Breaking News

ଜିଏସଟି ପରିଷଦର ୫୦ତମ ବୈଠକ: ମହଙ୍ଗା ହେବ କାର୍, ଶସ୍ତା ହେବ କ୍ୟାନ୍ସର ଔଷଧ

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ବସିଥିବା ଜିଏସଟି ପରିଷଦର ୫୦ତମ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଜିଏସଟି ପରିଷଦ ଅନଲାଇନ ଗେମିଂ, ହର୍ସ ରେସିଂ ଏବଂ କ୍ୟାସିନୋ ଉପରେ ୨୮ ପ୍ରତିଶତ ଟ୍ୟାକ୍ସ ଲଗାଇବାକୁ ମଞ୍ଜୁରୀ ଦେଇଛି । ପୂର୍ବରୁ…

୫-ଟି ଉପକ୍ରମରେ ଗୁପ୍ତେଶ୍ୱର ପୀଠର ହେବ ରୂପାନ୍ତର, ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କୋରାପୁଟ ଜିଲ୍ଲାର ପ୍ରସିଦ୍ଧ ଗୁପ୍ତେଶ୍ୱର ପୀଠର ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏଥିରେ ପୀଠର ସର୍ବାଙ୍ଗୀନ ଉନ୍ନତି କରାଯାଇ ଏହାକୁ ଓଡିଶାର ଅନ୍ୟତମ ପ୍ରମୁଖ ଧାର୍ମିକ ତଥା ଐତିହ୍ୟ ଓ ପର୍ଯ୍ୟଟନ ସ୍ଥଳରେ ପରିଣତ କରାଯିବ ।…

‘ମୋ ସରକାର’ ଅଧିନରେ ଆସିବ ଜନ ଅଭିଯୋଗ ଶୁଣାଣୀ – ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ବାରା କରାଯାଉଥିବା ଜିଲାସ୍ତରୀୟ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ଜିଲାସ୍ତରୀୟ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ବର୍ତ୍ତମାନ ସୁଦ୍ଧା ୧୮ ହଜାରରୁ ଅଧିକ ଅଭିଯୋଗ ଗ୍ରହଣ କରାଯାଇଛି – ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କଲେ…

୧୧ଟି ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ , ୩୨୬୬ କୋଟି ଟଙ୍କାର ୧୧ଟି ପ୍ରକଳ୍ପରୁ ୯୧୪୬ ନିଯୁକ୍ତି ସମ୍ଭାବନା 

ଭୁବନେଶ୍ୱର : ଓଡ଼ିଶା ରାଜ୍ୟ ସରକାରଙ୍କ ୧୧୯ତମ ରାଜ୍ୟସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (ଏସଏଲଏସଡବ୍ଲ୍ୟୁସିଏ) ବୈଠକ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି କମିଟିରେ ପ୍ରାୟ ୩୨୬୬ କୋଟି ଟଙ୍କାର ୧୧ଟି ଶିଳ୍ପ ପ୍ରକଳ୍ପକୁ…

ସବୁଜ ସଂକଳ୍ପର ବାର୍ତ୍ତା ସହ ସ୍କୁଲ ସହ ଯୋଡ଼ି ହେବେ ପୁରାତନ ଛାତ୍ରଛାତ୍ରୀ, ୧୦୯ କୋଟି ୪୩ଲକ୍ଷ ଟଙ୍କାର ପ୍ରକଳ୍ପକୁ…

’ପୁରାତନ ଛାତ୍ରଛାତ୍ରୀଙ୍କ ସହାୟତାରେ ସ୍କୁଲରେ ହେବ ବୃକ୍ଷରୋପଣ ଅଗଷ୍ଟ ୧୦ସୁଦ୍ଧା ସ୍କୁଲକ୍ଲବର ଶିକ୍ଷକ ପ୍ରଶିକ୍ଷକଙ୍କ ତାଲିମ ଶେଷ କରିବାକୁ ଲକ୍ଷ୍ୟ ଭୁବନେଶ୍ୱର : ପୁରାତନ ଛାତ୍ରଛାତ୍ରୀଙ୍କ ସହାୟତାରେ ‘ମୋ ସ୍କୁଲଦ ଅଧିନରେ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ…

