Breaking News

ବିରୋଧୀଙ୍କ ଉପରେ ବର୍ଷିଲେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ । ନିର୍ବାଚନ ଫଳାଫଳକୁ ନେଇ ଏମଭିଏ ବୟାନକୁ…

କନକ ବ୍ୟୁରୋ: ମହାରାଷ୍ଟ୍ର ନିର୍ବାଚନ ଭୋଟିଂକୁ ନେଇ ଉପ-ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ବଡ ବୟାନ । ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ମହାବିକାଶ ଆଘାଡି ଶୋଚନୀୟ ପରାଜୟ ବରଣ କରିଛି ସେବେଠାରୁ ପୁଣି ଥରେ ଇଲେକ୍ଟ୍ରୋନିକ୍ ଭୋଟିଂ ମେସିନ୍ ବା ଇଭିଏମକୁ ନେଇ ପ୍ରଶ୍ନ ଉଠାଇଛନ୍ତି ବିରୋଧୀ।…

ଦିନକରେ ଭାରତୀୟ କ୍ରିକେଟକୁ ତିନି ଝଟକା । ଅଷ୍ଟ୍ରେଲିଆ ବିପକ୍ଷରେ ହାରିଲେ ପୁରୁଷ, ମହିଳା ଦଳ । ସେପଟେ ଏସିଆ କପ୍…

କନକ ବ୍ୟୁରୋ: ଗୋଟିଏ ଦିନରେ ଭାରତୀୟ କ୍ରିକେଟ୍‌କୁ ତିନିଟି ଝଟକା। ଭାରତୀୟ ପୁରୁଷ କ୍ରିକେଟ୍ ଦଳ ଅଷ୍ଟ୍ରେଲିଆରେ ଶୋଚନୀୟ ପ୍ରଦର୍ଶନ କରି ଆଡିଲେଡ୍‌ ଟେଷ୍ଟ୍‌କୁ ଲଜ୍ଜା‌ଜନକ ଭା‌ବେ ୧୦ ୱିକେଟ୍‌ରେ ହାରିଛି। ଭାରତୀୟ ମହିଳା କ୍ରିକେଟ୍ ଦଳ ବ୍ରିସବନରେ ସେହି ଅଷ୍ଟ୍ରେଲିଆ ବିପକ୍ଷ ଦ୍ବିତୀୟ…

ଆଶିଷଙ୍କ ପରେ ଡେପୁଟେଶନରେ ଯିବେ କୁଟ୍ଟେ

ଭୁବନେଶ୍ୱର,୯ା୧୨(ସୁନିତ୍‌ ମିଶ୍ର): ଆଇପିଏସ୍‌ ଅଫିସର ଡି.ଏସ୍‌ କୁଟ୍ଟେ କେନ୍ଦ୍ରୀୟ ଡେପୁଟେଶନରେ ଯିବାନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବରିଷ୍ଠ ଆଇପିଏସ୍‌ ଅଫିସର ଆଶିଷ ସିଂଙ୍କ ଡେପୁଟେଶନ ଯିବା ଘୋଷଣା ହେବା ପରେ ଡି.ଏସ୍‌. କୁଟ୍ଟେଙ୍କ ବିଜ୍ଞପ୍ତି ଜାରି ହୋଇଛି। ବିଏସ୍‌ଏଫ୍‌ ଆଇଜି ଭାବେ…

୪ ଦିନରେ ୭୫୦ କୋଟି

ହାଇଦ୍ରାବାଦ: ରିଲିଜ୍‌ ହେବା ପରଠାରୁ ଅଭିନେତା ଅଲ୍ଲୁ ଅର୍ଜୁନଙ୍କ ‘ପୁଷ୍ପା ଦି ରୁଲ୍‌’ ଚଳଚ୍ଚିତ୍ର ବିଭିନ୍ନ ରେକର୍ଡକୁ ଭଙ୍ଗ କରି ନୂତନ ରେକର୍ଡ ସୃଷ୍ଟି କରିଚାଲିଛି। ବିଭିନ୍ନ ରିପୋର୍ଟ ଅନୁଯାୟୀ, ରବିବାର ରାତି ୧୧ଟା ସୁଦ୍ଧା ବିଶ୍ୱବ୍ୟପୀ ‘ପୁଷ୍ପା ୨’ ଚଳଚ୍ଚିତ୍ର ୭୫୦ କୋଟି ଟଙ୍କାରୁ…

ସୁନୀତା ଉଇଲିୟମ୍ସଙ୍କ ପୃଥିବୀ ପ୍ରତ୍ୟାବର୍ତ୍ତନ: ଆଶା ଓ ଆଶଙ୍କା

ସୁତରାଂ ଯାହା ଥିଲା ମାତ୍ର ୮ ଦିନ କାଳର ଏକ ସଂକ୍ଷିପ୍ତ ଅଭିଯାନ ତାହା ଏବେ ପ୍ରଯୁକ୍ତିଗତ ତ୍ରୁଟି ଜନିତ କାରଣରୁ କିଛି ମାସ ପର୍ଯ୍ୟନ୍ତ ସମ୍ପ୍ରସାରିତ ହେବାକୁ ଯାଉଛି। ତେବେ ପ୍ରଶ୍ନ ହେଉଛି, ଅଟକି ରହିଥିବା ମହାକାଶଚାରୀଙ୍କ ରହଣିସ୍ଥଳୀ ସ୍ପେସ୍‌ ଷ୍ଟେଶନରେ ଏତେ ଦିନ ପାଇଁ ଖାଦ୍ୟ, ପାନୀୟ…

