Breaking News

ଭାରତର ଦମ୍‌ଦାର ବିଜୟ; ୬ ୱିକେଟ୍‌ରେ ଅଷ୍ଟ୍ରେଲିଆ ପରାସ୍ତ

ଚେନ୍ନାଇ: ଦିନିକିଆ କ୍ରିକେଟ୍‌ ମହାକୁମ୍ଭ ବିଶ୍ୱକପ୍‌ରେ ଭାରତର ଦମ୍‌ଦାର ବିଜୟ ହୋଇଛି। ଭ୍ରମଣକାରୀ ଅଷ୍ଟ୍ରେଲିଆକୁ ୬ ୱିକେଟ୍‌ରେ ପରାସ୍ତ କରିଛି ଭାରତ। ବିଜୟରେ ପ୍ରମୁଖ ଭୂମିକା ନିର୍ବାହ କରିଥିଲେ ବିରାଟ୍‌ କୋହଲି ଓ କେ.ଏଲ୍‌ ରାହୁଲ୍‌। ବିପର୍ଯ୍ୟୟ ପରେ ଉଭୟ ପାଳିକୁ ସମ୍ଭାଳିଥିଲେ ଓ…

ଯୁକ୍ତ ଦୁଇ ପରୀକ୍ଷାର୍ଥୀଙ୍କ ପାଇଁ ଖୁସି ଖବର, CHSE ପ୍ରକାଶ କଲା କୋଶ୍ଚିନ ବ୍ୟାଙ୍କ

ଭୁବନେଶ୍ବର: ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ଦେବାକୁ ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ଆସିଛି ଖୁସି ଖବର। ପ୍ରଥମ ଥର ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ପ୍ରକାଶ କରିଛି କୋଶ୍ଚିନ ବ୍ୟାଙ୍କ। ଛାତ୍ରଛାତ୍ରୀମାନେ କୋଶ୍ଚିନ ବ୍ୟାଙ୍କରୁ ପ୍ରଶ୍ନ ନେଇ ପରୀକ୍ଷା ପାଇଁ…

ସ୍ବତନ୍ତ୍ର ଉନ୍ନୟନ ପରିଷଦ ପାଇଁ 175.5 କୋଟି ଟଙ୍କାର ଅତିରିକ୍ତ ଅନୁଦାନ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ବତନ୍ତ୍ର ଉନ୍ନୟନ ପରିଷଦ ପାଇଁ 175.5 କୋଟିର ଅତିରିକ୍ତ ଅନୁଦାନକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଆଦିବାସୀଙ୍କ ଭାଷା, କଳା, ସଂସ୍କୃତି, ଐତିହ୍ୟର ସଂରକ୍ଷଣ ପାଇଁ ଏହା ଖର୍ଚ୍ଚ ହେବ । ଚଳିତ ବର୍ଷର ସ୍ୱାଭାବିକ ଅନୁଦାନ ୧୭୫.୫ କୋଟି ଟଙ୍କା…

ସିକିମ ବନ୍ୟାରେ ସହିଦ, ଜନ୍ମ ମାଟିରେ ଶେଷକୃତ୍ୟ ସମ୍ପନ୍ନ

ଭୁବନେଶ୍ବର: ସିକ୍କିମ ବନ୍ୟାରେ ସହିଦ ହୋଇଥିବା ସରୋଜ କୁମାର ଦାସଙ୍କ ଜନ୍ମ ମାଟିରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଏହାସହିତ ସହିଦ ଯବାନଙ୍କ ପାର୍ଥିବ ଶରୀର ପଞ୍ଚଭୂତରେ ଲୀନ ହୋଇଯାଇଛି। ସହିଦ ସରୋଜ ଦାସଙ୍କ ପାର୍ଥିବ ଶରୀରକୁ ନିଜ ଜନ୍ମ ଭୂମିକୁ ଆଣିବା ବାଟରେ…

ବଢିଲା ବିଧାୟକ ବିଜୟଶଙ୍କରଙ୍କ ଅଡୁଆ: ରେଜିଷ୍ଟ୍ରାର ଅଫିସରେ ଆପତ୍ତି ଉଠାଇଲେ ପୂର୍ବତନ ବାନ୍ଧବୀ

କଟକ:  ତିର୍ତୋଲ ବିଧାୟକ ବିଜୟ ଶଙ୍କର ଅଡୁଆରେ । ବାନ୍ଧବୀ ସୋମାଲିକାଙ୍କ ଅଭିଯୋଗ ତାଙ୍କ ସହିତ ପ୍ରତାରଣା କରାଯାଇଛି । ବଂଚିଥିବା ଯାଏଁ ଏହା ବିରୋଧରେ ଲଢେଇ କରିବେ ବୋଲି କହିଛନ୍ତି । ବିଧାୟକ । କଟକ ସବ ରେଜିଷ୍ଟର ଅଫିସରେ ବିବାହ ପଂଜିକରଣ ପାଇଁ ଆବେଦନ କରିବା ଘଟଣା ସାମ୍ନାକୁ ଆସିବା ପରେ…