ବ୍ୟାପକ ଜନ ସଚେତନତା ଦ୍ବାରା ହିଁ ଜନସଂଖ୍ୟାରେ ସ୍ଥିରତା ସମ୍ଭବ

ଭୁବନେଶ୍ବର: ଉତ୍କଳ ବିଶ୍ବବିଦ୍ୟାଳୟର ଜନସଂଖ୍ୟା ଗବେଷଣା କେନ୍ଦ୍ର ପକ୍ଷରୁ ପିଜି କାଉନସିଲ ହଲରେ ବିଶ୍ବ ଜନସଂଖ୍ୟା ଦିବସ ପାଳିତ ହୋଇଯାଇଛି। କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତା କରି ଉତ୍ତମ ସ୍ବାସ୍ଥ୍ୟ ପାଇଁ ଶାରୀରିକ, ମାନସିକ ଓ ବୌଦ୍ଧିକ ଜ୍ଞାନ ବୃଦ୍ଧି ଅପରିହାର୍ଯ୍ୟ ବୋଲି…

“ଓଡିଶା ଗ୍ରାମୀଣ ସହରୀ ରୂପାନ୍ତରଣ ନୀତି”କୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର: ଗାଁରେ ମିଳିବ ସହରୀ ସୁବିଧା । ଓଡିଶା ଗ୍ରାମୀଣ ସହରୀ ରୂପାନ୍ତରଣ ନୀତିକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଭଳି ନୀତି ପ୍ରଣୟନ କରିବାରେ ଓଡିଶା ହେଉଛି ପ୍ରଥମ ରାଜ୍ୟ । ଏହି ନୀତି ଜରିଆରେ ଅଣଯୋଜନାବଦ୍ଧ ଓ ଅନିୟମିତ ସହରୀକରଣ ଦ୍ବାରା ସୃଷ୍ଟି ହେଉଥିବା…

ରାଜ୍ୟ କ୍ୟାବିନେଟ ବୈଠକରେ ୯ଟି ପ୍ରସ୍ତାବକୁ ମୋହର, ନୂଆ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’

ଭୁବନେଶ୍ୱର: ଆଜି ଲୋକସେବା ଭବନରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ୯ଟି ପ୍ରସ୍ତାବରେ ମୋହର ବାଜିଛି। ବିଶେଷ କରି ଆଜି ରାଜ୍ୟ କ୍ୟାବିନେଟ ‘ଆମ ଗାଁ, ଆମ ବିକାଶ’ର ନିର୍ଦ୍ଦେଶନାମାକୁ ସଂଶୋଧନ କରି ରାଜ୍ୟ ସରକାର ନିଜସ୍ୱ ପାଣ୍ଠିରୁ ଆର୍ଥିକ ବର୍ଷ ୨୦୨୩-୨୪ରେ ଆମ…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଫସିଲା ସଫାରୀ ବସ୍‌, ଅଳ୍ପକେ ବର୍ତ୍ତିଲେ ୩୦ ପର୍ୟ୍ୟଟକ

ଭୁବନେଶ୍ବର: ସଫାରୀରେ ଦବିଲା ବସ୍‌, ଘେରିଗଲେ ସିଂହ । ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଫସିଲା ସଫାରୀ ବସ୍‌ । ସିଂହ ସଫାରୀକୁ ପର୍ୟ୍ୟଟକଙ୍କୁ ନେଇ ଯାଉଥିବା ଏକ ବସ୍ ଅଧା ବାଟରେ ଦବି ଯାଇଥିବା ବେଳେ ବସ୍ ପାଖରେ ସିଂହମାନେ ଘେରି ଯାଇଥିଲେ । ନନ୍ଦନକାନନ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶକ୍ରମେ…

ପାଇକ ବିଦ୍ରୋହ ସ୍ମାରକୀ ଓଡିଆ ଜାତିର ଅସ୍ମିତା ଓ ଗୌରବର ପ୍ରତୀକ: ଧର୍ମେନ୍ଦ୍ର ପ୍ରଧାନ

ଖୋର୍ଦ୍ଧା: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଖୋର୍ଦ୍ଧା ଜିଲା ବରୁଣେଇ ଠାରେ ପାଇକ ବିଦ୍ରୋହ ସ୍ମାରକୀ ସ୍ଥଳ ପରିଦର୍ଶନ କରିବା ସହ ପ୍ରକଳ୍ପ କାମର ଅଗ୍ରଗତି ନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ଏହି ଅବସରରେ…