Breaking News

ଭାରତୀଙ୍କୁ ମିଳିଲା ବିଏସକେୱାଇ ସହାୟତା

ଭୁବନେଶ୍ୱର: ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବି ଏସ୍ କେ ୱାଇ) କାର୍ଡ ଗରିବର ସାଥି ଓ ସାହାରା ସାଜିଛି । ବାଲେଶ୍ଵର ଜିଲ୍ଲା ଅନ୍ତର୍ଗତ ସୋର ବ୍ଲକ ଅନନ୍ତପୁର ଗ୍ରାମର ମହିଳା ଭାରତୀ ଜେନା ଗୁରୁତର ରୋଗରେ ପୀଡ଼ିତ ହୋଇଥିବା ବିଷୟ ଗଣମଧ୍ୟମରୁ ଜାଣିବା ମାତ୍ରେ ରାଜ୍ୟ ବି ଏସ୍ କେ ୱାଇ ଟିମ…

ସାଧାରଣତନ୍ତ୍ର ଦିବସରେ ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ ଚାଲିବ ଓଡ଼ିଶାର ପ୍ରଜ୍ଞାପନ ମେଢ

ଭୁବନେଶ୍ଵର: ଦୀର୍ଘ ତିନି ବର୍ଷର ବ୍ୟବଧାନ ପରେ ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ ଓଡିଶାର ପ୍ରଜ୍ଞାପନ ମେଢ ଦେଖିବାକୁ ମିଳିବ । ଭାରତ ସରକାରଙ୍କ ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ଗତକାଲି ଅପରାହ୍ନରେ ଏହି ସୂଚନା ମିଳିବାପରେ ରାଜ୍ୟ ସରକାରଙ୍କ ବିଭିନ୍ନ ମହଲରେ ଖୁସିର ଲହରୀ ଖେଳି ଯାଇଛି ।୨୦୩୬…

ଭୁବନେଶ୍ବର ଉନ୍ନୟନ କର୍ତ୍ତୃପକ୍ଷର ଏନ୍‌ଫୋର୍ସମେଣ୍ଟ ବ୍ୟବସ୍ଥା ହେବ ଅଧିକ ଦକ୍ଷ ଓ କ୍ରିୟାଶୀଳ

Enforcement ପାଇଁ ୬୭ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ରାଜ୍ୟ ପୋଲିସ ପ୍ରଶାସନ ପକ୍ଷରୁ ଏହି ପଦବୀ ସୃଷ୍ଟି ହେବ ବିଭିନ୍ନ ଉନ୍ନୟନ କାର୍ଯ୍ୟ ଏବଂ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ତ୍ୱରାନ୍ୱିତ ହେବ ୧ଟି Assistant Commissioner, 6ଟି A.S.I. ଏବଂ ୬୦ଟି Constable…

ଶସ୍ତାରେ ମିଳିବ ପେଟ୍ରୋଲ-ଡିଜେଲ… ତୈଳଦରକୁ ନେଇ ସ୍ପଷ୍ଟ କଲେ ପେଟ୍ରୋଲିୟମ ମନ୍ତ୍ରୀ

ନୂଆଦିଲ୍ଲୀ: ନୂଆବର୍ଷରେ ଗାଡ଼ି ଚାଳକମାନଙ୍କ ପାଇଁ ଖୁସି ଖବର ଦେଇପାରନ୍ତି କେନ୍ଦ୍ର ସରକାର । ଦୀର୍ଘ ଦିନରୁ ସ୍ଥିର ହୋଇ ରହିଥିବା ପେଟ୍ରୋଲ ଏବଂ ଡିଜେଲ ଦରରେ ହୋଇପାରେ ମୂଲ୍ୟହ୍ରାସ । ସାଧାରଣ ଲୋକଙ୍କୁ ଏଣିକି ଶସ୍ତାରେ ମିଳିପାରେ ପେଟ୍ରୋଲ-ଡିଜେଲ । ତେବେ ଏ ନେଇ ବଡ଼ ବୟାନ ଦେଇଛନ୍ତି…