ଡିଫେଣ୍ଡିଂ ଚାମ୍ପିଅନ ଇଂଲଣ୍ଡ ପରାସ୍ତ, ବିଜୟ ସହ ବିଶ୍ବକପ୍‌-୨୦୨୩ ଅଭିଯାନ ଆରମ୍ଭ କଲା ନ୍ୟୁଜିଲାଣ୍ଡ

କନୱେଙ୍କ ଅପରାଜିତ ୧୫୨ରନ ଏବଂ ରବୀନ୍ଦ୍ରଙ୍କ ଅପରାଜିତ ୧୨୩ ରନ ସ୍କୋର ସ୍କୋର: ଇଂଲଣ୍ଡ ୨୮୨/୯ ; ନ୍ୟୁଜିଲାଣ୍ଡ ୨୮୨/୧(୩୬.୨ ଓଭର) ଇଂଲଣ୍ଡକୁ ନ୍ୟୁଜିଲାଣ୍ଡର ଏକପାଖିଆ ମୁକାବିଲାରେ ୯ ୱିକେଟରେ ପରାସ୍ତ ନ୍ୟୁଜିଲାଣ୍ଡ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନେଇଥିଲା ନିଷ୍ପତ୍ତି…

ସାମଗ୍ରିକ ଜ୍ଞାନ ଆହରଣ ପାଇଁ ଏକ ବହୁମୁଖୀ ଦୃଷ୍ଟିକୋଣକୁ ଅନ୍ତର୍ଭୁକ୍ତ କରାଯିବା ଜରୁରୀ

ଭୁବନେଶ୍ବର: ଉତ୍କଳ ବିଶ୍ୱବିଦ୍ୟାଳୟ ମନସ୍ତତ୍ତ୍ବ ବିଭାଗ ପକ୍ଷରୁ ମାନସିକ ସ୍ବାସ୍ଥ୍ୟ, ଜାତୀୟ ଶିକ୍ଷା ନୀତି ୨୦୨୦ ଏବଂ ପ୍ରୟୋଗାତ୍ମକ ମନସ୍ତତ୍ତ୍ବ ଶୀର୍ଷକ ଆନ୍ତର୍ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଆନ୍ତର୍ଜାତିକ ସମ୍ମିଳନୀକୁ ଉଦଘାଟନ କରି ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର…

ପୁଅ ଝିଅ ଏକାଠି ବସିଲେ କିମ୍ବା ଥଟ୍ଟା ମଜା କଲେ କଲେଜରୁ କାଟି ଦିଆଯିବ ନାମ

ନୂଆଦିଲ୍ଲୀ: ବିହାର ଜୟପ୍ରକାଶ ବିଶ୍ୱବିଦ୍ୟାଳୟର ଜେଡ୍‌ଏ ଇସଲାମିଆ ପିଜି କଲେଜର ତୁଗଲକି ଆଇନ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିଛି । ଅଧ୍ୟକ୍ଷଙ୍କ ନୋଟିସ୍‌ରେ କୁହାଯାଇଛି ଯେ, କଲେଜରେ ପୁଅ ଝିଅ ଏକାଠି ବସିବା କିମ୍ବା ଥଟ୍ଟା ମଜା କରୁଥିବାର ନଜର ଆସିଲେ କଲେଜରୁ ସେମାନଙ୍କ ନାମ…

ନିଶ୍ବାସ ନେଇ ପାରୁ ନାହାନ୍ତି କୃତିକା, ରାହା ଧରି କାନ୍ଦୁଛି ପୁଅ

ନୂଆଦିଲ୍ଲୀ: ୟୁଟ୍ୟୁବର ଅରମାନ ମଲିକ ନିଜର ବ୍ୟକ୍ତିଗତ ଓ ପେସାଗତ ଜୀବନକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରହିଥାଆନ୍ତି। ଅରମାନ ନିଜର ବ୍ୟକ୍ତିଗତ ଜୀବନକୁ ତାଙ୍କ ଅନୁଗାମୀମାନଙ୍କ ସହିତ ଖୋଲାଖୋଲି ଭାବେ ଆଲୋଚନା କରିଥାଆନ୍ତି। ଅରମାନଙ୍କୁ ନେଇ ନିକଟରେ ଏକ ଭିଡିଓ ସାମ୍ନାକୁ ଆସିଛି। ଯେଉଁଥିରେ…