Breaking News

ରାଜ୍ୟ କ୍ୟାବିନେଟ ବୈଠକରେ ୯ଟି ପ୍ରସ୍ତାବକୁ ମୋହର, ନୂଆ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’

ଭୁବନେଶ୍ୱର: ଆଜି ଲୋକସେବା ଭବନରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ୯ଟି ପ୍ରସ୍ତାବରେ ମୋହର ବାଜିଛି। ବିଶେଷ କରି ଆଜି ରାଜ୍ୟ କ୍ୟାବିନେଟ ‘ଆମ ଗାଁ, ଆମ ବିକାଶ’ର ନିର୍ଦ୍ଦେଶନାମାକୁ ସଂଶୋଧନ କରି ରାଜ୍ୟ ସରକାର ନିଜସ୍ୱ ପାଣ୍ଠିରୁ ଆର୍ଥିକ ବର୍ଷ ୨୦୨୩-୨୪ରେ ଆମ…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଫସିଲା ସଫାରୀ ବସ୍‌, ଅଳ୍ପକେ ବର୍ତ୍ତିଲେ ୩୦ ପର୍ୟ୍ୟଟକ

ଭୁବନେଶ୍ବର: ସଫାରୀରେ ଦବିଲା ବସ୍‌, ଘେରିଗଲେ ସିଂହ । ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଫସିଲା ସଫାରୀ ବସ୍‌ । ସିଂହ ସଫାରୀକୁ ପର୍ୟ୍ୟଟକଙ୍କୁ ନେଇ ଯାଉଥିବା ଏକ ବସ୍ ଅଧା ବାଟରେ ଦବି ଯାଇଥିବା ବେଳେ ବସ୍ ପାଖରେ ସିଂହମାନେ ଘେରି ଯାଇଥିଲେ । ନନ୍ଦନକାନନ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶକ୍ରମେ…

ପାଇକ ବିଦ୍ରୋହ ସ୍ମାରକୀ ଓଡିଆ ଜାତିର ଅସ୍ମିତା ଓ ଗୌରବର ପ୍ରତୀକ: ଧର୍ମେନ୍ଦ୍ର ପ୍ରଧାନ

ଖୋର୍ଦ୍ଧା: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଖୋର୍ଦ୍ଧା ଜିଲା ବରୁଣେଇ ଠାରେ ପାଇକ ବିଦ୍ରୋହ ସ୍ମାରକୀ ସ୍ଥଳ ପରିଦର୍ଶନ କରିବା ସହ ପ୍ରକଳ୍ପ କାମର ଅଗ୍ରଗତି ନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ଏହି ଅବସରରେ…

ସାମ୍ବାଦିକମାନଙ୍କ କଲ୍ୟାଣ ପାଇଁ ଗୋପବନ୍ଧୁ କର୍ମଜୀବୀ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା କରିଛନ୍ତି ରାଜ୍ୟ ସରକାର

ଭୁବନେଶ୍ୱର: ଏଣିକି କାଗଜକଲମ ନୁହେଁ ଗୋଟିଏ କ୍ଲିକରେ ମିଳିବ ସାମ୍ବାଦିକ ବୀମା। ଏଣିକି ସ୍ବାସ୍ଥ୍ୟ ବୀମା ହେଉ କି ଅନ୍ୟାନ୍ୟ ସହାୟତା ପାଇଁ ସାମ୍ବାଦିକଙ୍କୁ ଜିଲା କିମ୍ବା ରାଜ୍ୟ ମୁଖ୍ୟାଳୟକୁ ଆସିବାକୁ ପଡ଼ିବନାହିଁ। ସାମ୍ବାଦିକ କଲ୍ୟାଣ ଯୋଜନା ୱେବ ପୋର୍ଟାଲରୁ ଏସବୁ ସୁବିଧା…

ବିଧାନସଭା ନିର୍ବାଚନ ପ୍ରସ୍ତୁତି: ୯ ନେତାଙ୍କୁ ୪ ରାଜ୍ୟର ଦାୟିତ୍ୱ ଦେଲା ବିଜେପି

ଭୁବନେଶ୍ବର: ଚଳିତ ବର୍ଷ ଶେଷ ଆଡ଼କୁ ରାଜସ୍ଥାନ, ତେଲେଙ୍ଗାନା, ଛତିଶଗଡ଼ ଓ ମଧ୍ୟପ୍ରଦେଶରେ ବିଧାନସଭା ନିର୍ବାଚନ ହେବାକୁ ଥିବା ବେଳେ ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରି ଦେଇଛି ବିଜେପି। ସେଥିପାଇଁ ଦଳ ଆଜି ଏହି ୪ ରାଜ୍ୟ ପାଇଁ ନିର୍ବାଚନ ପ୍ରଭାରୀ ଓ ସହ ପ୍ରଭାରୀ ନିଯୁକ୍ତ କରିଛି। କେନ୍ଦ୍ର…

