Breaking News

ଓଡ଼ିଶାରେ କମୁଛି ପରିବା ଚାଷ, ଦର ଆକାଶ ଛୁଆଁ

ଭୁବନେଶ୍ଵର: ରାଜଧାନୀ ଏକନମ୍ବର ପରିବାର ବଜାରରେ ପରିବା ଦର ଆକାଶ ଛୁଆଁ। ସବୁ ପରିବାର ଅହେତୁକ ଦର ବୃଦ୍ଧି ଗ୍ରାହକ ଓ ବ୍ୟବସାୟୀଙ୍କୁ ଚିନ୍ତାରେ ପକାଇଛି। ଓଡ଼ିଶାରେ ପରିବା ସଙ୍କଟ ସୃଷ୍ଟି ହୋଇଛି। ଆଜି ଏକନମ୍ବର ହାଟରେ ବିନ୍ କିଲୋ ୨୫୦ ଟଙ୍କା, ଝୁଡୁଙ୍ଗ କିଲୋ, ୧୨୦, କ୍ୟାପସିକମ୍ କିଲୋ…

ଆଜି ଅଧର ପଣା : ରଥର ପାର୍ଶ୍ବ ଦେବଦେବୀ ଓ ଚଣ୍ଡୀଚାମୁ୍ଣ୍ଡାଙ୍କ ଲାଗି ଭଙ୍ଗାଯିବ ଅଧର ହାଣ୍ଡି

https://youtube.com/live/WHMSSxOTUXI?feature=share ପୁରୀ : ଦ୍ବାଦଶୀ ତିଥିରେ ମହାପ୍ରଭୁଙ୍କ ରଥ ଉପରେ ହେବ ଅଧରପଣା। ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଧର ପଣା ଭୋଗ ହେବାପରେ ରଥର ପାର୍ଶ୍ବ ଦେବଦେବୀ ଓ ଚଣ୍ଡୀଚାମୁ୍ଣ୍ଡାଙ୍କ ଲାଗି ଭଙ୍ଗାଯିବ ଅଧର ହାଣ୍ଡି। ରଥଯାତ୍ରାର ମହାପର୍ବରେ ଅଧର…

କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ଜୀବନଜୀବିକାରେ ପରିବର୍ତ୍ତନ ଆଣିପାରିବ…

ଭୁବନେଶ୍ୱର: ମାଣ୍ଡିଆରୁ ପ୍ରସ୍ତୁତ ଖାଦ୍ୟକୁ ପ୍ରୋତ୍ସାହିତ କରି ରାଜ୍ୟର କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କର ଜୀବନଜୀବିକାରେ ଉନ୍ନତି ଆଣିବା ଦିଗରେ ହୋଟେଲ ଏବଂ ରେଷ୍ଟୁରାଣ୍ଟ ଆସୋସିଏସନ୍‌, ଓଡ଼ିଶା ସହାୟକ ହୋଇପାରିବ। ଏଥି ସହିତ ସହରର ଗ୍ରାହକମାନଙ୍କର…

ଶ୍ରୀଜିଉଙ୍କ ସୁନାବେଶ: ଅପରୂପ ସୌନ୍ଦର୍ଯ୍ୟରେ ଦର୍ଶନ ଦେଲେ ଚତୁର୍ଦ୍ଧା ବିଗ୍ରହ

ପୁରୀ: ମଥାରେ ସୁନାର କିରିଟ ସାଙ୍ଗକୁ କାନରେ ସୁନାର କୁଣ୍ଡଳ। କମରରେ ସୁନାର କମରପଟି, ପାଦରେ ଶ୍ରୀପୟର। ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ହସ୍ତରେ ସୁବର୍ଣ୍ଣର ହଳମୁଷଳ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ହସ୍ତରେ ସୁବର୍ଣ୍ଣର ଚକ୍ର ଓ ରୁପାର ଶଙ୍ଖ। ମା’ ସୁଭଦ୍ରାଙ୍କ ସୁବର୍ଣ୍ଣର ତଡ଼ଗି(କର୍ଣ୍ଣାଳଙ୍କାର)।…

‘କ୍ଷମତା ହସ୍ତାନ୍ତର ନୁହେଁ, ୫-ଟି ସଚିବ ଭି.କେ.ପାଣ୍ଡିଆନଙ୍କୁ କର୍ତ୍ତବ୍ୟ କରିବାକୁ ଦାୟିତ୍ୱ ଦିଆଯାଇଛି’

ଭୁବନେଶ୍ୱର: ୫-ଟି ସଚିବଭି କେ ପାଣ୍ଡିଆନଙ୍କୁ ବିରୋଧୀଙ୍କ ଘନ ଘନ ଆକ୍ରମଣ ପରେ ତାଙ୍କ ସପକ୍ଷରେ ବରିଷ୍ଠ ବିଜେଡି ନେତା ବାହାରିଛନ୍ତି। ବିଜେଡି ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି, ‘କ୍ଷମତା ହସ୍ତାନ୍ତର ନୁହେଁ, ୫-ଟି ସଚିବଙ୍କୁ କର୍ତ୍ତବ୍ୟ କରିବାକୁ ଦାୟିତ୍ୱ ଦିଆଯାଇଛି।’ ୫-ଟି…

