Breaking News

୧୧ଟି ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ , ୩୨୬୬ କୋଟି ଟଙ୍କାର ୧୧ଟି ପ୍ରକଳ୍ପରୁ ୯୧୪୬ ନିଯୁକ୍ତି ସମ୍ଭାବନା 

ଭୁବନେଶ୍ୱର : ଓଡ଼ିଶା ରାଜ୍ୟ ସରକାରଙ୍କ ୧୧୯ତମ ରାଜ୍ୟସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (ଏସଏଲଏସଡବ୍ଲ୍ୟୁସିଏ) ବୈଠକ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି କମିଟିରେ ପ୍ରାୟ ୩୨୬୬ କୋଟି ଟଙ୍କାର ୧୧ଟି ଶିଳ୍ପ ପ୍ରକଳ୍ପକୁ…

ସବୁଜ ସଂକଳ୍ପର ବାର୍ତ୍ତା ସହ ସ୍କୁଲ ସହ ଯୋଡ଼ି ହେବେ ପୁରାତନ ଛାତ୍ରଛାତ୍ରୀ, ୧୦୯ କୋଟି ୪୩ଲକ୍ଷ ଟଙ୍କାର ପ୍ରକଳ୍ପକୁ…

’ପୁରାତନ ଛାତ୍ରଛାତ୍ରୀଙ୍କ ସହାୟତାରେ ସ୍କୁଲରେ ହେବ ବୃକ୍ଷରୋପଣ ଅଗଷ୍ଟ ୧୦ସୁଦ୍ଧା ସ୍କୁଲକ୍ଲବର ଶିକ୍ଷକ ପ୍ରଶିକ୍ଷକଙ୍କ ତାଲିମ ଶେଷ କରିବାକୁ ଲକ୍ଷ୍ୟ ଭୁବନେଶ୍ୱର : ପୁରାତନ ଛାତ୍ରଛାତ୍ରୀଙ୍କ ସହାୟତାରେ ‘ମୋ ସ୍କୁଲଦ ଅଧିନରେ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ…

ବ୍ୟାପକ ଜନ ସଚେତନତା ଦ୍ବାରା ହିଁ ଜନସଂଖ୍ୟାରେ ସ୍ଥିରତା ସମ୍ଭବ

ଭୁବନେଶ୍ବର: ଉତ୍କଳ ବିଶ୍ବବିଦ୍ୟାଳୟର ଜନସଂଖ୍ୟା ଗବେଷଣା କେନ୍ଦ୍ର ପକ୍ଷରୁ ପିଜି କାଉନସିଲ ହଲରେ ବିଶ୍ବ ଜନସଂଖ୍ୟା ଦିବସ ପାଳିତ ହୋଇଯାଇଛି। କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତା କରି ଉତ୍ତମ ସ୍ବାସ୍ଥ୍ୟ ପାଇଁ ଶାରୀରିକ, ମାନସିକ ଓ ବୌଦ୍ଧିକ ଜ୍ଞାନ ବୃଦ୍ଧି ଅପରିହାର୍ଯ୍ୟ ବୋଲି…

“ଓଡିଶା ଗ୍ରାମୀଣ ସହରୀ ରୂପାନ୍ତରଣ ନୀତି”କୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର: ଗାଁରେ ମିଳିବ ସହରୀ ସୁବିଧା । ଓଡିଶା ଗ୍ରାମୀଣ ସହରୀ ରୂପାନ୍ତରଣ ନୀତିକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଭଳି ନୀତି ପ୍ରଣୟନ କରିବାରେ ଓଡିଶା ହେଉଛି ପ୍ରଥମ ରାଜ୍ୟ । ଏହି ନୀତି ଜରିଆରେ ଅଣଯୋଜନାବଦ୍ଧ ଓ ଅନିୟମିତ ସହରୀକରଣ ଦ୍ବାରା ସୃଷ୍ଟି ହେଉଥିବା…

ରାଜ୍ୟ କ୍ୟାବିନେଟ ବୈଠକରେ ୯ଟି ପ୍ରସ୍ତାବକୁ ମୋହର, ନୂଆ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’

ଭୁବନେଶ୍ୱର: ଆଜି ଲୋକସେବା ଭବନରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ୯ଟି ପ୍ରସ୍ତାବରେ ମୋହର ବାଜିଛି। ବିଶେଷ କରି ଆଜି ରାଜ୍ୟ କ୍ୟାବିନେଟ ‘ଆମ ଗାଁ, ଆମ ବିକାଶ’ର ନିର୍ଦ୍ଦେଶନାମାକୁ ସଂଶୋଧନ କରି ରାଜ୍ୟ ସରକାର ନିଜସ୍ୱ ପାଣ୍ଠିରୁ ଆର୍ଥିକ ବର୍ଷ ୨୦୨୩-୨୪ରେ ଆମ…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଫସିଲା ସଫାରୀ ବସ୍‌, ଅଳ୍ପକେ ବର୍ତ୍ତିଲେ ୩୦ ପର୍ୟ୍ୟଟକ

