Breaking News

ଯାଜପୁର ରୋଡ ଷ୍ଟେସନରେ କଟି ଛ୍ଅ ଶ୍ରମିକ ଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ମୃତକଙ୍କ ନିକଟତମ ଆତ୍ମୀୟଙ୍କ…

ଭୁବନେଶ୍ବର: ଆଜି ଅପରାହ୍ନରେ ଯାଜପୁର ରୋଡ ଷ୍ଟେସନରେ ଟ୍ରେନରେ କଟି ଛ୍ଅ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣା ରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ରୁ ପାଞ୍ଚ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ…

ଜୁନ୍‌ ୮ ତାରିଖ ଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଏବଂ ଧନ୍ଦାମୂଳକ ପରୀକ୍ଷା ଫଳ

ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଦ୍ବାଦଶ ଶ୍ରେଣୀ (ଯୁକ୍ତ ଦୁଇ) କଳା ଏବଂ ଧନ୍ଦାମୂଳକ ପରୀକ୍ଷା ଫଳ ଜୁନ୍‌ ୮ ତାରିଖ ଦିନ ପ୍ରକାଶ ପାଇବ। ଏହି ପରୀକ୍ଷା ଫଳ ଅପରାହ୍ନ ୪ଟା ବେଳେ ପ୍ରକାଶ ପାଇବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି।…

ପୁଣି ଏକ ଅଘଟଣ: ଯାଜପୁରରୋଡରେ ମାଲବାହୀ ଟ୍ରେନ୍‌ ମାଡ଼ିଯିବାରୁ ୬ ଶ୍ରମିକ ମୃତ, ଅନ୍ୟ ୨ ଜଣ ଗୁରୁତର

ଯାଜପୁର: ବାହାନଗା ଟ୍ରେନ୍‌ ଦୁର୍ଘଟଣା ମନରୁ ଲିଭି ନଥିବା ବେଳେ ବୁଧବାର ଅପରାହ୍‌ଣରେ ରାଜ୍ୟରେ ପୁଣି ଏକ ଅଘଟଣ ଘଟିଛି। ଯାଜପୁର-କେନ୍ଦୁଝରରୋଡ ଷ୍ଟେସନ୍‌ରେ ଟ୍ରେନ୍‌ ମାଡ଼ିଯିବାରୁ ୬ ଜଣ ଲୋକଙ୍କର ମୃତ୍ୟୁ ହୋଇଛି। ଏହି ଅଘଟଣ ଯୋଗୁଁ ଅନ୍ୟ ୨ ଜଣ ଆହତ ହୋଇଥିବା ଜଣାପଡ଼ିଛି। ମୃତାହତଙ୍କ…

ବୌଦ୍ଧ ଜିଲାର ପ୍ରତ୍ୟେକ ପଞ୍ଚାୟତରେ ଖୋଲିଲା ପାଠାଗାର ଓ ଭିଡିଓ ସମ୍ମିଳନୀ ଗୃହ

ବୌଦ୍ଧ : ଅଦ୍ୟ ତା ୦୭.୦୬.୨୦୨୩ ରିଖ ବୁଧବାର ଦିନ ପୂର୍ବାହ୍ନରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ବୈଠକରେ   ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ,ପଞ୍ଚାୟତିରାଜ ଓ ପାନୀୟଜଳ ଏବଂ ସୂଚନା ଓ ଲୋକସଂପର୍କ ବିଭାଗ ମନ୍ତ୍ରୀ ପ୍ରଦିପ କୁମାର ଅମାତ ମୁଖ୍ୟଅତିଥି ଭାବରେ ଯୋଗଦେଇ…

ନିଜେ ନିଜକୁ ଅପହରଣର ନାଟକ କରି ଫସିଲେ ବ୍ଲକ ଉପାଧ୍ୟକ୍ଷ, ପୋଲିସ ଥାନାକୁ ଆଣି ପଚରାଉଚରା ବେଳେ କହିଲେ କିଭଳି ଅପହରଣ…

ଫୁଲବାଣୀ: ନିଜେ ନିଜକୁ ଅପହରଣର ନାଟକ କରି ଫସିଲେ ବ୍ଲକ ଉପାଧ୍ୟକ୍ଷ। କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ୍ ଉପାଧ୍ୟକ୍ଷଙ୍କ ସହ ତାଙ୍କର ୫ ସହଯୋଗୀଙ୍କୁ ଗିରଫ କରିଛି ଫିରିଙ୍ଗିଆ ପୋଲିସ। ଏ ଘଟଣାରେ ୩ଟି ଗାଡ଼ିକୁ ମଧ୍ୟ ଜବତ କରାଯାଇଛି ବୋଲି ଫୁଲବାଣୀ ଏସଡିପିଓ ସୁପ୍ରସନ୍ନ ମଲ୍ଲିକ ସୂଚନା…

ବାହାନଗା ରେଳ ଦୁର୍ଘଟଣା: ମୋଟ ମୃତକଙ୍କ ସଂଖ୍ୟା ୨୮୮, ୨୦୫ ମୃତଦେହ ଚିହ୍ନଟ ପରେ ହସ୍ତାନ୍ତର

ଭୁବନେଶ୍ୱର: ବାଲେଶ୍ୱର ବାହାନଗା ଠାରେ ଘଟିଥିବା ଟ୍ରେନ୍ ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ସଂପର୍କରେ ଜିଲ୍ଲାପାଳ, ବାଲେଶ୍ୱରଙ୍କ ଠାରୁ ମିଳିଥିବା ଶେଷ ତଥ୍ୟ ଅନୁସାରେ ଏହି ସଂଖ୍ୟା ୨୮୮ ବୋଲି ଜଣାପଡିଛି । ଗତକାଲି ସୁଦ୍ଧା ମୃତ୍ୟୁ ସଂଖ୍ୟା ୨୭୫ ବିବରଣୀ ଦିଆଯାଇଥିଲା । ପ୍ରଥମେ ରେଳ ଟ୍ରାକରୁ…

ବାହାନଗା ଦୁର୍ଘଟଣାରେ ଆହତଙ୍କୁ ଏସସିବିରେ ଭେଟିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, କହିଲେ ମୃତ ପରିବାରର…

ଭୁବନେଶ୍ବର:ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ତଥା ପୂର୍ବତନ କେନ୍ଦ୍ର ରେଳବାଇ ମନ୍ତ୍ରୀ ମମତା ବାନାର୍ଜୀ ଏସସବି ମେଡିକାଲରେ ପହଂଚି ଆହତଙ୍କୁ ଭେଟିଛନ୍ତି। କଟକ ପହଞ୍ଚିବା ପରେ ସେ କଡ଼ା ସୁରକ୍ଷା ବଳୟରେ ତାଙ୍କୁ ଏସସିବି ପରିସରକୁ ନିଆଯାଇଥିଲା ଆହତଙ୍କୁ ଭେଟି ଦ୍ରୁତ ଆରୋଗ୍ୟ କାମନା କରିଥିଲେ।…

ବିଶ୍ୱବିଦ୍ୟାଳୟସ୍ତରୀୟ ଶିକ୍ଷା ଓ ଗବେଷଣା ସ୍ତରରେ ବୈପ୍ଳବିକ ପରିବର୍ତ୍ତନ ଆଣି ଓଡ଼ିଶାକୁ ଏକ ଉଚ୍ଚ ସୋପାନରେ…

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ମନ୍ତ୍ରୀ ରୋହିତ ପୂଜାରୀ ସିଙ୍ଗାପୁର ଗସ୍ତରେ ଯାଇଛନ୍ତି । ଏକ ନୂତନ ପଦକ୍ଷେପ ସ୍ୱରୂପ, ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ଏବଂ ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟର ବିଭିନ୍ନ ବିଭାଗର ଡିନ୍‌ ଏବଂ ଫାକଲଟି…

ସଙ୍କଟ ସମୟର ସାଥୀ, ଏକତା ଦେଖାଇଲା ଓଡ଼ିଶା

ଭୁବନେଶ୍ବର: କରମଣ୍ଡଳ ଦୁର୍ଘଟଣା ଦେଶକୁ ଦୋହଲାଇଛି ଆଉ କନ୍ଦାଇଛି । କରୁଣ କାହାଣୀ ଭିତରେ ଏମିତି କିଛି ଦୃଶ୍ୟ ସାମ୍ନାକୁ ଆସିଥିଲା ଯାହା ଓଡ଼ିଶାର ଏକତାକୁ ବିଶ୍ୱ ଦରବାରରେ ବାଃ ବାଃ ମିଳୁଛି । ବିପଦବେଳେ ଗୋଟେ ରାଜ୍ୟ କେମିତି ଏକତା ଦେଖାଏ ତାହା ଟ୍ରେନ୍ ଆକ୍ସିଡେଣ୍ଟ ପରେ ଦେଖିବାକୁ…

ବାହାନଗା ରେଳ ଦୁର୍ଘଟଣା: ଚିହ୍ନଟ ହୋଇଥିବା ଓଡିଶାର ୩୯ ଜଣ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧.୯୫ କୋଟି ଟଙ୍କା…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାହାନଗା ଟ୍ରେନ ଦୁର୍ଘଟଣାରେ ଏ ପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା ଓଡିଶାର ୩୯ ଜଣ ମୃତକଙ୍କ ପାଇଁ ୧.୯୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ପ୍ରଦାନ କରାଯାଉଛି। ମୃତକଙ୍କ ମଧ୍ୟରେ ଭଦ୍ରକର ୮ଜଣ,…