ରାଜ୍ୟ
IPS: ୬ ଆଇପିଏସ୍ଙ୍କ ଦାୟିତ୍ବ ବଦଳିଲା
ରାଜ୍ୟ ସରକାର ଆଜି ୬ ଜଣ ଆଇପିଏସ୍ ଅଧିକାରୀଙ୍କୁ ବଦଳି କରିଛନ୍ତି। ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲଙ୍କୁ ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଓ ଏସ୍ଟିଏଫ୍ର ଆଇଜି, ଉତ୍ତର-କେନ୍ଦ୍ରାଞ୍ଚଳ ଆଇଜି ସତ୍ୟବ୍ରତ ଭୋଇଙ୍କୁ ଗୁଇନ୍ଦା ଆଇଜି ଭାବେ ନିଯୁକ୍ତି ମିଳିଛି।

ଭୁବନେଶ୍ବର: ରାଜ୍ୟ ସରକାର ଆଜି ୬ ଜଣ ଆଇପିଏସ୍ ଅଧିକାରୀଙ୍କୁ ବଦଳି କରିଛନ୍ତି। ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲଙ୍କୁ ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଓ ଏସ୍ଟିଏଫ୍ର ଆଇଜି, ଉତ୍ତର-କେନ୍ଦ୍ରାଞ୍ଚଳ ଆଇଜି ସତ୍ୟବ୍ରତ ଭୋଇଙ୍କୁ ଗୁଇନ୍ଦା ଆଇଜି ଭାବେ ନିଯୁକ୍ତି ମିଳିଛି।
ସୌଜନ୍ୟ ସମ୍ବାଦ




