Breaking News

ବାହାନଗା ଟ୍ରେନ୍ ଟ୍ରାଜେଡି: ରିଲେ ରୁମ୍‌ ଷ୍ଟାଫ୍‌ଙ୍କ ତ୍ରୁଟି ଦୁର୍ଘଟଣାର ବଡ଼ କାରଣ!

ବାହାନଗା: ରିଲେ ରୁମରେ ତ୍ରୁଟି ପାଇଁ ଘଟିଥିଲା ବାହାନଗା ଟ୍ରେନ୍ ଟ୍ରାଜେଡି। ତଦନ୍ତ ପରେ କମିଶନ ଅଫ ରେଲୱେ ସେଫ୍ଟି ରେଳ ବିଭାଗରେ ଦାଖଲ କରିଥିବା ରିପୋର୍ଟରୁ ଏହା ଜଣା ପଡ଼ିଥିବା ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ବିଶେଷ କରି ସିଗନାଲିଂ ଓ ଟେଲି କମ୍ୟୁନିକେସନ୍ ବିଭାଗରେ ଷ୍ଟାଫଙ୍କ…

ବୈଠକରେ ଯୋଗଦେବେ ବରିଷ୍ଠ ଅଧିକାରୀ,  ସିଆର୍‌ସିସି ନେବେ ପ୍ରମୁଖ ଭୂମିକା 

ଭୁବନେଶ୍ୱର : ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓସେପା) କାର୍ଯ୍ୟାଳୟରେ ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ କାର୍ଯ୍ୟକ୍ରମ(ଏଫ୍‌ଏଲ୍‌ଏନ୍‌)ର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଶାସନ ସଚିବ ଅଶ୍ୱଥୀ ଏସ୍‌ ଯୋଗଦେଇ ଏଫ୍‌ଏଲ୍‌ଏନର…

ନୀଳାଦ୍ରିନାଥଙ୍କ ନୀଳାଦ୍ରିବିଜେ ଆଜି, ମା’ ଲକ୍ଷ୍ମୀଙ୍କୁ ରସଗୋଲା ଦେଇ ମାନଭଞ୍ଜନ କରିବେ ମହାପ୍ରଭୁ

https://www.youtube.com/live/SP7hzCUgJ6k?feature=share ପୁରୀ : ସରିଛି ନବଦିନାତ୍ମକ ଘୋଷଯାତ୍ରା ।୧୨ ଦିନର ମାନବୀୟ ଲୀଳାଖେଳା ଶେଷ ପରେ ଶନିବାର ସିଂହଦ୍ବାରରେ ଚତୁର୍ଦ୍ଧା ମୂର୍ତ୍ତି ଶ୍ରୀମନ୍ଦିରକୁ ବିଜେ କରିବେ। ରଥାରୂଢ଼ ଠାକୁରେ ଗୋଟି ପହଣ୍ଡିରେ ରତ୍ନସିଂହାସନକୁ ଫେରିବେ। ଏତେ…

ଶ୍ରୀବିଗ୍ରହଙ୍କୁ ଲାଗିହେଲା ଅଧରପଣା

ପୁରୀ : ରତ୍ନସିଂହାସନ ଛାଡ଼ି ବଡ଼ଦାଣ୍ଡରେ ରଥରେ ଅବତରଣ ପରେ ମହାପ୍ରଭୁଙ୍କ ଦର୍ଶନ ସହ ମୁକ୍ତି ପାଇଁ ଚଣ୍ଡୀଚାମୁଣ୍ଡା, ଅଶରୀରୀମାନେ ଘୂରି ବୁଲୁଥାନ୍ତି। ଏହି ଚଣ୍ଡୀଚାମୁଣ୍ଡା, ଅଶରୀରୀମାନଙ୍କୁ ତୃପ୍ତ କରିବା ପାଇଁ ଆଜି ଆଷାଢ଼ ଶୁକ୍ଳ ଦ୍ବାଦଶୀ ତିଥିରେ ରଥ ଉପରେ ରଥାରୂଢ଼ ଶ୍ରୀବିଗ୍ରହଙ୍କ…

ଫ୍ରାନ୍ସରେ ହିଂସା: ୮୭୫ଜଣ ଗିରଫ, ଉପଦ୍ରବକାରୀଙ୍କ ମଧ୍ୟରେ ୧୪ବର୍ଷିୟ ନାବାଳକ ସାମିଲ୍‌

ପ୍ୟାରିସ୍‌:ତିନ ଦିନ ଧରି ଫ୍ରାନ୍ସରେ ହିଂସା ଲାଗି ରହିଛି। ୧୭ବର୍ଷିୟ ନାବାଳକକୁ ପୋଲିସ ଗୁଳିକରି ହତ୍ୟାକୁ ନେଇ ଫ୍ରାନ୍ସର ଶହ ଶହ ଲୋକ ବିରୋଧ ପ୍ରଦର୍ଶନ କରୁଛନ୍ତି। ବିକ୍ଷୋଭକାରୀମାନେ ଗାଡି, ଦୋକାନ, ବିଦ୍ୟାଳୟ ଏବଂ ସର୍ବସାଧାରଣ ଲାଇବ୍ରେରୀରେ ନିଆଁ ଲଗାଇଦେଇଛନ୍ତି। ସୂଚନାଯୋଗ୍ୟ,…

