Breaking News

ରଥାରୂଢ଼ ହେଲେ ଚତୁର୍ଦ୍ଧାମୂର୍ତ୍ତି; ନିର୍ଦ୍ଧାରିତ ସମୟ ପୂର୍ବରୁ ହେବ ରଥଟଣା !

ପୁରୀ: ଆଜି ପବିତ୍ର ବାହୁଡ଼ାଯାତ୍ରା । ନବଦିନାତ୍ମକ ଯାତ୍ରା ସାରି ଆଜି ଜନ୍ମବେଦୀରୁ ଫେରିବେ ଚତୁର୍ଦ୍ଧାମୂର୍ତ୍ତି  । ଧାଡି ପହଣ୍ଡି ପରେ ତିନି ରଥରେ ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ମାହାପ୍ରଭୁ ଶ୍ରୀ ଜଗନ୍ନାଥ  ରଥାରୂଢ଼ ହୋଇଛନ୍ତି । ଚକ୍ରରାଜ ସୁଦର୍ଶନ ପ୍ରଥମେ ରଥାରୁଢ଼ ହୋଇଥିବା…

ସୁଶାସନ ଓ ରୂପାନ୍ତରଣର ପ୍ରତ୍ୟେକ କ୍ଷେତ୍ରରେ ଗୁଣବତ୍ତାକୁ ପ୍ରାଧାନ୍ୟ

ଭୁବନେଶ୍ୱର: ଓଡିଶା ଗୁଣବତ୍ତା ସଂକଳ୍ପ ସମାରୋହ ଆଜି ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଏକ ତାରକା ହୋଟେଲରେ କ୍ୱାଲିଟି କାଉନସିଲ ଅଫ ଇଣ୍ଡିଆ ତରଫରୁ ଆୟୋଜିତ ଏହି ସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଉଦଘାଟନ ଉତ୍ସବରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଯୋଗ…

ଏଣିକି ରବିବାର ବି ଖୋଲା ରହିବ ଆହାର କେନ୍ଦ୍ର, ଖୋଲିବ ୯୩ଟି ନୂତନ ଆହାର କେନ୍ଦ୍ର

ଭୁବନେଶ୍ୱର: ଆଉ ରବିବାରରେ ଖାଦ୍ୟପାଇଁ ହନ୍ତସନ୍ତ ହେବେନି ଡାକ୍ତରଖାନା ଆସୁଥିବା ଗରିବ । ଏଣିକି ରବିବାରରେ ବି ଡାକ୍ତରଖାନା ପରିସରରେ ଖୋଲା ରହିବ ଆହାର କେନ୍ଦ୍ର । ଏନେଇ ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ତରଫରୁ ସମସ୍ତ ମହାନଗର ନିଗମ କମିଶନର ତଥା ସିଟି ଆହାର ସମିତି ସଭାପତି ଏବଂ…

ଆପଣମାନଙ୍କ ସୁଖଦୁଃଖ ବୁଝିବାକୁ ମୁଁ ମୋ ସଚିବଙ୍କୁ ପଠାଇଛି-ମୁଖ୍ୟମନ୍ତ୍ରୀ

ବରଗଡ଼: ଆଜି ବରଗଡ଼ଗସ୍ତରେ ଥିବା ୫-ଟି ସଚିବ ଭି.କେ ପାଣ୍ଡିଆନ୍ ଏକ ସଭାରେ ଯୋଗ ଦେବା ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା ଲୋକଙ୍କୁ ଶୁଣାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ଼ବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସମ୍ବଲପୁରୀ ଭାଷାରେ ଲୋକଙ୍କୁ ବାର୍ତ୍ତା ଦେଇଛନ୍ତି । ଏହି ଅବସରରେ…

ଏକାମ୍ର ପ୍ରକଳ୍ପ ପାଇଁ ଭୂମିପୂଜନ ଆରମ୍ଭ, ୨୮ରେ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

https://youtube.com/live/CMnjPjcHr6c?feature=share ଭୁବନେଶ୍ୱର: ଏକାମ୍ର ପ୍ରକଳ୍ପ ପାଇଁ ଆଜିଠାରୁ ଭୂମିପୂଜନ ଆରମ୍ଭ ହୋଇଛି । ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ଓ ପରମ୍ପରା ଆଧାରିତ ଏହି ପ୍ରକଳ୍ପ ପାଇଁ ତିନିଦିନ ପୂଜା ଚାଲିବ । ଏଥିପାଇଁ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି ।…

