବୃତ୍ତି ଯୋଗୁ ଦେଶରେ ରାଜନୀତି ଗରମ ହୋଇଛି। ଏହି ପ୍ରସଙ୍ଗରେ କଂଗ୍ରେସ ଶାହାଙ୍କ ଇସ୍ତଫା ଦାବି କରୁଛି। ଏ ସମ୍ପର୍କରେ କଂଗ୍ରେସ ଗୁରୁବାର ଶାହା ଏବଂ ଭାଜପା ବିରୋଧରେ ଆଜି ଅର୍ଥାତ୍‌…

ଅମିତ ଶାହାଙ୍କୁ ପାଗଳ କହିଲେ ଲାଲୁ ଯାଦବ, କାରଣ ଜାଣିଲେ…

ପାଟ୍‌ନା,୧୯ା୧୨: ଭାରତର ସମ୍ବିଧାନର ୭୫ ବର୍ଷର ଗୌରବମୟ ଯାତ୍ରା ଉପରେ ସଂସଦରେ ଆଲୋଚନା ବେଳେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଆମ୍ବେଦକରଙ୍କୁ ନେଇ ମନ୍ତବ୍ୟ ଏକ ଆଲୋଡ଼ନ ସୃଷ୍ଟି କରିଛି। ବର୍ତ୍ତମାନ ରାଷ୍ଟ୍ରୀୟ ଜନତା ଦଳ (ଆର୍‌ଜେଡି) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଶାହାଙ୍କୁ ଟାର୍ଗେଟ…

ଇପିଏଫଓ ଧାରକଙ୍କ ପାଇଁ ଖୁସି ଖବର, ବଢିବ ଇପିଏଫ ବେତନ ସୀମା!

ନୂଆଦିଲ୍ଲୀ,୧୯।୧୨: କେନ୍ଦ୍ର ସରକାର ଖୁବ ଶୀଘ୍ର କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫ) ଯୋଜନା ଅନ୍ତର୍ଗତ ବେତନ ସୀମାକୁ ବଢାଇପାରନ୍ତି। ବର୍ତ୍ତମାନ ଏହା ୧୫,୦୦୦ରୁ, ୨୧, ୦୦୦ ଟଙ୍କାକୁ ବୃଦ୍ଧି କରିବାର ସମ୍ଭାବନା ରହିଛି। ଗତ କିଛି ଦିନ ଧରି ଇପିଏଫ ସୀମା ବୃଦ୍ଧି କରିବାକୁ…

ମା’ ହେଲେ ଗୋପୀ ବୋହୂ

ଟିଭିର ଗୋପୀ ବୋହୂ ତଥା ଦେବୋଲିନା ଭଟ୍ଟାଚାର୍ଜ ମା’ ହୋଇଛନ୍ତି। ସେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ଦେବୋଲିନା ନିଜେ ନିଜ ଇନଷ୍ଟାଗ୍ରାମ ମାଧ୍ୟମରେ ତାଙ୍କ ପ୍ରଶଂସକଙ୍କୁ ଏହି ଖୁସି ଖବର ଜଣାଇଛନ୍ତି। ଦେବୋଲିନା ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଲେଖା ହୋଇଛି- ଆମର ଛୋଟ ସୁଖ, ଆମର…

ଶନିବାର ଲମ୍ବା ହେବ ରାତି, ମହାକାଶରେ ଦେଖାଯିବ…

ନୂଆଦିଲ୍ଲୀ,୧୯।୧୨: ସରିବାକୁ ଆସିଲାଣି ବର୍ଷ ୨୦୨୪। ତେବେ ବର୍ଷକ ୩୬୫ ଦିନରୁ ଏପରି ଏକ ଦିନ ଆସେ ଯେଉଁ ଦିନଟି ବର୍ଷର ଦିନ ସବୁଠୁ ଛୋଟ ହୋଇଥାଏ। ଏହାକୁ ଇଂରାଜୀରେ Winter Solstice ନାମରେ ଜଣାଯାଏ। ଏହି ଛୋଟ ଦିନଟି ବର୍ଷର ଶେଷ ମାସ ଅର୍ଥାତ ଡିସେମ୍ବରରେ ହିଁ ପଡିଥାଏ। ଏହିଦିନ ଡିସେମ୍ବରର…

ଆମ୍ବେଦକରଙ୍କ ପାଖରେ ଥିଲା ଏତିକି ଡିଗ୍ରୀ ସଂଖ୍ୟା ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ନୂଆଦିଲ୍ଲୀ,୧୯।୧୨: ଭାରତର ସମ୍ବିଧାନର ସୃଷ୍ଟିକର୍ତ୍ତା ବା ପ୍ରଣେତା ଡକ୍ଟର ଭୀମରାଓ ଆମ୍ବେଦକରଙ୍କୁ କେବଳ ଜଣେ ସାମାଜିକ ସଂସ୍କାରକ କିମ୍ବା ରାଜନେତା ଭାବରେ ନୁହେଁ ବରଂ ଶିକ୍ଷାର ଏକ ଆଦର୍ଶ ଭାବରେ ମଧ୍ୟ ଦେଖାଯାଏ। ଡକ୍ଟର ଆମ୍ବେଦକରଙ୍କ ଛାତ୍ରବୃତ୍ତି ଏବଂ ତାଙ୍କର ଶିକ୍ଷାଗତ ଯୋଗ୍ୟତା…