Breaking News

ଓସ୍କାର ରେସ୍‌ରୁ ବାଦ୍‌ ପଡିଲା ‘ଲାପତା ଲେଡିଜ୍‌’

ମୁମ୍ବାଇ,୧୮।୧୨: ଓସ୍କାର ରେସ୍‌ରୁ ବାଦ୍‌ ପଡିଲା ‘ଲାପତା ଲେଡିଜ୍‌’ । କିରଣ ରାଓଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ୯୭ତମ ଏକାଡେମୀ ପୁରସ୍କାରରେ ଭାରତର ପ୍ରତିନିଧିତ୍ୱ କରିବାକୁ ମନୋନୀତ ହୋଇଥିଲା। ମାତ୍ର ଏବେ ଏହା ଓସ୍କାର ରେସ୍‌ରୁ ବାହାରି ଯାଇଥିବା ବେଳେ ଭାରତୀୟ ସିନେ ପ୍ରେମୀଙ୍କୁ ଲାଗିଛି…

ସୋନାକ୍ଷୀ-ମୁକେଶ କଳି

ମୁମ୍ବାଇ: କିଛି ବର୍ଷ ତଳେ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ଲୋକପ୍ରିୟ ଟିଭି ଧାରାବାହିକ ‘କୋନ୍‌ ବନେଗା କରୋଡ୍‌ପତି’ରେ ରାମାୟଣ ସହ ଜଡ଼ିତ ଏକ ପ୍ରଶ୍ନର ଉତ୍ତର ଦେଇ ନ ପାରି ଟ୍ରୋଲ୍‌ର ସମ୍ମୁଖୀନ ହୋଇଥିଲେ। ଶକ୍ତିମାନ ଭାବେ ଘରେ ଘରେ ପରିଚିତ ଲୋକପ୍ରିୟ ଅଭିନେତା ମୁକେଶ ଖାନ୍ନା ନିକଟରେ ଏକ…

ରାଶିଫଳ: ବୁଧବାର, ଡିସେମ୍ବର ୧୮ ତାରିଖ

ମେଷ ଆଜି ବନ୍ଧୁଙ୍କ ସାହାଯ୍ୟ ପାଇ କାମ ତ୍ୱରାନ୍ବିତ କରିବାର ନିଷ୍ପତ୍ତି ନେବେ। କଠୋର ପରିଶ୍ରମ ଓ ଅନିଦ୍ରାଜନିତ ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ। ଆର୍ଥିକ ସ୍ବଚ୍ଛଳତା ଫେରିିପାଇବେ ସତ, ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ। ଅଶ୍ୱିନୀ ନକ୍ଷତ୍ର…

ଆମ୍ବେଦକରଙ୍କ ସଂପର୍କିତ ବୟାନ ପାଇଁ ଶାହାଙ୍କ ଇସ୍ତଫା ଦାବି କଲା କଂଗ୍ରେସ

ନୂଆଦିଲ୍ଳୀ:  ବୁଧବାର କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହାଙ୍କ ବିରୋଧରେ କଂଗ୍ରେସ ଅଭିଯୋଗ ଆଣି ବିରୋଧ ପ୍ରଦର୍ଶନ କରିବା ହେତୁ ସଂସଦର କାର୍ଯ୍ୟରେ ବାଧା ଉପୁଜିଛି। ରାଜ୍ୟସଭାକୁ ସମ୍ବୋଧିତ କରିବା ବେଳେ ଶାହା ବିଆର୍‌ ଆମ୍ବେଦକର୍‌ଙ୍କ ସଂପର୍କରେ ଦେଇଥିବା ଏକ ବୟାନ ପାଇଁ ତାଙ୍କୁ ଘେରିଛି…

ଇଗୋରଙ୍କ ମୃତ୍ୟୁ ପରେ ରକ୍ତମୁଖା ହେଲା ରୁଷ୍‌; ନେବ ପ୍ରତିଶୋଧ

ନୂଆଦିଲ୍ଲୀ: ଋଷ-ୟୁକ୍ରେନ୍ ମଧ୍ୟରେ ଲମ୍ବା ସମୟ ହେବ ଚାଲିଥିବା ଯୁଦ୍ଧ ଏବେ ସାଂଘାତିକ୍ ମୋଡ ନେବାରେ ଲାଗିଛି। ମଙ୍ଗଳବାର ମସ୍କୋରେ ଆଣବିକ ସୁରକ୍ଷା ବାହିନୀର ତଦାରଖ କରୁଥିବା ଜଣେ ବରିଷ୍ଠ ଜେନେରାଲଙ୍କୁ ଇଲେକ୍ଟ୍ରିକ୍ ସ୍କୁଟରରେ ବୋମା ଖଞ୍ଜାଯାଇ ହତ୍ୟା କରାଯାଇଛି ବୋଲି ରୁଷ୍‌ର…

