Breaking News

ମାଲକାନଗିରିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର, ସହର ସହିତ ଯୋଡ଼ିହେବ ଦୁର୍ଗମ ଅଞ୍ଚଳ

ଭୁବନେଶ୍ୱର: ମାଲକାନଗିରିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର। ପ୍ରତି ଗାଁକୁ ନିର୍ମାଣ ହେବ ରାସ୍ତା। ମାଲକାନଗିରି ଜିଲାର ସମସ୍ତ ସହର ସହିତ ଯୋଡ଼ିହେବ ଦୁର୍ଗମ ଅଞ୍ଚଳ। ଜିଲାର ଯୋଗାଯୋଗ କ୍ଷେତ୍ରକୁ ଅଧିକ ବିକଶିତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୫୮ କୋଟି ଟଙ୍କା ମଞ୍ଜୁର କରିଛନ୍ତି।…

ଉତ୍ତମ ଶିକ୍ଷା ପ୍ରଦାନ ଲକ୍ଷ୍ୟରେ ସ୍ଥାପନ ହୋଇଛି ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ସୁଦୃଢ଼ କରୁଛି ରାଜ୍ୟର ଶିକ୍ଷା…

ଭୁବନେଶ୍ୱର: ସାରା ଦେଶରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସାଜିବ ଅନ୍ୟମାନଙ୍କ ପାଇଁ ଆଦର୍ଶ । ଏଠାରେ ଗ୍ରାମାଞ୍ଚଳର ମେଧାବୀ ଛାତ୍ରଛାତ୍ରୀଙ୍କ ସୁନେଲି ଭବିଷ୍ୟତ ଗଠନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରକାଶ କରିଛନ୍ତି। ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ୧୩ଟି ଶିକ୍ଷାସୌଧ ଓ ୨୮ଟି…

ସମୃଦ୍ଧ, ସଶକ୍ତ ଓ ବିକଶିତ ଓଡ଼ିଶାର ବାର୍ତ୍ତାବହ ସାଜିଛି ସୂଚନା ଓ ଲୋକସମ୍ପର୍କ ବିଭାଗ, ବାଣ୍ଟୁଛି ଶ୍ରୀଜଗନ୍ନାଥ…

ପୁରୀ/ଭୁବନେଶ୍ୱର: ପୁରୀଠାରେ ଅନୁଷ୍ଠିତ ପବିତ୍ର ରଥଯାତ୍ରା ଅବସରରେ ଗୁଣ୍ଡିଚାବାଡ଼ି ନିକଟସ୍ଥ ଭୋଳାନାଥ ବିଦ୍ୟାପୀଠ ପରିସରରେ ଆୟୋଜିତ ଜାତୀୟ ପଲ୍ଲିଶ୍ରୀ ମେଳା ପ୍ରାଙ୍ଗଣରେ ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା ଫଟୋଚିତ୍ର ପ୍ରଦର୍ଶନୀ ଆୟୋଜିତ ହେଉଛି । ଉକ୍ତ ଫଟୋଚିତ୍ର ପ୍ରଦର୍ଶନୀରେ…

୩୪ ଜିଲା ଆହାର ସମିତି ଓ ସିଟି ଆହାର ସମିତିକୁ ୧୧ କୋଟି ୧୭ ଲକ୍ଷ ଟଙ୍କା ପ୍ରଦାନ

ଭୁବନେଶ୍ୱର : ରାଜ୍ୟର ସମସ୍ତ ପୌରାଞ୍ଚଳରେ ଥିବା ୩୪ ଜିଲା ଆହାର ସମିତି ଓ ସିଟି ଆହାର ସମିତିକୁ ଗୃହ, ନଗର ଉନ୍ନୟନ ବିଭାଗ ପକ୍ଷରୁ ୧୧ କୋଟି ୧୭ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ୨୦୨୩ - ୨୪ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଏହି ଅର୍ଥ ରିଲିଜ କରାଯାଇଛି। ଏହି ପାଣ୍ଠି ରାଜ୍ୟରେ…

ମୌସୁମୀ ସକ୍ରିୟ : ୨୮ରେ ଲଘୁଚାପ

ଭୁବନେଶ୍ୱର: ରାଜ୍ୟର ସମସ୍ତ ୩୦ ଜିଲାରେ ମୌସୁମୀ ସକ୍ରିୟ ହୋଇଯାଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନାମିଳିଛି। ଏହାର ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ବବର୍ଷା ହେଉଛି। ୨୮ତାରିଖ ବେଳକୁ ବଙ୍ଗେପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୬…

