Breaking News

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ, ଏକକାଳୀନ ୭ଟି ସ୍ଥାନରେ ଚଢାଉ ଜାରି

ଆରଡି: ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ ସଞ୍ଜୟ କୁମାର ବେହେରା। ସୁନ୍ଦରଗଡ଼ ଗ୍ରାମ୍ୟ ପୂର୍ତ୍ତ ଡିଭିଜନର ଯନ୍ତ୍ରୀଙ୍କ ଘରେ ଆୟ ବର୍ହିଭୁତ ସମ୍ପତ୍ତି ଯାଞ୍ଚ କରୁଛି ଭିଜିଲାନ୍ସ। ସୁନ୍ଦରଗଡ଼ ଓ ଭଦ୍ରକର ୭ ଟି ସ୍ଥାନରେ ଏହି ଚଢ଼ାଉ ଚାଲିଛି। ସଞ୍ଜୟ ବେହେରାଙ୍କ…

ଅଭିନେତ୍ରୀ ସ୍ବରା ଭାସ୍କରଙ୍କ ଖୁଲାସା – ନିଶାଗ୍ରସ୍ତ ହୋଇ ରୁମକୁ ଆସିଥିଲେ ନିର୍ଦ୍ଦେଶକ, ଫିଲ୍ମ ପାଇଁ ମୋ ସହ…

ମୁମ୍ବାଇ: କିଛି ବର୍ଷ ତଳେ କାଷ୍ଟିଂ କାଉଚ ପ୍ରସଙ୍ଗକୁ ନେଇ ଖୁବ ଚର୍ଚ୍ଚା ହୋଇଥିଲା। ଅନେକ ଅଭିନେତ୍ରୀ ଓ ଅଭିନେତା ତାଙ୍କ ସହ ଘଟିଥିବା ଘଟଣା ବିଷୟରେ ମୁହଁ ଖୋଲି କହିଥିଲେ। କିଭଳି ଭାବେ ନିର୍ଦ୍ଦେଶକ, ପ୍ରଯୋଜକ ଓ ଅଭିନେତା ଫିଲ୍ମ ଦେବା ପାଇଁ ରାତି କଟାଇବାର ଅଫର ଦେଉଥିଲେ, ସେ ବିଷୟରେ…

୫-ଟି ସଚିବଙ୍କ ରାୟଗଡା ଗସ୍ତ: ଆମ ହସ୍ପିଟାଲ ଯୋଜନାରେ ବିକଶିତ ହେବ ଜିଲ୍ଲା ମୁଖ୍ୟାଳୟ ହସ୍ପିଟାଲ, ମଝିଆଘରଣୀ ମନ୍ଦିରର…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ସଚିବ  ଭି.କେ. ପାଣ୍ଡିଆନ ଆଜି ରାୟଗଡା ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ସମୀକ୍ଷା କରିବା ସହିତ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କ ସୁବିଧା ଅସୁବିଧା ସମ୍ପର୍କରେ ଅବଗତ ହେବା ସହିତ ସେମାନଙ୍କ ସମସ୍ୟା ଦୂରୀକରଣ…

କୁଆପଥର ଓ ଘୁର୍ଣ୍ଣିଝଡରେ କ୍ଷତିଗ୍ରସ୍ତ ନାରାୟଣପାଟଣାର ୨୧ ଆଦିବାସୀ ପରିବାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା…

ଭୁବନେଶ୍ୱର:  ନିକଟରେ କୁଆପଥର ଓ ଘୂର୍ଣ୍ଣିଝଡରେ କ୍ଷତିଗ୍ରସ୍ତ କୋରାପୁଟ ନାରାୟଣପାଟଣା ବ୍ଲକ ଲଙ୍ଗଳବେଡା ପଞ୍ଚାୟତର କନକପୁଟ ଓ ଦଳେଇପେଟା ଗାଁର ୨୧ଟି ଅତ୍ୟନ୍ତ ଗରିବ ଆଦିବାସୀ ପରିବାରଙ୍କ ଘର ସମ୍ପୂର୍ଣ୍ଣ ଭାବରେ ନଷ୍ଟ ହୋଇଯାଇଛି। ସେମାନଙ୍କ ଘରର ପୁନଃନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ…

ବାଲେଶ୍ୱର ରେଳ ଦୁର୍ଘଟଣା: ଓଡ଼ିଶା ମୃତକଙ୍କ ପରିବାରର ଜଣକୁ ଚାକିରି ଓ ପିଲାଙ୍କୁ ମାଗଣା ଶିକ୍ଷା ଦେବ କିଟ୍‍ –…

ଭୁବନେଶ୍ୱର : ବାଲେଶ୍ୱର ବାହାନଗାଠାରେ ଘଟିଥିବା ସବୁଠାରୁ ଦୁଃଖଦ ରେଳ ଦୁର୍ଘଟଣାରେ ଓଡ଼ିଶାର ମୃତକଙ୍କ ପରିବାରର ଜଣେ ଯୋଗ୍ୟ ବ୍ୟକ୍ତି ଓ ତାଙ୍କ ପରିବାରର ପିଲାଙ୍କୁ କିଟରେ ମାଗଣା ଶିକ୍ଷା ଦାନ କରିବାକୁ କିଟ୍‍ ପକ୍ଷରୁ ବୁଧବାର ଘୋଷଣା କରାଯାଇଛି। ଆଜି ଏ ସମ୍ପର୍କରେ କିଟ୍‍ ଓ କିସ୍‍…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ବଞ୍ଚାଇଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର : ବାଲେଶ୍ବର ବାହାନଗା ଠାରେ ଏକ ବିଂଶ ଶତାବ୍ଦୀର ସବୁଠାରୁ ବଡ଼ ହୃଦୟ ବିଦାରକ ରେଳ ଦୁର୍ଘଟଣା ଘଟିଯାଇଛି। ଯେଉଁ ଦୁର୍ଘଟଣାରେ ୨୮୮ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଶତାଧିକ ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ଏହି ଟ୍ରେନ୍‌ ଦୁର୍ଘଟଣା କେବଳ ଆମ ଦେଶକୁ ନୁହେଁ ବରଂ ସମଗ୍ର ବିଶ୍ୱକୁ…

ଯାଜପୁର ରୋଡ ଷ୍ଟେସନରେ କଟି ଛ୍ଅ ଶ୍ରମିକ ଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ମୃତକଙ୍କ ନିକଟତମ ଆତ୍ମୀୟଙ୍କ…

ଭୁବନେଶ୍ବର: ଆଜି ଅପରାହ୍ନରେ ଯାଜପୁର ରୋଡ ଷ୍ଟେସନରେ ଟ୍ରେନରେ କଟି ଛ୍ଅ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣା ରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ରୁ ପାଞ୍ଚ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ…

ଜୁନ୍‌ ୮ ତାରିଖ ଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଏବଂ ଧନ୍ଦାମୂଳକ ପରୀକ୍ଷା ଫଳ

ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଦ୍ବାଦଶ ଶ୍ରେଣୀ (ଯୁକ୍ତ ଦୁଇ) କଳା ଏବଂ ଧନ୍ଦାମୂଳକ ପରୀକ୍ଷା ଫଳ ଜୁନ୍‌ ୮ ତାରିଖ ଦିନ ପ୍ରକାଶ ପାଇବ। ଏହି ପରୀକ୍ଷା ଫଳ ଅପରାହ୍ନ ୪ଟା ବେଳେ ପ୍ରକାଶ ପାଇବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି।…

ପୁଣି ଏକ ଅଘଟଣ: ଯାଜପୁରରୋଡରେ ମାଲବାହୀ ଟ୍ରେନ୍‌ ମାଡ଼ିଯିବାରୁ ୬ ଶ୍ରମିକ ମୃତ, ଅନ୍ୟ ୨ ଜଣ ଗୁରୁତର

ଯାଜପୁର: ବାହାନଗା ଟ୍ରେନ୍‌ ଦୁର୍ଘଟଣା ମନରୁ ଲିଭି ନଥିବା ବେଳେ ବୁଧବାର ଅପରାହ୍‌ଣରେ ରାଜ୍ୟରେ ପୁଣି ଏକ ଅଘଟଣ ଘଟିଛି। ଯାଜପୁର-କେନ୍ଦୁଝରରୋଡ ଷ୍ଟେସନ୍‌ରେ ଟ୍ରେନ୍‌ ମାଡ଼ିଯିବାରୁ ୬ ଜଣ ଲୋକଙ୍କର ମୃତ୍ୟୁ ହୋଇଛି। ଏହି ଅଘଟଣ ଯୋଗୁଁ ଅନ୍ୟ ୨ ଜଣ ଆହତ ହୋଇଥିବା ଜଣାପଡ଼ିଛି। ମୃତାହତଙ୍କ…

ବୌଦ୍ଧ ଜିଲାର ପ୍ରତ୍ୟେକ ପଞ୍ଚାୟତରେ ଖୋଲିଲା ପାଠାଗାର ଓ ଭିଡିଓ ସମ୍ମିଳନୀ ଗୃହ

ବୌଦ୍ଧ : ଅଦ୍ୟ ତା ୦୭.୦୬.୨୦୨୩ ରିଖ ବୁଧବାର ଦିନ ପୂର୍ବାହ୍ନରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ବୈଠକରେ   ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ,ପଞ୍ଚାୟତିରାଜ ଓ ପାନୀୟଜଳ ଏବଂ ସୂଚନା ଓ ଲୋକସଂପର୍କ ବିଭାଗ ମନ୍ତ୍ରୀ ପ୍ରଦିପ କୁମାର ଅମାତ ମୁଖ୍ୟଅତିଥି ଭାବରେ ଯୋଗଦେଇ…