ବ୍ୟଙ୍ଗ ଏକ ସ୍ବତନ୍ତ୍ର କଳା ଯାହା ଲେଖିବା ପାଇଁ କଷ୍ଟକର ଏବଂ ବୁଝିବା ପାଇଁ ସେଭଳି ବୁଦ୍ଧିମତାର ଆବଶ୍ୟକତା ଅଛି

ଭୁବନେଶ୍ବର:  ଓଡିଶାର ସୁନାମଧନ୍ୟ ବ୍ୟଙ୍ଗ ସାହିତ୍ୟିକଙ୍କର ତିନ ଗୋଟି ବ୍ୟଙ୍ଗ ପୁସ୍ତକ ରବିବାର ଦିନ ଭୁବନେଶ୍ବରସ୍ଥ ଜୟଦେବ ଭବନ ପରିସରରେ ଲୋକାର୍ପିତ ହୋଇଯାଇଛି  ।ଲୋକାର୍ପିତ ପୁସ୍ତକ ଗୁଡିକ ହେଲା  ଜ୍ଞାନ ହୋତାଙ୍କ "ପଇତା ମାରା",  ସରୋଜ କୁମାର ଶତପଥୀଙ୍କ "ତେଲ ମାଲିସ୍ " ଏବଂ ପ୍ରିୟବ୍ରତ…

ଶ୍ରୀଜଗନ୍ନାଥ ଭକ୍ତି ସଂଗୀତ ସମାରୋହ ଗୁହାରି ଉଦଯାପିତ

ଭୁବନେଶ୍ବର: ପବିତ୍ର ରଥଯାତ୍ରା ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ଗବେଷଣା କେନ୍ଦ୍ର ଦ୍ବାରା ଆୟୋଜିତ ଏକ ନିଆରା ଭକ୍ତି ଭାବାପନ୍ନ ସଂଗୀତ ଭିତ୍ତିକ କାର୍ଯ୍ୟକ୍ରମ "ଗୁହାରି" ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ ଉଦଯାପିତ ହୋଇ…

ଦିଗପହଣ୍ଡି ବସ ଦୁର୍ଘଟଣା: ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା

ଭୁବନେଶ୍ବର : ଆଜି ଭୋରରୁ ଗଞ୍ଜାମ ଦିଗପହଣ୍ଡି ଠାରେ ହୋଇଥିବା ବସ ଦୁର୍ଘଟଣାରେ କିଛି ଲୋକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା…

ଦିଗପହଣ୍ଡିରେ ଦୁଇ ବସ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା; ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି, ୮ ଗୁରୁତର

ଦିଗପହଣ୍ଡି: ମଧ୍ୟରାତ୍ରିରେ ଘଟିଛି ବଡ଼ ଦୁର୍ଘଟଣା। ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ଦୁଇ ବସ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୧୨ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି। ମୃତକଙ୍କ ମଧ୍ୟରେ ଗୋଟିଏ ପରିବାରର ୭ ଜଣ ରହିଥିବା ସୂଚନା ମିଳିଛି। ଏଥିସହିତ ଦୁଇ ବସ୍‌ର ଅନେକ ଯାତ୍ରୀ…

ବିଦ୍ୟୁତ ଦେୟ ନିୟମରେ ବଡ଼ ପରିବର୍ତ୍ତନ; ଏଣିକି ଉପଭୋକ୍ତାଙ୍କୁ ଦିନ ଅପେକ୍ଷା ରାତିରେ ଅଧିକ ପଇଠ କରିବାକୁ ପଡ଼ିବ

ଭୁବନେଶ୍ୱର: ବିଦ୍ୟୁତ ଦେୟ ନିୟମରେ ହୋଇଛି ବଡ଼ ପରିବର୍ତ୍ତନ। ଏଣିକି ଦିନ ଅପେକ୍ଷା ରାତିରେ ଦେବାକୁ ପଡିବ ଅଧିକ ବିଦ୍ୟୁତ ଦେୟ। ଦ୍ୟୁତ ଉପଭୋକ୍ତା ଅଧିକାର ନିୟମକୁ ସଂଶୋଧନ କରି ନୂଆ ବିଦ୍ୟୁତ ଉପଭୋକ୍ତା ଅଧିକାର ନିୟମ- ୨୦୨୩ ନେଇ ଗେଜେଟ ବିଜ୍ଞପ୍ତି ଜାରି କରିଛି କେନ୍ଦ୍ର ଶକ୍ତି ମନ୍ତ୍ରାଳୟ।…