ଭୁବନେଶ୍ବର: ସଫାରୀରେ ଦବିଲା ବସ୍‌, ଘେରିଗଲେ ସିଂହ । ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଫସିଲା ସଫାରୀ ବସ୍‌ । ସିଂହ ସଫାରୀକୁ ପର୍ୟ୍ୟଟକଙ୍କୁ ନେଇ ଯାଉଥିବା ଏକ ବସ୍ ଅଧା ବାଟରେ ଦବି ଯାଇଥିବା ବେଳେ ବସ୍ ପାଖରେ ସିଂହମାନେ ଘେରି ଯାଇଥିଲେ । ନନ୍ଦନକାନନ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶକ୍ରମେ…

ପାଇକ ବିଦ୍ରୋହ ସ୍ମାରକୀ ଓଡିଆ ଜାତିର ଅସ୍ମିତା ଓ ଗୌରବର ପ୍ରତୀକ: ଧର୍ମେନ୍ଦ୍ର ପ୍ରଧାନ

ଖୋର୍ଦ୍ଧା: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଖୋର୍ଦ୍ଧା ଜିଲା ବରୁଣେଇ ଠାରେ ପାଇକ ବିଦ୍ରୋହ ସ୍ମାରକୀ ସ୍ଥଳ ପରିଦର୍ଶନ କରିବା ସହ ପ୍ରକଳ୍ପ କାମର ଅଗ୍ରଗତି ନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ଏହି ଅବସରରେ…

ସାମ୍ବାଦିକମାନଙ୍କ କଲ୍ୟାଣ ପାଇଁ ଗୋପବନ୍ଧୁ କର୍ମଜୀବୀ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା କରିଛନ୍ତି ରାଜ୍ୟ ସରକାର

ଭୁବନେଶ୍ୱର: ଏଣିକି କାଗଜକଲମ ନୁହେଁ ଗୋଟିଏ କ୍ଲିକରେ ମିଳିବ ସାମ୍ବାଦିକ ବୀମା। ଏଣିକି ସ୍ବାସ୍ଥ୍ୟ ବୀମା ହେଉ କି ଅନ୍ୟାନ୍ୟ ସହାୟତା ପାଇଁ ସାମ୍ବାଦିକଙ୍କୁ ଜିଲା କିମ୍ବା ରାଜ୍ୟ ମୁଖ୍ୟାଳୟକୁ ଆସିବାକୁ ପଡ଼ିବନାହିଁ। ସାମ୍ବାଦିକ କଲ୍ୟାଣ ଯୋଜନା ୱେବ ପୋର୍ଟାଲରୁ ଏସବୁ ସୁବିଧା…

ବିଧାନସଭା ନିର୍ବାଚନ ପ୍ରସ୍ତୁତି: ୯ ନେତାଙ୍କୁ ୪ ରାଜ୍ୟର ଦାୟିତ୍ୱ ଦେଲା ବିଜେପି

ଭୁବନେଶ୍ବର: ଚଳିତ ବର୍ଷ ଶେଷ ଆଡ଼କୁ ରାଜସ୍ଥାନ, ତେଲେଙ୍ଗାନା, ଛତିଶଗଡ଼ ଓ ମଧ୍ୟପ୍ରଦେଶରେ ବିଧାନସଭା ନିର୍ବାଚନ ହେବାକୁ ଥିବା ବେଳେ ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରି ଦେଇଛି ବିଜେପି। ସେଥିପାଇଁ ଦଳ ଆଜି ଏହି ୪ ରାଜ୍ୟ ପାଇଁ ନିର୍ବାଚନ ପ୍ରଭାରୀ ଓ ସହ ପ୍ରଭାରୀ ନିଯୁକ୍ତ କରିଛି। କେନ୍ଦ୍ର…

୫-ଟି ଉପକ୍ରମରେ ନୂଆ ରୂପ ନେବ ବ୍ରହ୍ମପୁରର ପ୍ରସିଦ୍ଧ ମା ବୁଢୀ ଠାକୁରାଣୀ ମନ୍ଦିର, ଖର୍ଚ୍ଚ ହେବ ୧୮ କୋଟି ଟଙ୍କା

ଭୁବନେଶ୍ବର: ୫-ଟି ଉପକ୍ରମରେ ନୂଆ ରୂପ ନେବ ବ୍ରହ୍ମପୁର ବୁଢୀ ଠାକୁରାଣୀ ମନ୍ଦିର। ବ୍ରହ୍ମପୁରର ପ୍ରସିଦ୍ଧ ମା ବୁଢୀ ଠାକୁରାଣୀଙ୍କ ମନ୍ଦିରର ବିକାଶ ଯୋଜନା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ଲାଭ କରିଛି। ଦୁଇଟି ପର୍ଯ୍ୟାୟରେ ଏହି କାମ କରାଯିବ ଏବଂ ଏଥିପାଇଁ ୧୮ କୋଟି ୯୧ ଲକ୍ଷ…