ସରିଲା ସିଂହଦ୍ବାର ରୂପା ଛାଉଣୀ: ସୁନ୍ଦର ଦିଶୁଛି ଶ୍ରୀମନ୍ଦିର, ଆକର୍ଷଣୀୟ ସିଂହଦ୍ବାର

ପୁରୀ: ସୁନ୍ଦର ଦିଶୁଛି ଶ୍ରୀମନ୍ଦିର, ଆକର୍ଷଣୀୟ ସିଂହଦ୍ବାର । ଶ୍ରୀମନ୍ଦିର ସିଂହଦ୍ବାରର ରୂପା ଛାଉଣୀ ସରିଛି । ପୂର୍ବ ନିଷ୍ପତ୍ତି ଅନୁସାରେ ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରା ସମୟରେ ସିଂହଦ୍ବାର ରୂପାଛାଉଣୀ କରାଯାଇଛି । ମୁମ୍ବାଇରୁ ଆସିଥିବା ୫୦୦ କେଜି ଓଜନର ଦୁଇଟି ଷ୍ଟିଲ୍ ଫ୍ରେମରେ…

ଦିଗପହଣ୍ଡିରେ ବୀଭତ୍ସ ହତ୍ୟାକାଣ୍ଡ: ଦୁଇଜଣଙ୍କୁ ମାରି ଜାଳିଦେଲେ ଦୁର୍ବୃତ୍ତ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ମହୁଡ଼ା ଗ୍ରାମରେ ଦୁଇଜଣଙ୍କୁ ବୀଭତ୍ସ ହତ୍ୟା କରାଯାଇଛି। ଉଭୟଙ୍କୁ ହତ୍ୟା ପରେ ପୋଡ଼ି ଦିଆଯାଇଥିବା ଜଣାଯାଇଛି। ଦୁର୍ବୃତ୍ତମାନେ ଗତକାଲି ବିଳମ୍ବିତ ରାତିରେ ଗାଁ ଭିତରେ ଲିଟୁ ପୁରୋହିତ ଓ ଶିବ ଗୌଡ଼ଙ୍କୁ ହତ୍ୟା କରି…

ବାଣୀକ୍ଷେତ୍ରରେ ବାହୁଡ଼ାଯାତ୍ରା: ଛେରା ପହଁରା କଲେ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ

ଭୁବନେଶ୍ବର : ଉତ୍କଳ ବିଶ୍ବବିଦ୍ୟାଳୟ ତଥା ବାଣୀକ୍ଷେତ୍ର ବାଣୀବିହାର ପରିସରରେ କାଳିଆ ସାଆନ୍ତେଙ୍କ ବାହୁଡା ଯାତ୍ରା ଆଜି ଶେଷ ହୋଇଛି। ଏହିଅବସରରେ ପାରମ୍ପରିକ ରୀତିନୀତି ଅନୁସାରେ ଠାକୁରଙ୍କୁ ପୂଜାର୍ଚ୍ଚନା କରି ପହଣ୍ଡି ବିଜେ ପାଇଁ ପଥ ପ୍ରସ୍ତୁତି କରାଯାଇଥିଲା। ଶହ ଶହ ଶ୍ରଦ୍ଧାଳୁଙ୍କ…

ଆଜି ମହାପ୍ରଭୁଙ୍କ ସୁନା ବେଶ: ଦର୍ଶନ କରି ପୂଣ୍ୟ ଲଭିବାକୁ ଅଗଣିତ ଲୋକଭିଡ଼

ପୁରୀ: ଆଜି ବିଜୟା ଦଶମୀରେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସୁନା ବେଶ ହୋଇଛି। ସୁନାେବେଶ ଦର୍ଶନ ପାଇଁ ପ୍ରବଳ ଭକ୍ତଙ୍କ ଗହଳି ହୋଇଛି। ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ମନ୍ଦିର ଭିତରେ ଓ ବାହାରେ ବ୍ୟାପକ ପୁଲିସ ମୁତୟନ କରାଯାଇ ଶୃଙ୍ଖଳିତ ଦର୍ଶନର ବ୍ୟବସ୍ଥା କରାଯାଇଛିି।…

ଓଡ଼ିଆ ବିଶ୍ୱବିଦ୍ୟାଳୟରେ ନାମଲେଖା ଚଳିତ ବର୍ଷ

ସାକ୍ଷୀଗୋପାଳ : ପୁରୀ ଜିଲ୍ଲା ସତ୍ୟବାଦୀରେ ଚଳିତ ବର୍ଷ ଓଡ଼ିଆ ବିଶ୍ୱବିଦ୍ୟାଳୟ କାର୍ଯ୍ୟକ୍ଷମ ହେବ। ନାମଲେଖା ସହ ଶିକ୍ଷାଦାନ ଆରମ୍ଭ ହେବ। ତେବେ ଓଡ଼ିଆ ବିଶ୍ୱବିଦ୍ୟାଳୟର ନିର୍ମାଣ କାର୍ଯ୍ୟ ସରିବା ପର୍ଯ୍ୟନ୍ତ ସ୍ଥାନୀୟ ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟରେ ବିଶ୍ବବିଦ୍ୟାଳୟର ଅଫିସ୍‌ ଓ…