Breaking News

ବନ୍ୟପ୍ରାଣୀ ସପ୍ତାହ ୨୦୨୪ ପାଳନ ଉପଲକ୍ଷେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଶାନ୍ତି ଓ ଅହିଂସାର ଉପାସକ ମହାତ୍ମା ଗାନ୍ଧୀଙ୍କର ପୁଣ୍ୟ ଜନ୍ମତିଥି ଅବସରରେ ଅକ୍ଟୋବର ୨ ତାରିଖରୁ ୮ ତାରିଖ ପର୍ଯ୍ୟନ୍ତ ବନ୍ୟପ୍ରାଣୀ ସପ୍ତାହ ସାରା ଦେଶରେ ପ୍ରତିବର୍ଷ ପାଳିତ ହୋଇଆସୁଅଛି |ବନ୍ୟପ୍ରାଣୀମାନଙ୍କୁ ସୁରକ୍ଷା ଦେବା ଏବଂ ସେମାନଙ୍କ ଆବାସସ୍ଥଳୀର ସୁରକ୍ଷା ଓ ସଂରକ୍ଷଣ ପାଇଁ…

ଗାଁର ଅର୍ଥନୀତିକୁ ମଜବୁତ କରିବାରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ- ମୁଖ୍ୟମନ୍ତ୍ରୀ

5T ଉପକ୍ରମରେ ଚାଲିଛି ଲକ୍ଷ୍ମୀ ବସ୍‌, ଫେବୃଆରୀ ସୁଦ୍ଧା ରାଜ୍ୟର ସବୁ ଜିଲ୍ଲାରେ ଚାଲିବ ୩ଟି ଜିଲ୍ଲାର ୪୪୦ଟି ପଞ୍ଚାୟତରେ ୧୦୧ଟି ବସ୍‌, ୨୭ ଲକ୍ଷରୁ ଅଧିକ ଲୋକ ଉପକାର ପାଇଲେ ଦେବଗଡର ୬୯ଟି ପଞ୍ଚାୟତରେ ୧୭ଟି ବସ୍‌, ୩ ଲକ୍ଷ ଲୋକ ଉପକୃତ ଅନୁଗୋଳର ୧୭୬ଟି ପଞ୍ଚାୟତରେ ୨୯ଟି ବସ୍‌,…

ଲୋକସେବା ଭବନରେ ଶହୀଦ ଦିବସପାଳନ ପରିପ୍ରେକ୍ଷୀରେ ନୀରବ ପ୍ରାର୍ଥନା

ଭୁବନେଶ୍ୱର: ଲୋକସେବା ଭବନରେ ଶହୀଦ୍ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ତଥା ପର୍ଯ୍ୟଟନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାରଙ୍କ ସମେତ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ…

ଆଜିର ରାଶିଫଳ-ଜାଣନ୍ତୁ କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନ

ମେଷ-ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ । ବୃଷ-ବାପାମା’ଙ୍କ…

ବଡ ବଡ ଧନୀ ଲୋକ ମୋଦୀ, ନବୀନ ପଟ୍ଟନାୟକଙ୍କ ସହ ଅଛନ୍ତି କିନ୍ତୁ ଗରିବଙ୍କ ପାଇଁ କେବଳ କଂଗ୍ରେସ ଛିଡା ହୋଇଛି

କଂଗ୍ରେସର ଶକ୍ତି ପ୍ରଦର୍ଶନ ଖଡଗେ ବଜାଇଲେ ନିର୍ବାଚନୀ ବିଗୁଲ ଟାର୍ଗେଟରେ ବିଜେଡି-ବିଜେପି https://www.youtube.com/watch?v=q4SVhmRbIPY ଭୁବନେଶ୍ୱର: ୨୦୧୯ ପରେ, ୨୦୨୪ ନିର୍ବାଚନ ପୂର୍ବରୁ କଂଗ୍ରେସ ରଣହୁଙ୍କାର ଦେଇଛି । ରାଜ୍ୟରେ ଦୁର୍ବଳ ହୋଇପଡୁଥିବା କଂଗ୍ରେସ, ଏଆଇସିସି…

ମା’ ଙ୍କ ମନ୍ଦିରର ଶୁଭ୍ର ଜ୍ୟୋସ୍ନାରେ ଭକ୍ତ ବିମୁଗ୍ଧ: ପୀଠରେ ସ୍ୱର୍ଗୀୟ ଓ ଦିବ୍ୟ ପରିବେଶ

ମା'ଙ୍କ ମନ୍ଦିରଠାରୁ ମହାନଦୀ ଘାଟ ଯାଏଁ ସବୁଠି ଦିବ୍ୟତା ଓ ଭବ୍ୟତାର ସ୍ପର୍ଶ, ମା'ଙ୍କ ପୀଠର ଭବ୍ୟ ରୂପାନ୍ତରଣ ଲୋକାର୍ପଣ ଉତ୍ସବରେ ସାମିଲ ହେବା ମୋର ପରମ ସୌଭାଗ୍ୟ--ମୁଖ୍ୟମନ୍ତ୍ରୀ ଆମ କଳା ଓ ସଂସ୍କୃତିର ସୌନ୍ଦର୍ଯ୍ୟରେ ମା'ଙ୍କ ପୀଠ ଝଲସି ଉଠିଛି, ଶହ ଶହ ବର୍ଷ ପର୍ଯ୍ୟନ୍ତ ଭକ୍ତଙ୍କ…

ରାଜ୍ୟର ସମସ୍ତ ପୌରାଞ୍ଚଳରେ ଓଡ଼ିଆ ଭାଷା ସମ୍ମିଳନୀ ପାଳନ କରାଯିବ 

ଭୁବନେଶ୍ବର  : ଦେଶରେ ଅନ୍ୟତମ ଶାସ୍ତ୍ରୀୟ ଭଷାର ମାନ୍ୟତା ଲାଭ କରିଥିବା ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ବିସ୍ତୃତ ଆଲୋଚନା ସହିତ ଏହାର ପ୍ରଚାର-ପ୍ରସାର ପାଇଁ ଲକ୍ଷ୍ୟ ନିର୍ଦ୍ଧାରଣ ନିମନ୍ତେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଆୟୋଜନ କରାଯାଉଛି। ଏହି ସମ୍ମିଳନୀ…

ଲୋକାର୍ପିତ ହେଲା ବହୁ ପ୍ରତିକ୍ଷୀତ ସମଲେଇ ପ୍ରକଳ୍ପ, ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ସମଲେଶ୍ବରୀ: ସବୁ ପ୍ରତୀକ୍ଷାର ହେଲା ଅନ୍ତ । ଲୋକାର୍ପିତ ହେଲା ବହୁ ପ୍ରତିକ୍ଷୀତ ସମଲେଇ ପ୍ରକଳ୍ପ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମଲେଇ ପ୍ରକଳ୍ପକୁ ଲୋକାର୍ପଣ କରିଛନ୍ତି। ମା’ଙ୍କୁ ଦର୍ଶନ କରିବା ସହ ଯଜ୍ଞସ୍ଥଳରେ ପହଞ୍ଚି ସବୁ କିଛି ବୁଲି ଦେଖିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ 5T ଅଧ୍ୟକ୍ଷ…

ବିଶ୍ଵ ଦେଖିଲା ବିକଶିତ ଭାରତରେ ହସ୍ତତନ୍ତ ଓ ହସ୍ତଶିଳ୍ପ ମାଧ୍ୟମରେ ଓଡ଼ିଶାରେ ମହିଳା ସଶକ୍ତିକରଣର ଝଲକ

ନୂଆଦିଲ୍ଲୀ/ଭୁବନେଶ୍ୱର: ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ ଗଡିଲା ଓଡିଶାର ପ୍ରଜ୍ଞାପନ ମେଢ । ୨୦୩୬ ମସିହା ସୁଦ୍ଧା ଓଡ଼ିଶାକୁ ଦେଶର ସର୍ବାଙ୍ଗୀନ ବିକଶିତ ରାଜ୍ୟରେ ପରିଣତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ଓ ପଦକ୍ଷେପ ଏବଂ ଦେଶର ଅର୍ଥନୈତିକ…

ସାହସିକତା, ଉଲ୍ଲେଖନୀୟ ତଥା ବିଶିଷ୍ଟ ସେବା ନିମନ୍ତେ ୫୦ ଜଣଙ୍କୁ ମିଳିଲା ରାଷ୍ଟ୍ରପତି ଓ ରାଜ୍ୟପାଳ ପଦକ

ଭୁବନେଶ୍ୱର : ୭୫ତମ ସାଧାରଣତନ୍ତ୍ର ଦିବସ ଅବସରରେ ରାଜ୍ୟ ଆରକ୍ଷୀ ବାହିନୀ, ରାଜ୍ୟ ଅଗ୍ନିଶମ, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ବାହିନୀ ଏବଂ ଓଡ଼ିଶା କାରାଗାର ସଂସ୍ଥା ଓ ସଂସ୍କାର ସେବାର ମୋଟ ୫୦ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ଆଜି ରାଜ୍ୟପାଳ ଶ୍ରୀ ରଘୁବର ଦାସ ୨୦୨୩ ମସିହା ସ୍ୱଧୀନତା…