ଛତିଶଗଡ ଖୋଲିଦେଲା କଲମାର ୬୬ଟି ଗେଟ୍, ହୀରାକୁଦରେ ବୃଦ୍ଧି ପାଉଛି ଜଳସ୍ତର

ଛତିଶଗଡ ଖୋଲିଦେଲା କଲମା ବ୍ୟାରେଜ । କଲମା ବ୍ୟାରେଜର ସମସ୍ତ ୬୬ଟି ଗେଟ୍ ଖୋଲିଦେଲା ଛତିଶଗଡ । ଉପରମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ସମସ୍ତ ଗେଟ୍ ଖୋଲାଯାଇଛି । ଯାହାଫଳରେ ହୀରାକୁଦରେ ବର୍ଷା ପାଣି ପଶିବା ଆରମ୍ଭ ହୋଇଛି । କଲମା ଗେଟ୍ ଖୋଲିବା ଫଳରେ ହୀରାକୁଦର ଜଳସ୍ତର ବୃଦ୍ଧି ପାଉଛି । ଦିନ…

ଓଡ଼ିଶାରେ କମୁଛି ପରିବା ଚାଷ, ଦର ଆକାଶ ଛୁଆଁ

ଭୁବନେଶ୍ଵର: ରାଜଧାନୀ ଏକନମ୍ବର ପରିବାର ବଜାରରେ ପରିବା ଦର ଆକାଶ ଛୁଆଁ। ସବୁ ପରିବାର ଅହେତୁକ ଦର ବୃଦ୍ଧି ଗ୍ରାହକ ଓ ବ୍ୟବସାୟୀଙ୍କୁ ଚିନ୍ତାରେ ପକାଇଛି। ଓଡ଼ିଶାରେ ପରିବା ସଙ୍କଟ ସୃଷ୍ଟି ହୋଇଛି। ଆଜି ଏକନମ୍ବର ହାଟରେ ବିନ୍ କିଲୋ ୨୫୦ ଟଙ୍କା, ଝୁଡୁଙ୍ଗ କିଲୋ, ୧୨୦, କ୍ୟାପସିକମ୍ କିଲୋ…

ଆଜି ଅଧର ପଣା : ରଥର ପାର୍ଶ୍ବ ଦେବଦେବୀ ଓ ଚଣ୍ଡୀଚାମୁ୍ଣ୍ଡାଙ୍କ ଲାଗି ଭଙ୍ଗାଯିବ ଅଧର ହାଣ୍ଡି

https://youtube.com/live/WHMSSxOTUXI?feature=share ପୁରୀ : ଦ୍ବାଦଶୀ ତିଥିରେ ମହାପ୍ରଭୁଙ୍କ ରଥ ଉପରେ ହେବ ଅଧରପଣା। ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଧର ପଣା ଭୋଗ ହେବାପରେ ରଥର ପାର୍ଶ୍ବ ଦେବଦେବୀ ଓ ଚଣ୍ଡୀଚାମୁ୍ଣ୍ଡାଙ୍କ ଲାଗି ଭଙ୍ଗାଯିବ ଅଧର ହାଣ୍ଡି। ରଥଯାତ୍ରାର ମହାପର୍ବରେ ଅଧର…

କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ଜୀବନଜୀବିକାରେ ପରିବର୍ତ୍ତନ ଆଣିପାରିବ…

ଭୁବନେଶ୍ୱର: ମାଣ୍ଡିଆରୁ ପ୍ରସ୍ତୁତ ଖାଦ୍ୟକୁ ପ୍ରୋତ୍ସାହିତ କରି ରାଜ୍ୟର କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କର ଜୀବନଜୀବିକାରେ ଉନ୍ନତି ଆଣିବା ଦିଗରେ ହୋଟେଲ ଏବଂ ରେଷ୍ଟୁରାଣ୍ଟ ଆସୋସିଏସନ୍‌, ଓଡ଼ିଶା ସହାୟକ ହୋଇପାରିବ। ଏଥି ସହିତ ସହରର ଗ୍ରାହକମାନଙ୍କର…

ଶ୍ରୀଜିଉଙ୍କ ସୁନାବେଶ: ଅପରୂପ ସୌନ୍ଦର୍ଯ୍ୟରେ ଦର୍ଶନ ଦେଲେ ଚତୁର୍ଦ୍ଧା ବିଗ୍ରହ

ପୁରୀ: ମଥାରେ ସୁନାର କିରିଟ ସାଙ୍ଗକୁ କାନରେ ସୁନାର କୁଣ୍ଡଳ। କମରରେ ସୁନାର କମରପଟି, ପାଦରେ ଶ୍ରୀପୟର। ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ହସ୍ତରେ ସୁବର୍ଣ୍ଣର ହଳମୁଷଳ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ହସ୍ତରେ ସୁବର୍ଣ୍ଣର ଚକ୍ର ଓ ରୁପାର ଶଙ୍ଖ। ମା’ ସୁଭଦ୍ରାଙ୍କ ସୁବର୍ଣ୍ଣର ତଡ଼ଗି(କର୍ଣ୍ଣାଳଙ୍କାର)।…