Breaking News

ଗୃହପ୍ରବେଶ ପାଇଁ ମିଳିଲା ନାହିଁ ଛୁଟି, ଇସ୍ତଫା ଦେଲେ ଡେପୁଟି କଲେକ୍ଟର

ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ଛତରପୁର ଜିଲ୍ଲା ଲବକୁସନଗରରେ ବସବାସ କରୁଥିବା ଜଣେ ମହିଳା ଡେପୁଟି କଲେକ୍ଟରଙ୍କୁ ଛୁଟି ନମିଳିବାରୁ ସେ ଚାକିରିରୁ ଇସ୍ତଫା ଦେଇ ଦେଇଥିବା ଘଟଣା ସାମ୍ନାକୁ ଆସିଛି। ସୂଚନାଯୋଗ୍ୟ, ଏସଡିଏମ ପଦରେ ନିୟୋଜିତ ଥିବା ନିଶା ବାଙ୍ଗରେ ବେତୁଲ ଜିଲ୍ଲାର ଆମଲାରେ ଜୁନ ୨୫ରେ…

ପ୍ରସିଦ୍ଧ ପଞ୍ଚଲିଙ୍ଗେଶ୍ୱର ଓ କ୍ଷୀରଚୋରା ଗୋପୀନାଥ ମନ୍ଦିର ହେବ କାୟା ପରିବର୍ତ୍ତନ

ବାହାନଗା ହେବ ଦେଶର ମଡେଲ ପଞ୍ଚାୟତ ବାହାନଗା ହାଇସ୍କୁଲ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୨.୫୦ କୋଟି ଟଙ୍କା ମଂଜୁର ବାଲେଶ୍ବର ଜିଲ୍ଲାର 128ଟି ଉଚ୍ଚ ମାଧ୍ୟମିକ ସ୍କୁଲ ଓ କଲେଜର ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀ ମଞ୍ଜୁର କଲେ 128 କୋଟି ଟଙ୍କା 5T ରୂପାନ୍ତରରେ ବାହାନଗା ପ୍ରାଥମିକ…

ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପକୁ ବିଜେ କରିଛନ୍ତି ଶ୍ରୀବିଗ୍ରହ

ପୁରୀ: ଶ୍ରୀଜିଉଙ୍କ ଆଡ଼ପ ବିଜେ । ଜନ୍ମବେଦୀରେ ଚାଲିବ ଲୀଳାଖେଳା । ରଥଯାତ୍ରାର ଆଜି ତୃତୀୟ ଦିନରେ ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପକୁ ବିଜେ କରିଛନ୍ତି ଶ୍ରୀବିଗ୍ରହ । ପରମ୍ପରା ଅନୁସାରେ ସନ୍ଧ୍ୟା ଧୂପ ପରେ ରଥରୁ ଘୋଡା ଖୋଲାଯାଇ ଚାରମାଳ ବନ୍ଧାଯାଇଥିଲା । ଏହାପରେ ପୁଷ୍ପାଞ୍ଜଳି…

ଓଡିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ, ସାରା ଓଡିଶାକୁ ଅଗ୍ରସର ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୪ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ୧୬ ଜିଲାରେ ପ୍ରବଳ ବର୍ଷା ୬ ଜିଲାରେ କାଳବୈଖାଖୀ ସମ୍ଭାବନା, ୟେଲୋୱାର୍ଣ୍ଣିଂ ଜାରି ଭୁବନେଶ୍ୱର: ଶେଷରେ ସବୁ ପ୍ରତୀକ୍ଷାର ଅନ୍ତ ଘଟାଇ ଆଜି (୨୨ ଜୁନ୍‌, ଗୁରୁବାର) ରାଜ୍ୟକୁ ଅଗ୍ରସର ହୋଇଛି ଦକ୍ଷିଣ ପଶ୍ଚିମ-ମୌସୁମୀ…

ବାଣୀକ୍ଷେତ୍ରରେ ଘୋଷଯାତ୍ରା: ଛେରା ପହଁରା କଲେ ଉତ୍କଳ ବିଶ୍ବବିଦ୍ୟାଳୟ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ

ଭୁବନେଶ୍ବର: ଆଜି ଆଷାଢ଼ ଶୁକ୍ଲ ପକ୍ଷ ଦ୍ବିତୀୟା ତିଥିରେ ବାଣୀକ୍ଷେତ୍ରରେ ଭଗବାନ-ଭକ୍ତ-ରଥ-ପଥର ମହାମିଳନ ପର୍ବ ଅନୁଷ୍ଠିତ ହୋଇଛି। ଆରମ୍ଭ ହୋଇଛି ମହାପ୍ରଭୁଙ୍କ ନବ ଦିନାତ୍ମକ ଯାତ୍ରା। ଭାଇଭଉଣୀଙ୍କ ସହିତ ଭଗବାନ ଶ୍ରୀଜଗନ୍ନାଥ ଘୋଷଯାତ୍ରାରେ ବାହାରି ମାଉସୀମା’ ମନ୍ଦିରରେ ପହଞ୍ଚିଛନ୍ତି।…

ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ସମ୍ମୁଖରେ ପହଞ୍ଚିଲା ତିନି ରଥ

ପୁରୀ: ଆସନ୍ତାକାଲି ପବିତ୍ର ଘୋଷଯାତ୍ରା । ଆଜି ତିନି ରଥଙ୍କୁ ଶ୍ରୀମନ୍ଦିର ସମ୍ମୁଖକୁ ଅଣାଯାଇଛି । ଶ୍ରୀମନ୍ଦିରରୁ ଶୋଭାଯାତ୍ରାରେ ଆଜ୍ଞାମାଳ ଆସିବା ପରେ ତିନି ରଥରେ ବିଜେ କରାଯାଇଥିଲା । ପୂଜାପାଠ ଓ ରୀତିନୀତି ଶେଷ ହେବା ପରେ ରଥଖଳାରୁ ଶ୍ରୀମନ୍ଦିର ସମ୍ମୁଖକୁ ତିନି ରଥକୁ ଅଣାଯାଇଛି ।…

ଇଣ୍ଡିଗୋ ଏୟାରଲାଇନ୍ସର ସବୁଠୁ ବଡ଼ ବିମାନ ଅର୍ଡର, ଏୟାରବସ ଠାରୁ କିଣିବ ୫୦୦ ବିମାନ

ନୂଆଦିଲ୍ଲୀ : ଭାରତୀୟ ବିମାନ ଶିଳ୍ପ କ୍ଷେତ୍ରରେ ସବୁଠୁ ବଡ ଡିଲ୍ କରିଛି ଇଣ୍ଡିଗୋ ଏୟାରଲାଇନ୍ସ। ଇଣ୍ଡିଗୋ ଫ୍ରାନ୍ସ କମ୍ପାନି ଏୟାରବସଠାରୁ ୫୦୦ ନୂଆ ଏୟାରବସ୍ ଏ୩୨୦ ବିମାନ କିଣିବାକୁ ଅର୍ଡର ଦେଇଛି। ଖବର ଅନୁଯାୟୀ, ଇଣ୍ଡିଗୋ ବୋର୍ଡ ଦ୍ୱାରା ୫୦ ଅରବ ଡଲାର ମୂଲ୍ୟର ବିମାନ କିଣିବା ପାଇଁ…

ରଥଯାତ୍ରାରେ ବଦଳିବ ପାଗ, ବର୍ଷାରେ ଭିଜିବ ବଡଦାଣ୍ଡ!

ପୁରୀ: ଶ୍ରୀମନ୍ଦିର ସିଂହଦ୍ବାର ସମ୍ମୁଖରେ ଦାରୁବ୍ରହ୍ମଙ୍କୁ ଅପେକ୍ଷା କରିଛନ୍ତି ତିନିରଥ। ଶ୍ରୀକ୍ଷେତ୍ରକୁ ଛୁଟିଛି ଭକ୍ତଙ୍କ ସୁଅ। ଆଜି ଅନୁଷ୍ଠିତ ହେବ ଶ୍ରୀଗୁଣ୍ଡିଚା ଯାତ୍ରା। ବଡ଼ଭାଇ ଶ୍ରୀ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କ ସହ ଘୋଷଯାତ୍ରାରେ ବାହାରିବେ ବିଶ୍ବବେଦନାର ବୈଦ୍ୟ ପ୍ରଭୁ…

ମହାପ୍ରଭୁ ଶ୍ରୀଜଗନ୍ନାଥ ଯିବେ ଗୁଣ୍ଡିଚାଘର, ଶ୍ରୀକ୍ଷେତ୍ରକୁ ଛୁଟିଛି ଭକ୍ତଙ୍କ ସୁଅ

ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପୂର୍ବାହ୍ନ ସାଢ଼େ ୯ଟାରୁ ପହଣ୍ଡି ପହଣ୍ଡି କାର୍ଯ୍ୟକ୍ରମ ଦିନ ସାଢ଼େ ୧୨ଟା ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ଅପରାହ୍ନ ୨.୩୦ରୁ ଛେରାପହଁରା ଅପରାହ୍ନ ୪ଟାରୁ ଗଡିବ ମହାପ୍ରଭୁଙ୍କ ରଥ  https://youtube.com/live/M7o3YfkXeAI ପୁରୀ: ଆଜି…