Breaking News

ପାଣି ବୋତଲକୁ ୧୦୦ ଟଙ୍କାରେ ବିକ୍ରି ଉପରେ ପ୍ରତିକ୍ରିୟା ରଖିଲା ‘ଜୋମାଟୋ’

ହାଇଦ୍ରାବାଦ୍‌: ଏକ କନସର୍ଟ ଭେନ୍ୟୁରେ ୧୦ ଟଙ୍କାର ପାଣି ବୋତଲକୁ ୧୦୦ ଟଙ୍କାରେ ବିକ୍ରି କରାଯାଉଥିବା ଅଭିଯୋଗ ଆଣିଥିବା ଜଣେ ଇଞ୍ଜନିୟରଙ୍କ ସୋସିଆଲ୍‌ ମିଡିଆ ପୋଷ୍ଟ୍‌ରେ ଏବେ ପ୍ରତିକ୍ରିୟା ରଖିଛି ଜୋମ‌ାଟୋ। ବିଶେଷ ଭାବରେ କନସର୍ଟ ସଂପର୍କରେ କୌଣସି ବିବରଣୀ ନଦେଇ…

ରୁଷ୍‌ ବାହାରକଲା କର୍କଟ ଟୀକା: ଜନସାଧାରଣଙ୍କୁ ମିଳିବ ମାଗଣାରେ!

ବେଜିଂ: କର୍କଟ ରୋଗ ବିରୋଧ ଲଢ଼େଇରେ ସମଗ୍ର ବିଶ୍ୱ ପାଇଁ ଏକ ନୂଆ ଆଶାର କିରଣ ସୃଷ୍ଟି ହୋଇଛି । ରୁଷିଆ କ୍ୟାନସର ପାଇଁ ନିଜର ଏମଆରଏନଏ ଟିକା ବିକଶିତ କରିଛି, ଯାହା ୨୦୨୫ ପ୍ରାରମ୍ଭରେ ଲଞ୍ଚ ହେବ । ଏହି ବୈପ୍ଳବିକ ଟିକାକୁ ରୋଗୀଙ୍କୁ ମାଗଣାରେ ଉପଲବ୍ଧ କରାଇବାକୁ ଘୋଷଣା କରାଯାଇଛି । ରୁଷ…

ବରିଷ୍ଠ ନାଗରିକଙ୍କ ପାଇଁ ସଞ୍ଜୀବନୀ ସ୍ୱାସ୍ଥ୍ୟ ଯୋଜନା ଘୋଷଣା କଲେ କେଜ୍ରିୱାଲ

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଅରବିନ୍ଦ କେଜ୍ରିୱାଲ ବୁଧବାର ଦିନ ବରିଷ୍ଠ ନାଗରିକମାନଙ୍କ ପାଇଁ 'ସଞ୍ଜୀବନୀ ଯୋଜନା' ଘୋଷଣା କରିଛନ୍ତି। କେଜ୍ରିୱାଲ କହିଛନ୍ତି ଯେ, ଦିଲ୍ଲୀରେ ସରକାର ଗଠନ ହେବା ପରେ ଦିଲ୍ଲୀ ସରକାର ବରିଷ୍ଠ ନାଗରିକମାନଙ୍କ ପାଇଁ ସଞ୍ଜୀବନୀ ଯୋଜନା ଆରମ୍ଭ…

ପରମାଣୁ ବୈଜ୍ଞାନିକ ହତ୍ୟାମାମଲାରେ ଜଣକୁ ଗିରଫ କଲା ରୁଷ୍

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ସୁନୀଲ ଗାଭାସ୍କର ଏକ ବଡ଼ ଦାବି କରିଛନ୍ତି। ସେ କହିଛନ୍ତି ଯେ ରୋହିତ ଶର୍ମାଙ୍କ ଖରାପ ରନ୍ ଜାରି ରହିଲେ ଖୁବଶୀଘ୍ର ଅଧିନାୟକ ପଦରୁ ଇସ୍ତଫା ଦେବେ। ଗତ କିଛି ମ୍ୟାଚରେ ରୋହିତଙ୍କ ପ୍ରଦର୍ଶନ କ୍ରିକେଟ ପ୍ରେମୀ ଓ ତାଙ୍କ ପ୍ରଶଂସକଙ୍କୁ…

ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ: ଏହି ସବୁ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୮।୧୨: ଦକ୍ଷିଣ ଆଣ୍ଡାମାନ ସାଗର ଓ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ମେଘୁଆ ପାଗ ସହ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୪ ଦିନ ବର୍ଷା ସମ୍ଭାବନା ରହିଛି। ଆଜି ଦକ୍ଷିଣ ଓଡ଼ିଶାରେ ବର୍ଷା ହେବା ସମ୍ଭାବନା ଥିବା ବେଳେ ୧୯ରୁ ୨୧ ଯାଏ ଉପକୂଳ…