କ୍ରିକେଟ୍‌ର ସମସ୍ତ ଫର୍ମାଟରୁ ଅବସର ନେଲେ ଅଶ୍ବିନ

ନୂଆଦିଲ୍ଲୀ: ବୁଧବାର (ଡିସେମ୍ବର ୧୮, ୨୦୨୪) କ୍ରିକେଟର୍ ସମସ୍ତ ଫର୍ମାଟରୁ ଅବସର ନେଇଥିବା ଘୋଷଣା କରିଛନ୍ତି ଅଫ୍ ସ୍ପିନର ଆର ଅଶ୍ୱିନ। ବର୍ଡର-ଗାଭାସ୍କର ଟ୍ରଫିର ତୃତୀୟ ଟେଷ୍ଟ ଡ୍ର ହେବା ପରେ ଅଶ୍ବିନଙ୍କ ଏହି ଘୋଷଣା ସାମ୍ନାକୁ ଆସିଛି। ତେବେ ଏନେଇ ଭାରତୀୟ କ୍ରିକେଟ୍‌…

ରାଜ୍ୟ ସରକାରଙ୍କ ନୂଆ ଯୋଜନାକୁ ସହିପାରୁନି ବିଜେଡି: ମନ୍ତ୍ରୀ ରବିନାରାୟଣ ନାୟକ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ନୂଆ ଯୋଜନାକୁ ସହିପାରୁନି ବିଜେଡି। ପୂର୍ବ ସରକାର ଗଣତନ୍ତ୍ରକୁ ନଷ୍ଟ କରିଥିଲେ। ସେହି ସମୟରେ ମନ୍ତ୍ରୀମାନେ ଟେଣ୍ଟ ବାନ୍ଧୁଥି‌ଲେ, ଚୌକି ପକାଉଥିଲେ। ଏଭଳି ମନ୍ତବ୍ୟ ଦେଇ ବିଜେଡିକୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ପଞ୍ଚାୟତରାଜ ତଥା ପାନୀୟ ଜଳ ବିଭାଗ…

ନିଶାସକ୍ତ ବାପାର କଟୁରି ଚୋଟରେ ପୁଅ ଗୁରୁତର: ଭୁବନେଶ୍ବର ଏମସରେ ଭର୍ତ୍ତି

କୃଷ୍ଣପ୍ରସାଦ: କଟକ ଜିଲ୍ଲା ବାରଙ୍ଗ ଅଞ୍ଚଳରେ ଜଣେ ବାପାର ଉନ୍ମତ୍ତ କାଣ୍ଡ ଘଟଣା ଲୋକେ ଭୁଲି ନଥିବା ବେଳେ ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ଅଞ୍ଚଳରୁ ସାମ୍ନାକୁ ଆସିଛି ସେଭଳି ଏକ ଅଭାବନୀୟ ଘଟଣା।  ଏଠାରେ ଜଣେ ନିଶାସକ୍ତ ବାପାର କଟୁରି ଚୋଟରେ ପୁଅ ଗୁରୁତର ହୋଇ ଭୁବନେଶ୍ବର ଏମସରେ ଭର୍ତ୍ତି…

ଦୁର୍ଘଟଣାରେ ଶ୍ରମିକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା, ଶବ ରଖି ଧାରଣା

ଜଗତସିଂହପୁର: ବନ୍ଦର ଭିତରେ ୱାଗନ ସାଇଟରେ କାର୍ଯ୍ୟ କରୁଥିବା ବେଳେ ଦୁର୍ଘଟଣାରେ ଆହତ ହୋଇ ଚିକିତ୍ସିତ ହେଉଥିବା ଅବସ୍ଥାରେ ଶ୍ରମିକଙ୍କ ମୃତ୍ୟୁ ଘଟଣାକୁ ନେଇ ଗତକାଲି ରାତିରେ ଉତ୍ତେଜନା ପ୍ରକାଶ ପାଇଥିଲା | ସମ୍ପର୍କୀୟ, ପରିବାର ଲୋକ କ୍ଷତିପୂରଣ ଦାବିରେ ବନ୍ଦର ୩ ନମ୍ବର ଫାଟକ ଆଗରେ…

୨୫ ଲକ୍ଷ ଟଙ୍କାର ପୁରସ୍କାର ଥିବା କୁଖ୍ୟାତ ମାଓବାଦୀ ରାମଚନ୍ଦ୍ରର ମୃତ୍ୟୁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ଆବୁଝମାଡ ଜଙ୍ଗଲରେ ଗତ ୧୨ ତାରିଖ ଦିନ ହୋଇଥିବା ନକ୍ସଲ ପୁଲିସ ମଧ୍ୟରେ ଗୁଳିବିନିମୟରେ ୭ ଜଣ ନକ୍ସଲଙ୍କର ମୃତ୍ୟୁ ହୋଇଥିଲା। ତେବେ ସମସ୍ତ ନକ୍ସଲଙ୍କର ଚିହ୍ନଟ ହୋଇଛି। ମୃତ ନକ୍ସଲ ମଧ୍ୟରୁ ୫ ଜଣ ପୁରୁଷ ଏବଂ ୨ ଜଣ ମହିଳା ନକ୍ସଲ ଅଟନ୍ତି।…