ବୟସ ୫୦ ଟପିଲେ କ’ଣ ହୁଏ ଜାଣି ରଖନ୍ତୁ…

ଆଲଜିମର୍ସ ରୋଗ ପ୍ରାୟ ୫୦ ବର୍ଷ ବୟସ ପରେ ପ୍ରକାଶପାଏ। ରୋଗ ହେଲେ ମସ୍ତିଷ୍କର ସ୍ନାୟୁ କୋଷଗୁଡ଼ିକରେ ବିଟା-ଆମିଲଏଡ୍‌ ନାମକ ଏକ ପ୍ରୋଟିନ୍‌ ଖଣ୍ଡମାନ ଜମିଯାଏ। ଏହି ବିଟା-ଆମିଲଏଡ୍‌ ଜମିବା ଫଳରେ ସ୍ମୃତିହାନି ଜାତ ହେବା ସ୍ବାଭାବିକ। ରୋଗୀ ମସ୍ତିଷ୍କରେ ସ୍ନାୟୁକୋଷମାନ ମରିଯାଆନ୍ତି।…

ଦୀର୍ଘ ଜୀବନର ରହସ୍ୟ

ଯଦାବଧ୍ନନ ଦାକ୍ଷୟଣା ହିରଣ୍ୟଂ ଶତନୀକାୟ ସୁମନସ୍ୟ ମାନାଃ ତତତେ ବଧ୍ନାମ୍ୟାୟୁଷେ ବର୍ଚ୍ଚସେ ବଳାୟ ଦୀର୍ଘାୟୁତ୍ୱାୟ ଶତଶରଦାୟ॥ (ଅଥର୍ବ ବେଦ= କାଣ୍ଡ-୧, ସୁକ୍ତ-୩୫, ମନ୍ତ୍ର-୧)। ଉପରୋକ୍ତ ମନ୍ତ୍ରଟି ଅଥର୍ବ ବେଦରୁ ଆନୀତ। ମନ୍ତ୍ର ମାଧ୍ୟମରେ ବ୍ରହ୍ମଚର୍ଯ୍ୟ ପାଳନ ଦ୍ୱାରା ଶାରୀରିକ ଓ…

ସିରିଆ: ସଙ୍କଟ ସହ ଆହ୍ବାନ

ମଧ୍ୟପ୍ରାଚ୍ୟର ଅନ୍ୟତମ ରାଷ୍ଟ୍ର ସିରିଆରେ ଏକଚ୍ଛତ୍ରବାଦକୁ ଦୀର୍ଘବର୍ଷ ଧରି ହେଉଥିବା ବିରୋଧର ଶେଷ ପର୍ଯ୍ୟାୟରେ ବିଦ୍ରୋହୀ ପହଞ୍ଚିବା ପରେ ସେଠାରେ ଅନେକ ନୂଆ ଘଟଣା ସାମ୍ନାକୁ ଆସିଛି। ଶୁଣିବାକୁ ମିଳୁଛି ଯେ, ୮ ଡିସେମ୍ବରରେ ରାଷ୍ଟ୍ରପତି ବଶର ଅଲ୍‌-ଅସାଦ୍‌ ବିଦ୍ରୋହୀଙ୍କୁ ମୁକାବିଲା…

ଭାରତ ଫେରୁଛନ୍ତି ବିଦେଶୀ ନିବେଶକ

ଭୁବନେଶ୍ୱର, ୯ା୧୨(ଅନୁରାଧା ମହାରଣା): ବିଦେଶୀ ନିବେଶକ ଭାରତ ଫେରୁଥିବାବେଳେ ଡିସେମ୍ବର ପ୍ରଥମ ସପ୍ତାହରେ ବିଦେଶୀ ପୋର୍ଟଫୋଲିଓ ନିବେଶକ (ଏଫପିଆଇ)ଙ୍କ ଦ୍ୱାରା ବୃହତ୍‌ ନିଟ୍‌ ନିବେଶ ଭାରତୀୟ ଷ୍ଟକ ବଜାରରେ ଏକ ସକାରାତ୍ମକ ସଙ୍କେତ ଭାବରେ ଦେଖାଯାଉଛି। କ୍ରମାଗତ ଦୁଇମାସ ପରେ ବର୍ତ୍ତମାନ…

ବାଂଲାଦେଶରେ ଏବେ ହେବ ଅସଲ ଖେଳ! ୟୁନୁସଙ୍କ ବିରୋଧରେ ମଇଦାନକୁ ଓହ୍ଲାଇଲେ ଶେଖ ହାସିନା

ଢାକା,୯।୧୨: ଆଗାମୀ ସମୟରେ ବାଂଲାଦେଶ ରାଜନୀତିରେ କିଛି ବଡ ଘଟଣା ଘଟିପାରେ। ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ବର୍ତ୍ତମାନ ଖୋଲାଖୋଲି ଭାବେ ମଇଦାନକୁ ଆସିଛନ୍ତି। ସେ ବର୍ତ୍ତମାନର ଅନ୍ତରୀଣ ସରକାରକୁ ଦୃଢ ଭାବରେ ଟାର୍ଗେଟ କରି କହିଛନ୍ତି ଯେ, ମଧ୍ୟବର୍ତ୍ତୀକାଳୀନ ସରକାରର ମୁଖ୍ୟ…