Breaking News

‘କ୍ଷମତା ହସ୍ତାନ୍ତର ନୁହେଁ, ୫-ଟି ସଚିବ ଭି.କେ.ପାଣ୍ଡିଆନଙ୍କୁ କର୍ତ୍ତବ୍ୟ କରିବାକୁ ଦାୟିତ୍ୱ ଦିଆଯାଇଛି’

ଭୁବନେଶ୍ୱର: ୫-ଟି ସଚିବଭି କେ ପାଣ୍ଡିଆନଙ୍କୁ ବିରୋଧୀଙ୍କ ଘନ ଘନ ଆକ୍ରମଣ ପରେ ତାଙ୍କ ସପକ୍ଷରେ ବରିଷ୍ଠ ବିଜେଡି ନେତା ବାହାରିଛନ୍ତି। ବିଜେଡି ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି, ‘କ୍ଷମତା ହସ୍ତାନ୍ତର ନୁହେଁ, ୫-ଟି ସଚିବଙ୍କୁ କର୍ତ୍ତବ୍ୟ କରିବାକୁ ଦାୟିତ୍ୱ ଦିଆଯାଇଛି।’ ୫-ଟି…

ସରିଲା ସିଂହଦ୍ବାର ରୂପା ଛାଉଣୀ: ସୁନ୍ଦର ଦିଶୁଛି ଶ୍ରୀମନ୍ଦିର, ଆକର୍ଷଣୀୟ ସିଂହଦ୍ବାର

ପୁରୀ: ସୁନ୍ଦର ଦିଶୁଛି ଶ୍ରୀମନ୍ଦିର, ଆକର୍ଷଣୀୟ ସିଂହଦ୍ବାର । ଶ୍ରୀମନ୍ଦିର ସିଂହଦ୍ବାରର ରୂପା ଛାଉଣୀ ସରିଛି । ପୂର୍ବ ନିଷ୍ପତ୍ତି ଅନୁସାରେ ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରା ସମୟରେ ସିଂହଦ୍ବାର ରୂପାଛାଉଣୀ କରାଯାଇଛି । ମୁମ୍ବାଇରୁ ଆସିଥିବା ୫୦୦ କେଜି ଓଜନର ଦୁଇଟି ଷ୍ଟିଲ୍ ଫ୍ରେମରେ…

ଦିଗପହଣ୍ଡିରେ ବୀଭତ୍ସ ହତ୍ୟାକାଣ୍ଡ: ଦୁଇଜଣଙ୍କୁ ମାରି ଜାଳିଦେଲେ ଦୁର୍ବୃତ୍ତ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ମହୁଡ଼ା ଗ୍ରାମରେ ଦୁଇଜଣଙ୍କୁ ବୀଭତ୍ସ ହତ୍ୟା କରାଯାଇଛି। ଉଭୟଙ୍କୁ ହତ୍ୟା ପରେ ପୋଡ଼ି ଦିଆଯାଇଥିବା ଜଣାଯାଇଛି। ଦୁର୍ବୃତ୍ତମାନେ ଗତକାଲି ବିଳମ୍ବିତ ରାତିରେ ଗାଁ ଭିତରେ ଲିଟୁ ପୁରୋହିତ ଓ ଶିବ ଗୌଡ଼ଙ୍କୁ ହତ୍ୟା କରି…

ବାଣୀକ୍ଷେତ୍ରରେ ବାହୁଡ଼ାଯାତ୍ରା: ଛେରା ପହଁରା କଲେ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ

ଭୁବନେଶ୍ବର : ଉତ୍କଳ ବିଶ୍ବବିଦ୍ୟାଳୟ ତଥା ବାଣୀକ୍ଷେତ୍ର ବାଣୀବିହାର ପରିସରରେ କାଳିଆ ସାଆନ୍ତେଙ୍କ ବାହୁଡା ଯାତ୍ରା ଆଜି ଶେଷ ହୋଇଛି। ଏହିଅବସରରେ ପାରମ୍ପରିକ ରୀତିନୀତି ଅନୁସାରେ ଠାକୁରଙ୍କୁ ପୂଜାର୍ଚ୍ଚନା କରି ପହଣ୍ଡି ବିଜେ ପାଇଁ ପଥ ପ୍ରସ୍ତୁତି କରାଯାଇଥିଲା। ଶହ ଶହ ଶ୍ରଦ୍ଧାଳୁଙ୍କ…

ଆଜି ମହାପ୍ରଭୁଙ୍କ ସୁନା ବେଶ: ଦର୍ଶନ କରି ପୂଣ୍ୟ ଲଭିବାକୁ ଅଗଣିତ ଲୋକଭିଡ଼

ପୁରୀ: ଆଜି ବିଜୟା ଦଶମୀରେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସୁନା ବେଶ ହୋଇଛି। ସୁନାେବେଶ ଦର୍ଶନ ପାଇଁ ପ୍ରବଳ ଭକ୍ତଙ୍କ ଗହଳି ହୋଇଛି। ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ମନ୍ଦିର ଭିତରେ ଓ ବାହାରେ ବ୍ୟାପକ ପୁଲିସ ମୁତୟନ କରାଯାଇ ଶୃଙ୍ଖଳିତ ଦର୍ଶନର ବ୍ୟବସ୍ଥା କରାଯାଇଛିି।…