ବଲାଙ୍ଗୀରର ବିକାଶରେ ନୂଆ ଇତିହାସ-ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଓଡିଶାର ନବମ ସର୍ବବୃହତ ବନ୍ଧ ୨୦୧୯ରୁ 5T ଉପକ୍ରମରେ ପ୍ରକଳ୍ପ ତ୍ବରାନ୍ବିତ କରାଯାଇ କାମ ସଂପୂର୍ଣ୍ଣ କରାଯାଇଛି ବଲାଙ୍ଗୀର, ସୋନପୁରର ୨୦୩ଟି ଗାଁର ଏକ ଲକ୍ଷ ଏକର ଚାଷ ଜମି ଜଳସେଚିତ ହେବ, ୮୦ ହଜାର ଚାଷୀ ଉପକୃତ ହେବେ, ପାନୀୟ ଜଳର ସୁବିଧା ମଧ୍ୟ ମିଳିବ ଭୂତଳ ପାଇପ ଲାଇନ ଜରିଆରେ…

ଫେବୃଆରୀ ୩ ରୁ ୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ

ସମ୍ମିଳନୀର ବିପୁଳ ସଫଳତା ପାଇଁ ସବୁ ସଂପୃକ୍ତ ବିଭାଗ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସହିତ ସମନ୍ବୟ ରକ୍ଷା କରି କାମ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ରୂପରେଖ ସଂପର୍କରେ ଆଲୋଚନା ହେବ ଏହି ସମ୍ମିଳନୀକୁ ଆଧାର କରି ଓଡିଆ…

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ଜାତୀୟକରଣ ପାଠ୍ୟପୁସ୍ତକ ବିତରଣ କାର୍ଯ୍ୟକ୍ରମ ଆରମ୍ଭ

ପ୍ରଥମ ଦିବସରେ ପୁରୀ, କେଉଁଝର, କେନ୍ଦ୍ରାପଡ଼ା, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ବିତରଣ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ପୁସ୍ତକ ବଣ୍ଟନ ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ଜାତୀୟକରଣ ପାଠ୍ୟପୁସ୍ତକ ବିତରଣ…

ସ୍ବଦେଶ ଯୋଜନାରେ ସ୍ଥାନ ପାଇଲା ଦେବ୍ରୀଗଡ଼ ଅଭୟାରଣ୍ୟ ଓ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ଖିଣ୍ଡା

ଭୁବନେଶ୍ୱର: କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରାଳୟ ପକ୍ଷରୁ ସ୍ବଦେଶ ଦର୍ଶନ ଯୋଜନାରେ ଦେବ୍ରୀଗଡ଼ ଓ ସମ୍ବଲପୁରର ଖିଣ୍ଡା ଗ୍ରାମକୁ ସାମିଲ କରାଯାଇଛି।  ଉଭୟ ଆକର୍ଷଣୀୟ ସ୍ଥାନ ବୋଲି ମାନ୍ୟତା ଦେଇଛନ୍ତି କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରାଳୟ। ସ୍ବଦେଶ ଦର୍ଶନ ଯୋଜନାରେ…

ବୋରୱେଲରୁ ଶିଶୁକନ୍ୟା ଉଦ୍ଧାର ଘଟଣା; ମିଳିଲା ‘ବିଜୟିନୀ’ ମା’ର ପରିଚୟ

ସମ୍ବଲପୁର ଜିଲ୍ଲା ରେଙ୍ଗାଲି ନିକଟ ଲରିପାଲି ଜଙ୍ଗଲରୁ ଗୋଟିଏ ପରିତ୍ୟକ୍ତ ବୋରୱେଲ ଏକ ଶିଶୁକନ୍ୟା ଗତ ଡିସେମ୍ବର ୧୨ ତାରିଖରେ ଉଦ୍ଧାର ହୋଇଥିଲା। ଡାକ୍ତରଖାନା ପରିସରରେ ଗତକାଲି ତାହାର ଏକୋଇଶିଆ ପାଳନ କରାଯାଇଛି। ଏହା ସହ ତା’ର ନାମକରଣ କରାଯାଇଛି, ନାଁ ରଖାଯାଇଛି ‘ ବିଜୟିନୀ’। ଏବେ ବୁର୍ଲା…

ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି କଟକ ଚାନ୍ଦବାଲି ରାସ୍ତା ର ନିଶ୍ଚିନ୍ତକୋଇଲି ଠାରେ ଏକ ସଡ଼କ ଦୁର୍ଘଟଣାରେ ୩ଜଣ ବ୍ୟକ୍ତି ଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା…