Breaking News

ସିରିଆରେ ଉତ୍ସବର ମାହୋଲ, ଏପଟେ ରାଷ୍ଟ୍ରପତିଙ୍କୁ ରାଷ୍ଟ୍ରପତି ଦେଲେ ରାଜନୈତିକ ଶରଣ

ମସ୍କୋ/ଦାମସକସ,୯।୧୨: ସିରିଆ ରାଷ୍ଟ୍ରପତି ବଶର ଅଲ-ଅସାଦ ଦେଶ ଛାଡି ରୁଷିଆରେ ପହଞ୍ଚିଛନ୍ତି। ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଅସାଦ ଏବଂ ତାଙ୍କ ପରିବାରକୁ ଆଶ୍ରୟ ଦେଇଛନ୍ତି। ରାଷ୍ଟ୍ରପତି ଅସାଦ ତାଙ୍କ ପତ୍ନୀ ଆସମା ଏବଂ ଦୁଇ ପିଲାଙ୍କ ସହ ରାତିରେ ରୁଷିଆର ରାଜଧାନୀ ମସ୍କୋରେ…

କିଭ୍‌ ସ୍ଥାୟୀ ଶାନ୍ତି ଚାହେଁ: ଜେଲେନ୍‌ସ୍କି

କିଭ୍‌,୯ା୧୨: ରୁଷିଆ ସହ ପାଖାପାଖି ୩ ବର୍ଷ ହେଲା ଲାଗିଥିବା ଯୁଦ୍ଧରେ ୟୁକ୍ରେନ୍‌ର ୪୩,୦୦୦ ସୈନ୍ୟ ନିହତ ହେଲେଣି। ରୁଷିଆ ନିକଟ ଭବିଷ୍ୟତରେ ଧ୍ୱଂସ ହେବାର ନାହିଁ। ସେଥିପାଇଁ କିଭ୍‌ ସ୍ଥାୟୀ ଶାନ୍ତି ଚାହେଁ ବୋଲି ରବିବାର ପ୍ୟାରିସ୍‌ରେ ଆମେରିକାର ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ…

ନିର୍ବାଚନ ଜିତିଲେ ଘାନାର ପୂର୍ବତନ ରାଷ୍ଟ୍ରପତି ଜନ୍‌ ମହାମା

ଆକ୍ରା,୯ା୧୨: ଘାନାରେ ଅନୁଷ୍ଠିତ ରାଷ୍ଟ୍ରପତି ନିର୍ବାଚନରେ ପୂର୍ବତନ ରାଷ୍ଟ୍ରପତି ଜନ୍‌ ଡ୍ରାମାନି ମହାମା ବିଜୟୀ ହୋଇଛନ୍ତି। ତାଙ୍କ ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀ ଥିବା ଉପରାଷ୍ଟ୍ରପତି ମହମୁଦୁ ବାୟୁମିଆ ପରାଜୟ ସ୍ବୀକାର କରିଛନ୍ତି। ଏଥର ଘାନା ଜନସାଧାରଣ ପରିବର୍ତ୍ତନ ପାଇଁ ଭୋଟ ଦେଇଥିଲେ। ଆମେ…

ବାଂଲାଦେଶ ଗସ୍ତରେ ବୈଦେଶିକ ସଚିବ ବିକ୍ରମ ମିଶ୍ରି, ୟୁନୁସଙ୍କ ସହ ହୋଇପାରେ ସାକ୍ଷାତ୍‌

ନୂଆଦିଲ୍ଲୀ,୯।୧୨: ବାଂଲାଦେଶରେ ସରକାର ପରିବର୍ତ୍ତନ ପରେ ସେଠାରେ କୌଣସି ଉନ୍ନତି ହୋଇପାରି ନାହିଁ। ବାଂଲାଦେଶରେ ହିନ୍ଦୁ ଏବଂ ସେମାନଙ୍କ ମନ୍ଦିରକୁ କ୍ରମାଗତ ଭାବେ ଟାର୍ଗେଟ କରାଯାଉଛି। ଏହି ସମୟରେ, ଡିସେମ୍ବର ୯ରେ ବୈଦେଶିକ ସଚିବ ବିକ୍ରମ ମିଶ୍ରି ବାଂଲାଦେଶ ଗସ୍ତରେ ଏକ ଦିନିଆ ଗସ୍ତ…