୫-ଟି ଉପକ୍ରମରେ ନୂଆ ରୂପ ନେବ ବ୍ରହ୍ମପୁରର ପ୍ରସିଦ୍ଧ ମା ବୁଢୀ ଠାକୁରାଣୀ ମନ୍ଦିର, ଖର୍ଚ୍ଚ ହେବ ୧୮ କୋଟି ଟଙ୍କା

ଭୁବନେଶ୍ବର: ୫-ଟି ଉପକ୍ରମରେ ନୂଆ ରୂପ ନେବ ବ୍ରହ୍ମପୁର ବୁଢୀ ଠାକୁରାଣୀ ମନ୍ଦିର। ବ୍ରହ୍ମପୁରର ପ୍ରସିଦ୍ଧ ମା ବୁଢୀ ଠାକୁରାଣୀଙ୍କ ମନ୍ଦିରର ବିକାଶ ଯୋଜନା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ଲାଭ କରିଛି। ଦୁଇଟି ପର୍ଯ୍ୟାୟରେ ଏହି କାମ କରାଯିବ ଏବଂ ଏଥିପାଇଁ ୧୮ କୋଟି ୯୧ ଲକ୍ଷ…

ପାଣିପାଗ ପରିବର୍ତ୍ତନର ଭୀଷଣ ପ୍ରଭାବ: ଜାଲରେ ପଡ଼ୁନାହାନ୍ତି ମାଛ

ଭୋଗରାଇ: ପାଣିପାଗରେ ଅନିୟମିତତାର ଭୀଷଣ ପ୍ରଭାବ ପରିଲକ୍ଷିତ ହେଲାଣି। ମାଛ ଉତ୍ପାଦନ ଢେର ହ୍ରାସ ପାଇଛି। ଫଳରେ ସମୁଦ୍ର ଉପରେ ନିର୍ଭର କରୁଥିବା ଚାରି ହଜାରରୁ ଅଧିକ ମତ୍ସ୍ୟଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହୋଇପଡ଼ିଛି। ବର୍ଷର ୧୦ ମାସ ସମୁଦ୍ରରୁ ମାଛ ଧରି ଗୁଜୁରାଣ ମେଣ୍ଟାଉଥିବା ଏହି…

ଯୁକ୍ତ ୨ ପ୍ରଥମ କଟ୍‌ ଅଫ୍‌ ମାର୍କ ପ୍ରକାଶିତ: କଳା, ବିଜ୍ଞାନ ଓ ବାଣିଜ୍ୟରେ ରେଭେନ୍ସା ଆଗରେ

ଭୁବନେଶ୍ବର: ବହୁ ପ୍ରତୀକ୍ଷିତ ଯୁକ୍ତ ଦୁଇ ପ୍ରଥମ କଟ୍ ଅଫ୍ ମାର୍କ ତାଲିକା ଗୁରୁବାର ପ୍ରକାଶିତ ହୋଇଛି। ଏଥର ଯୁକ୍ତ ୨ କଳା, ବିଜ୍ଞାନ ଓ ବାଣିଜ୍ୟରେ ରେଭେନ୍ସା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଆଗରେ ରହିଛି। ଏହି ଶିକ୍ଷାନୁଷ୍ଠାନରେ କଳାରେ ୮୦, ବିଜ୍ଞାନରେ ୯୧.୬୭ ଓ ବାଣିଜ୍ୟରେ ୭୯.୨୦ ପ୍ରତିଶତ…

ଶୁଭାରମ୍ଭ ହେଲା ’ଆମ ପୋଖରୀ’ ସହରାଞ୍ଚଳ ଜଳାଶୟ ନବୀକରଣ କାର୍ଯ୍ୟକ୍ରମ

https://www.youtube.com/live/4oikRP3jEUg?feature=share ଭୁବନେଶ୍ୱର: ଶୁଭାରମ୍ଭ ହେଲା ’ଆମ ପୋଖରୀ’ ସହରାଞ୍ଚଳ ଜଳାଶୟ ନବୀକରଣ କାର୍ଯ୍ୟକ୍ରମ। ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲୋକସେବା ଭବନ କନଭେସନ ସେଣ୍ଟରରେ ସହରାଞ୍ଚଳ ଜଳାଶୟ ନବୀକରଣ ପାଇଁ…

କଟକ , ବ୍ରହ୍ମପୁର ଓ ବୁର୍ଲା ତିନି ମେଡିକାଲ କଲେଜର ଅଗ୍ନିସୁରକ୍ଷା ପାଇଁ ୪୫ ପଦବୀ ମଂଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ, ବ୍ରହ୍ମପୁର ଏମ୍. କେ.ସି.ଜି ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ବୁର୍ଲା ଭି.ଏସ୍.ଏସ୍ ମେଡିକାଲ କଲେଜ ଓ ହସ୍ପିଟାଲର ଅଗ୍ନି ସୁରକ୍ଷା ପାଇଁ ଅଗ୍ନିଶମ ବିଭାଗରେ ବିଭିନ୍ନ ସ୍ତରରେ ୪୫ ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ…