Breaking News

ଗଠନ ହେବ କଲ୍ୟାଣ ବୋର୍ଡ : ଦୁର୍ଘଟଣାଜନିତ ଡ୍ରାଇଭର/କର୍ମଚାରୀଙ୍କ ମୃତ୍ୟୁ କ୍ଷେତ୍ରରେ ମିଳିବ ୪ ଲକ୍ଷ ଟଙ୍କାର…

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଓଡ଼ିଶା ମୋଟରଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ଯୋଜନା-୨୦୨୩ର ଅନୁମୋଦନ ଏବଂ କଲ୍ୟାଣ ବୋର୍ଡ ଗଠନକୁ ସ୍ୱୀକୃତି ପ୍ରଦାନ କରିବା ପରେ ରାଜ୍ୟ ଜଳସଂପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି।…

ବିଜୁଳି ସମସ୍ୟା ଦେଖାଦେଲେ ତୁରନ୍ତ କର ସମାଧାନ, ବିଦ୍ୟୁତ ବିତରଣ କମ୍ପାନୀଙ୍କୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ବିଦ୍ୟୁତ କାଟକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିବା ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ। ହୋଇଛି। ଉକ୍ତ ବୈଠକରେ ବିଜୁଳି ସମସ୍ୟା ନେଇ ଆଲୋଚନା ହୋଇଛି।  ବିଶେଷ କରି କାଳବୈଶାଖୀ ପରେ ପୁନରୁଦ୍ଧାର କାର୍ଯ୍ୟ କିପରି ଶୀଘ୍ର ହୋଇ ପାରିବ ଏବଂ ଯେଉଁଠି ବିଦ୍ୟୁତ ସମସ୍ୟା…

ଘାତକ ସାଜୁଛି ବାୟୁ ପ୍ରଦୂଷଣ, ଅଣନିଃଶ୍ୱାସୀ ହେଉଛନ୍ତି ସହରବାସୀ

ଭୁବନେଶ୍ବର: ଘାତକ ସାଜୁଛି ବାୟୁ ପ୍ରଦୂଷଣ। ଅଣନିଃଶ୍ୱାସୀ ହେଉଛନ୍ତି ସହରବାସୀ। ସଚେତନ ନହେଲେ ଆଗକୁ ଭୟାନକ ହୋଇଯିବ ପରିସ୍ଥିତି। ସହରାଞ୍ଚଳରେ ଖରାପ ହେଉଛି ବାୟୁ ପ୍ରଦୂଷଣର ମାତ୍ର। ସହରବାସୀ ଦୈନଦିନ ଜୀବନଶୈଳୀରେ ପରିବର୍ତ୍ତନ ନକଲେ ଆଗାମୀ ୫ ବର୍ଷ ପରେ ଖୋଲରେ ନିଃଶ୍ୱାସ ନେବା ହୋଇଯିବ…

ଶିଶୁକୁ ଶ୍ରମିକ ଭାବେ ଖଟାଇବା ଦଣ୍ଡନୀୟ ଅପରାଧ

ଭୁବନେଶ୍ୱର: ଶିଶୁକୁ ଶ୍ରମିକ ଭାବେ ଖଟାଇବା ଦଣ୍ଡନୀୟ ଅପରାଧ। ଶିଶୁମାନଙ୍କୁ ସୁସ୍ଥ ବାତାବରଣ ଯୋଗାଇ ଦେବା ଓ ଶିକ୍ଷାକୁ ସୁନିଶ୍ଚିତ କରାଇବା ଜରୁରୀ ବୋଲି ସିସିଡବ୍ଲୁଡି ଓ ଆକ୍ସନ୍ଏଡ୍‌ର ମିଳିତ ଆନୁକୂଲ୍ୟରେ ଭୁବନେଶ୍ୱର ମହାନଗର ନିଗମ ଅଧୀନସ୍ଥ ନିଳଚକ୍ର ନଗର ୱାର୍ଡ ନମ୍ବର-୧୬ ଠାରେ ବିଶ୍ୱ…

ଶିକ୍ଷକ ହେବାକୁ ଚାହୁଁଥିଲେ ଆସିଛି ସୁବର୍ଣ୍ଣ ସୁଯୋଗ: ଏକଲବ୍ୟ ମଡେଲ ରେସିଡେନ୍ସିଆଲ୍ ବିଦ୍ୟାଳୟରେ ବାହାରିଲା ୩୮୪୮୦…

ନୂଆଦିଲ୍ଲୀ: ସରକାରୀ ଚାକିରି ଖୋଜୁଥିବା ବେରୋଜଗାରୀମାନଙ୍କ ପାଇଁ ଆସିଛି ଏକ ବଡ଼ ଖୁସି ଖବର  । ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ସମଗ୍ର ଦେଶରେ ଏକଲବ୍ୟ ମଡେଲ ରେସିଡେନ୍ସିଆଲ୍ ସ୍କୁଲରେ ୩୮,୪୮୦ ପଦବୀ ପାଇଁ ନିଯୁକ୍ତି ବାହାରିଛି । ଏହା ଅଧିନରେ ଟିଚିଂ ଓ ନନ୍-ଟିଚିଂ ପଦରେ ଭର୍ତ୍ତି କରାଯିବ । …

ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ଏଲ ନିନୋ ସକ୍ରିୟ: ଭାରତର ମୌସୁମୀକୁ କରିପାରେ ଦୁର୍ବଳ, ଚେତାବନୀ ଦେଲେ ବୈଜ୍ଞାନିକ

ଓ୍ବାଶିଂଟନ/ନୂଆଦିଲ୍ଲୀ : ଆମେରିକାର ବୈଜ୍ଞାନିକମାନେ ଏଲ ନିନୋ ଆରମ୍ଭକୁ ନିଶ୍ଚିତ କରିଛନ୍ତି। ବିଶେଷଜ୍ଞଙ୍କ ଅନୁଯାୟୀ ଏହା ପୃଥିବୀର ପାଣିପାଗ ଉପରେ ପ୍ରଭାବ ପକାଇପାରେ ଏବଂ ଭାରତର ମୌସୁମୀକୁ ଦୁର୍ବଳ କରିପାରେ। ଜଳବାୟୁ ପରିବର୍ତ୍ତନ ଯୋଗୁ ଏହା ପୃଥିବୀର ତାପମାତ୍ରାକୁ ବୃଦ୍ଧି କରିପାରେ ।…

ହାରିଲା ଭାରତ, ଅଷ୍ଟ୍ରେଲିଆ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ ବିଜେତା

ଲଣ୍ଡନ: ଭାଙ୍ଗିଲା ଭାରତୀୟ କ୍ରିକେଟ ଫ୍ୟାନ୍ସଙ୍କ ଆଶା। ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ ଟ୍ରଫି ଜିତିବାର ଆଶା ଆଶାରେ ରହିଯାଇଛି । ଲଗାତାର ଦ୍ୱିତୀୟଥର ପାଇଁ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ ଫାଇନାଲ୍ ହାରିଛି ଭାରତ। ଭାରତକୁ ୨୦୯ରନର ହରାଇଛି ପାଟ କମିନ୍ସଙ୍କ ନେତୃତ୍ୱାଧୀନ କଙ୍ଗାରୁ ଦଳ। ଏହା…

ବାହାନଗା ଟ୍ରେନ୍ ଟ୍ରାଜେଡି ଘଟଣା: ସିବିଆଇ ହେପାଜତରେ ୫ ଅଭିଯୁକ୍ତ

ବାଲେଶ୍ୱର: ବାଲେଶ୍ବର ବାହାନଗା ଟ୍ରେନ ଟ୍ରାଜେଡି ଘଟଣା । ସିବିଆଇ ହେପାଜତରେ ୫ ଅଭିଯୁକ୍ତ ଥିବା ସୂଚନା । ବାହାନଗା ଷ୍ଟେସନର ASMଙ୍କ ସହ ୫ଜଣ CBI ହେପାଜତରେ ଥିବା ସୂଚନା । ୪ ସିଗନାଲ କର୍ମଚାରୀଙ୍କୁ ପଚରାଉଚରା ପରେ ହେପାଜତକୁ ସେମାନଙ୍କୁ ନେଇଥିବା ସୂଚନା ମିଳିଛି । CBIର ଅନ୍ୟ ଏକ…

୫ଟି ସଚିବଙ୍କ କେନ୍ଦୁଝର ଗସ୍ତର ଦ୍ୱିତୀୟ ଦିନ: ଜଳସେଚିତ ହେବ କେନ୍ଦୁଝର ଓ ବାଲେଶ୍ବରର ୬୦ ହଜାର ହେକ୍ଟର ଜମି, ଆଗାମୀ…

ନୂଆ ରୂପରେ ଝଲସିବ ଘଟଗାଁ ମା’ ତାରିଣୀ ପୀଠ ବ୍ରହ୍ମେଶ୍ୱର ଓ ସିତାବିଞ୍ଜି ମନ୍ଦିରର ହେବ ନବକଳେବର ବିକଶିତ ହେବ ଗୁଣ୍ଡିଚାଘାଗି ଜଳପ୍ରପାତ ଓ ଗୋନାସିକା ଗୁପ୍ତଗଙ୍ଗା ସ୍ଥଳୀ ବ୍ରହ୍ମେଶ୍ୱର ଓ ସିତାବିଞ୍ଜି ମନ୍ଦିରର ହେବ ନବକଳେବର ଗୋନାସିକା ଜୁଆଙ୍ଗ ଶିକ୍ଷାନିକେତନରେ ଆରମ୍ଭ ହେବ…

ରଥଯାତ୍ରାବେଳେ ଡ୍ରୋନ ଉଡ଼ାଇବା ମନା, କଟକଣା ଜାରି କଲା ପୁରୀ ପୁଲିସ

ଭୁବନେଶ୍ବର: ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରାବେଳେ ଭିଡିଓ ଓ ଫଟୋ ଉଠାଇବା ସମ୍ଭାବନା ଦୃଷ୍ଟିରୁ କଟକଣା ଜାରି କରାଯାଇଛି। ଜଗନ୍ନାଥ ମନ୍ଦିର ରେଡ ଜୋନରେ ଯାଉଥିବାରୁ ଡ୍ରୋନ ଉଡ଼ାଣ ମନାକରାଯାଇଛି। ୩ ରଥ ପାଖରେ ଓ ଗୁଣ୍ଡିଚା ମନ୍ଦିର ପାଖରେ ମଧ୍ୟ ଡ୍ରୋନ ଉଡ଼ାଣ ପାଇଁ ମନା କରାଯାଇଛି। ବିନା…