ଓଡ଼ିଆ ବିଶ୍ୱବିଦ୍ୟାଳୟରେ ନାମଲେଖା ଚଳିତ ବର୍ଷ

ସାକ୍ଷୀଗୋପାଳ : ପୁରୀ ଜିଲ୍ଲା ସତ୍ୟବାଦୀରେ ଚଳିତ ବର୍ଷ ଓଡ଼ିଆ ବିଶ୍ୱବିଦ୍ୟାଳୟ କାର୍ଯ୍ୟକ୍ଷମ ହେବ। ନାମଲେଖା ସହ ଶିକ୍ଷାଦାନ ଆରମ୍ଭ ହେବ। ତେବେ ଓଡ଼ିଆ ବିଶ୍ୱବିଦ୍ୟାଳୟର ନିର୍ମାଣ କାର୍ଯ୍ୟ ସରିବା ପର୍ଯ୍ୟନ୍ତ ସ୍ଥାନୀୟ ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟରେ ବିଶ୍ବବିଦ୍ୟାଳୟର ଅଫିସ୍‌ ଓ…

ରଥାରୂଢ଼ ହେଲେ ଚତୁର୍ଦ୍ଧାମୂର୍ତ୍ତି; ନିର୍ଦ୍ଧାରିତ ସମୟ ପୂର୍ବରୁ ହେବ ରଥଟଣା !

ପୁରୀ: ଆଜି ପବିତ୍ର ବାହୁଡ଼ାଯାତ୍ରା । ନବଦିନାତ୍ମକ ଯାତ୍ରା ସାରି ଆଜି ଜନ୍ମବେଦୀରୁ ଫେରିବେ ଚତୁର୍ଦ୍ଧାମୂର୍ତ୍ତି  । ଧାଡି ପହଣ୍ଡି ପରେ ତିନି ରଥରେ ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ମାହାପ୍ରଭୁ ଶ୍ରୀ ଜଗନ୍ନାଥ  ରଥାରୂଢ଼ ହୋଇଛନ୍ତି । ଚକ୍ରରାଜ ସୁଦର୍ଶନ ପ୍ରଥମେ ରଥାରୁଢ଼ ହୋଇଥିବା…

ସୁଶାସନ ଓ ରୂପାନ୍ତରଣର ପ୍ରତ୍ୟେକ କ୍ଷେତ୍ରରେ ଗୁଣବତ୍ତାକୁ ପ୍ରାଧାନ୍ୟ

ଭୁବନେଶ୍ୱର: ଓଡିଶା ଗୁଣବତ୍ତା ସଂକଳ୍ପ ସମାରୋହ ଆଜି ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଏକ ତାରକା ହୋଟେଲରେ କ୍ୱାଲିଟି କାଉନସିଲ ଅଫ ଇଣ୍ଡିଆ ତରଫରୁ ଆୟୋଜିତ ଏହି ସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଉଦଘାଟନ ଉତ୍ସବରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଯୋଗ…

ଏଣିକି ରବିବାର ବି ଖୋଲା ରହିବ ଆହାର କେନ୍ଦ୍ର, ଖୋଲିବ ୯୩ଟି ନୂତନ ଆହାର କେନ୍ଦ୍ର

ଭୁବନେଶ୍ୱର: ଆଉ ରବିବାରରେ ଖାଦ୍ୟପାଇଁ ହନ୍ତସନ୍ତ ହେବେନି ଡାକ୍ତରଖାନା ଆସୁଥିବା ଗରିବ । ଏଣିକି ରବିବାରରେ ବି ଡାକ୍ତରଖାନା ପରିସରରେ ଖୋଲା ରହିବ ଆହାର କେନ୍ଦ୍ର । ଏନେଇ ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ତରଫରୁ ସମସ୍ତ ମହାନଗର ନିଗମ କମିଶନର ତଥା ସିଟି ଆହାର ସମିତି ସଭାପତି ଏବଂ…

ଆପଣମାନଙ୍କ ସୁଖଦୁଃଖ ବୁଝିବାକୁ ମୁଁ ମୋ ସଚିବଙ୍କୁ ପଠାଇଛି-ମୁଖ୍ୟମନ୍ତ୍ରୀ

ବରଗଡ଼: ଆଜି ବରଗଡ଼ଗସ୍ତରେ ଥିବା ୫-ଟି ସଚିବ ଭି.କେ ପାଣ୍ଡିଆନ୍ ଏକ ସଭାରେ ଯୋଗ ଦେବା ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା ଲୋକଙ୍କୁ ଶୁଣାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ଼ବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସମ୍ବଲପୁରୀ ଭାଷାରେ ଲୋକଙ୍କୁ ବାର୍ତ୍ତା ଦେଇଛନ୍ତି । ଏହି ଅବସରରେ…