ଗୃହପ୍ରବେଶ ପାଇଁ ମିଳିଲା ନାହିଁ ଛୁଟି, ଇସ୍ତଫା ଦେଲେ ଡେପୁଟି କଲେକ୍ଟର

ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ଛତରପୁର ଜିଲ୍ଲା ଲବକୁସନଗରରେ ବସବାସ କରୁଥିବା ଜଣେ ମହିଳା ଡେପୁଟି କଲେକ୍ଟରଙ୍କୁ ଛୁଟି ନମିଳିବାରୁ ସେ ଚାକିରିରୁ ଇସ୍ତଫା ଦେଇ ଦେଇଥିବା ଘଟଣା ସାମ୍ନାକୁ ଆସିଛି। ସୂଚନାଯୋଗ୍ୟ, ଏସଡିଏମ ପଦରେ ନିୟୋଜିତ ଥିବା ନିଶା ବାଙ୍ଗରେ ବେତୁଲ ଜିଲ୍ଲାର ଆମଲାରେ ଜୁନ ୨୫ରେ…

ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟର  ସୁରକ୍ଷାକୁ ମିଶନ ଭାବେ ନେଇ କାର୍ୟ୍ୟ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ପରାମର୍ଶ

ଭୁବନେଶ୍ୱର:  ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟରେ ସୁରକ୍ଷା ନେଇ ସୁଦୃଢ ରଣନୀତି ଓ ପଦକ୍ଷେପ ନିଆଯିବା ସଂପର୍କରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଗୁରୁବାର ଲୋକସେବା ଭବନ କାର୍ୟ୍ୟାଳୟଠାରେ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକର…

୫-ଟି ଉପକ୍ରମରେ ନନ୍ଦନକାନନ ହେବ ବିଶ୍ବସ୍ତରୀୟ ପ୍ରାଣୀ ଉଦ୍ୟାନ, ପ୍ରକୃତି ଶିକ୍ଷା ଉପରେ ଏକ ଆକର୍ଷଣୀୟ ହବ୍‌ ଭାବରେ…

୫-ଟି ଉପକ୍ରମରେ ନନ୍ଦନକାନନର ହେବ ରୂପାନ୍ତର। ଦୁଇଟି ପର୍ଯ୍ୟାୟରେ ରୂପାନ୍ତର ହେବ ୨୦୨୩-୨୫ ଓ ୨୦୨୫-୨୮ ପ୍ରଥମ ପର୍ଯ୍ୟାୟରେ ପ୍ରାଣୀ ଉଦ୍ୟାନ ଓ ବଟାନିକାଲ ଗାର୍ଡେନ୍‌ ଏବଂ ଦ୍ବିତୀୟ ପର୍ଯ୍ୟାୟରେ ଚୂଡଙ୍ଗ ଜଙ୍ଗଲ ଅଞ୍ଚଳର ବିକାଶ କରାଯିବ ପିଲାଙ୍କ ପାଇଁ ପ୍ରକୃତି ଶିକ୍ଷା ଉପରେ ଏକ…

ଆଉଟ ସୋର୍ସିଂରେ ରାଜ୍ୟ ଶାସନ ବ୍ୟବସ୍ଥା, ୨୦୨୪ରେ ଓଡ଼ିଶାରେ ସରକାର ଗଠନ କରିବ ବିଜେପି

ଭୁବନେଶ୍ୱର: ଓଡ଼ିଶାରେ ଦୀର୍ଘ ୨୩ବର୍ଷ ଧରି ଚାଲିଛି ଭ୍ରଷ୍ଟାଚାରୀ ସରକାର । କେନ୍ଦ୍ର ସରକାର ଓଡିଶାକୁ କୋଟି କୋଟି ଟଙ୍କା ସହାୟତା ଯୋଗାଇ ଦେଉଛନ୍ତି ଅଥଚ ତାହାକୁ ରାଜ୍ୟ ସରକାର ବାଟମାରଣା କରିବା ସହ ଖର୍ଚ୍ଚ ନକରି ଓଡ଼ିଶାକୁ ଗରୀବ କରି ଚାଲିଛନ୍ତି । ଓଡ଼ିଶାରେ ଶାସନ କିଏ ଚଳାଉଛି? ଅଫିସର ନା…

ଗ୍ରାମ୍ୟ ଉନ୍ନୟନ ବିଭାଗର ସମୀକ୍ଷା ବୈଠକ, ବ୍ୟୟବରାଦ ଧାର୍ଯ୍ୟ ସମୟ ମଧ୍ୟରେ ସାରିବାକୁ ପ୍ରମୁଖ ଶାସନ ସଚିବଙ୍କ ଗୁରୁତ୍ୱ

ଭୁବନେଶ୍ୱର: ଗ୍ରାମ୍ୟ ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ ବିଭାଗ ଅଧିନରେ ଥିବା ସମସ୍ତ ଯୋଜନାର ସମୀକ୍ଷା କରିଛନ୍ତି। ଲୋକସେବା ଭବନସ୍ଥ ଗ୍ରାମ୍ୟ ଉନ୍ନୟନ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂହ ଅଧ୍ୟକ୍ଷତା କରି…