ପୂର୍ବତନ ମୁଖ୍ୟମନ୍ତ୍ରୀ ଏମଡିଆର ରାମଚନ୍ଦ୍ରନଙ୍କ ପରଲୋକ

ପୁଡୁଚେରୀ,୯।୧୨: କଂଗ୍ରେସର ବରିଷ୍ଠ ନେତା ତଥା ପୁଡୁଚେରୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଏମଡିଆର ରାମଚନ୍ଦ୍ରନଙ୍କ ଅସୁସ୍ଥତା ହେତୁ ରବିବାର ସାରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୦ବର୍ଷ ବୟସ ହୋଇଥିଲା। ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଏନ ରଙ୍ଗାସାମି ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପାଇଁ…

ଏହି ତାରିଖ ଯାଏ ମାଗଣାରେ ଅପଡେଟ୍‌ ହେବ ଅଧାରକାର୍ଡ, ବିଳମ୍ବ କଲେ ଦେବାକୁ ପଡିବ ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଲୋକଙ୍କ ପାଖରେ ଅନେକ ଡକ୍ୟୁମେଣ୍ଟ ଗୁରୁତ୍ୱପୂର୍ଣ୍ଣ ସମୟରେ ଆବଶ୍ୟକ ହୋଇଥାଏ। ସେଗୁଡ଼ିକ ମଧ୍ୟରେ ସର୍ବାଧିକ ବ୍ୟବହୃତ ଡକ୍ୟୁମେଣ୍ଟ ହେଉଛି ଆଧାର କାର୍ଡ। ଭାରତର ଜନସଂଖ୍ୟାର ପ୍ରାୟ ୯୦ ପ୍ରତିଶତ ଆଧାର କାର୍ଡ ରହିଛି। ବିଦ୍ୟାଳୟ-କଲେଜରେ ଆଡମିଶନ ନେବା ଠାରୁ ଆରମ୍ଭ…

ମଧ୍ୟାହ୍ନଭୋଜନ ଖାଇ ଛାତ୍ରୀଛାତ୍ର ଅସୁସ୍ଥ ଘଟଣା: ୯ ଜଣ ଘରକୁ ଫେରିଲେ, ଜଣେ ବ୍ରହ୍ମପୁର ସ୍ଥାନାନ୍ତର

ଦାରିଙ୍ଗବାଡି,୯ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ଖାଇ ୩୬ ଛାତ୍ରୀଛାତ୍ର ଅସୁସ୍ଥ ଓ ୧୨ ଗୁରୁତରଙ୍କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତେବେ ରବିବାର ୯ ଛାତ୍ରୀଛାତ୍ର ସୁସ୍ଥ ହୋଇ…

ଆଜି ୬ ଜିଲାରେ ବର୍ଷା, ୧୨ରୁ ବଢ଼ିବ

ଭୁବନେଶ୍ୱର,୯ା୧୨(ଅନୁରାଧା ମହାରଣା): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ରବିବାର ଲଘୁଚାପ ସୃଷ୍ଟି ହୋଇଛି। ଏହା କ୍ରମଶଃ ଉତ୍ତର ପଶ୍ଚିମ ଦିଗରେ ଗତିକରି ୧୨ ତାରିଖ ସୁଦ୍ଧା ତାମିଲନାଡୁ ଉପକୂଳରେ ପହଞ୍ଚିବ। ଏହାର ପ୍ରଭାବରେ ୧୨ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହେବ। ଅନ୍ୟପଟେ ବର୍ତ୍ତମାନ…

କଥା ଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଧନୁଯାତ୍ରାକୁ ନିଶ୍ଚୟ…

ବରଗଡ଼,୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହୋଇ ଜାନୁଆରୀ ୧୩ ପର୍ଯ୍ୟନ୍ତ ଦୀର୍ଘ ୧୧ ଦିନ ବ୍ୟାପୀ ଏହା ଚାଲିବ। ତେବେ ରବିବାର ସୋହେଲା ଇଚ୍ଛାପାଲିଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ…

୧୦ ତାରିଖ ସୁଦ୍ଧା କାର୍ଯ୍ୟରେ ଯୋଗଦିଅ ନ ହେଲେ ୧୧ରେ ସସ୍‌ପେଣ୍ଡ

ଭୁବନେଶ୍ୱର,୯ା୧୨(ସୁନିତ୍‌ ମିଶ୍ର): ଓଏଏସ୍‌ ଅଫିସରଙ୍କ ଲାଗି ବାହାରୁଥିବା ବଦଳି ନିର୍ଦ୍ଦେଶକୁ ଅଧିକାଂଶ ପାଳନ କରୁନାହାନ୍ତି, ଏନେଇ ରାଜ୍ୟ ସରକାରଙ୍କ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଓଏଏସ୍‌ ଅଫିସରଙ୍କୁ କଡ଼ା ନିର୍ଦ୍ଦେଶ ଶୁଣାଇ ଦିଆଯାଇଛି। କେତେଜଣ ଅଫିସର ବଦଳି ନିୟମ…