ନବୀନଙ୍କ ସହ ରହିଛୁ, ଶେଷ ଯାଏ ରହିବୁ

ଭୁବନେଶ୍ୱର,୧୮ା୧୨(ଅନିଲଦାସ):ବିଜେଡି ନେତା ସୁଜିତ କୁମାର ଓ ମମତା ମହାନ୍ତ ଭାଜପାରେ ସାମିଲ ହେବା ପରେ ଦଳର ଆହୁରି କେତେକ ଏମ୍‌ପି ଦଳ ଛାଡ଼ିବା ନେଇ ବିଭିନ୍ନ ସମୟରେ ଭାଜପା ନେତାମାନେ ଗଣମାଧ୍ୟମରେ କହୁଛନ୍ତି। ଏହାକୁ ନେଇ ରାଜନୈତିକ ମହଲରେ ମଧ୍ୟ ଚର୍ଚ୍ଚା ହେଉଛି। ତେବେ ଏଭଳି ଆଲୋଚନା…

ବଜାରକୁ ଆସିବ ଓମ୍‌ଫେଡ୍‌ ପାଣି, ଚକୋଲେଟ୍‌

ଭୁବନେଶ୍ୱର,୧୮ା୧୨(ଅନୁରାଧା ମହାରଣା):ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ନେତୃତ୍ୱରେ ଏକ ଟିମ୍‌ ଗୁଜରାଟର ଆନନ୍ଦଠାରେ ଥିବା ଭାରତ ସରକାରଙ୍କ ସ୍ବୀକୃତିପ୍ରାପ୍ତ ନ୍ୟାଶନାଲ ଡାଏରୀ ଡେଭଲପ୍‌ମେଣ୍ଟ ବୋର୍ଡ (ଏନ୍‌ଡିଡିବି) ପରିଦର୍ଶନରେ ଯାଇଛନ୍ତି। ଏହି ଅବସରରେ…

‘ରିଓନ୍‌’ର ନେଟ୍‌ୱର୍କ ସମ୍ପ୍ରସାରଣ

ନୂଆଦିଲ୍ଲୀ,୧୮।୧୨: ରୟାଲ ଏନ୍‌ଫିଲ୍ଡ (ଆର୍‌ଇ)ର ପ୍ରି-ଓନ୍‌ଡ ମୋଟରସାଇକେଲ ବ୍ୟବସାୟ ‘ରିଓନ୍‌’ର ନେଟ୍‌ୱର୍କ ସମ୍ପ୍ରସାରଣ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଭାରତର ୨୩୬ ସହରର ଗ୍ରାହକ ଓ ଆର୍‌ଇ ଉତ୍ସାହୀମାନେ ବର୍ତ୍ତମାନ ସହଜରେ ନିଜର ବିଦ୍ୟମାନ ମୋଟରସାଇକେଲଗୁଡିକୁ ବିକ୍ରି ଏବଂ ରୟାଲ…

ଜୟଆଲୁକ୍କାସ୍‌ର ଏନ୍‌ଆର୍‌ଆଇ ସୁନା ଫେଷ୍ଟ

ଭୁବନେଶ୍ୱର,୧୮।୧୨: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବୈଶ୍ୱିକ ଗହଣା ବ୍ରାଣ୍ଡ୍‌ ଜୟଆଲୁକ୍କାସ ଜୁଏଲର୍ସର ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଏନ୍‌ଆର୍‌ଆଇ ସୁନା ଫେଷ୍ଟ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହି ଫେଷ୍ଟ ୨୦୨୫ ଜାନୁଆରୀ ୫ ପର୍ଯ୍ୟନ୍ତ ଉପଲବ୍ଧ। ଏହି ପରିପ୍ରେକ୍ଷୀରେ…

ନିବେଶକ ହରାଇଲେ ୨ ଲକ୍ଷ କୋଟି

ମୁମ୍ବାଇ,୧୮।୧୨: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୂରାଜନୈତିକ ଘଟଣାବଳୀର ପ୍ରଭାବ ସିଧାସଳଖ ଭାରତୀୟ ଷ୍ଟକ୍‌ ମାର୍କେଟ କାରବାର ଉପରେ ପଡୁଛି। ଏପରିକି କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଫଳରେ ନିବେଶକ ଲକ୍ଷାଧିକ ଟଙ୍କାର ନିବେଶ ହରାଉଥିଲାବେଳେ ପୁଞ୍ଜିବଜାରର…