Breaking News
Browsing Category

ଓଡିଶା

ଇସିଆଇଙ୍କ ନିକଟରେ ରିପୋର୍ଟ ଦାଖଲ: ୨୦୨୪ ନିର୍ବାଚନରେ ବିଜେଡିର ବ୍ୟୟ ୪୧୫ କୋଟି

ନୂଆଦିଲ୍ଲୀ:  ୨୦୨୪ ‌ ଲୋକସଭା ଓ ବିଧାନସଭା ନିର୍ବ‌ାଚନରେ ବିଜେଡି  ୪୧୫ କୋଟି ୨୧ ଲକ୍ଷ ୨୫ ହଜାର ୧୬୪  ଟଙ୍କା ଖର୍ଚ୍ଚ କରିଛି। ବିଜେଡି ଦ୍ବାରା ଭାରତୀୟ ନିର୍ବାଚନ ଆୟୋଗ (ଇିସିଆଇ)ଙ୍କ ନିକଟରେ ଦାଖଲ ୬୦ ପୃଷ୍ଠାର ପୂର୍ଣ୍ଣ ବ୍ୟୟ ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ଗତକାଲି ଇସିଆଇ…

ଦୁର୍ଦ୍ଦାନ୍ତ ନକ୍ସଲ ନେତାର ଗାଁକୁ ନିଜ ନିୟନ୍ତ୍ରଣକୁ ନେଲେ ସୁରକ୍ଷାକର୍ମୀ

ମାଲକାନଗିରି: ସୀମାନ୍ତ ଛତିଶଗଡରେ ନକ୍ସଲଙ୍କ ଦବଦବା ଏବେ ବି ରହିଛି। ରାଜ୍ୟର କୌଣସି ନା କୌଣସି ସ୍ଥାନରେ ନକ୍ସଲ ନିଜର ପତିଆରା ଦେଖାଇବା ସହିତ ହିଂସା ଘଟାଉଛନ୍ତି। ଗତ ୨୦୧୦ ପରଠାରୁ ରାଜ୍ୟରେ ଯେତେ ବି ହିଂସା ଘଟିଛି, ସେଥିରେ ଜଣକର ହିଁ ନାମ ଆସେ ସେ ହେଉଛି ଦୁର୍ଦାନ୍ତ ନକ୍ସଲ ଲିଡର ମାଡବୀ…

ଆତଙ୍କ ଖେଳାଉଛି ‘ଦାନା’: ଭିତରକନିକାରେ ମାଡ଼ ହେଲା

ଭୁବନେଶ୍ବର: ଓଡ଼ିଶା‌ ଉପକୂଳରେ ମାଡ଼ ହୋଇଛି ଭୀଷଣ ବାତ୍ୟା ‘ଦାନା’। ଧାମରାର ଦକ୍ଷିଣ-ଦକ୍ଷିଣପୂର୍ବ ୨୦ କିମି ଦୂର ଅର୍ଥାତ୍‌ ଭିତରକନିକା ଅନ୍ତର୍ଗତ ହାବେଳିଖଟି ନେଚର୍‌ କ୍ୟାମ୍ପ ନିକଟରେ ରାତି ୧୨ଟାରେ ସ୍ଥଳଭାଗ ଛୁଇଁଛି। ରିପୋର୍ଟ ଲେଖାହେଲା ପର୍ଯ୍ୟନ୍ତ ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଜାରି…

ବାତ୍ୟା ‘ଦାନା’ରେ ଏହି ୩ ଜିଲ୍ଲାର ଅଧିକାଶଂ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି

ଭୁବନେଶ୍ବର: ବାତ୍ୟା ‘ଦାନା’ର ଲ୍ୟାଣ୍ଡ୍‌ଫଲ୍‌ ପ୍ରକ୍ରିୟା ସକାଳ ୧୦ଟାରେ ଶେଷ ହୋଇଯାଇଛି। ଅଧ ରାତିର ସେହି ପ୍ରଳୟର ପ୍ରଭାବରେ ତିନି ଜିଲ୍ଲାରେ ବ୍ୟପକ କ୍ଷୟକ୍ଷତି ହୋଇଛି । ଦାନାର ପ୍ରଭାବରେ କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଜିଲ୍ଲାର ଅଧିକାଶଂ ସ୍ଥାନରେ ଅଧିକ କ୍ଷୟକ୍ଷତି…

ଏମକେସିଜି ମେଡିକାଲ କଲେଜର ଦ୍ବିତୀୟ ବର୍ଷର ଛାତ୍ରଙ୍କୁ ରାଗିଂ ଅଭିଯୋଗ

ବ୍ରହ୍ମପୁର: ଏମକେସିଜି ମେଡିକାଲ କଲେଜର ପୁଣି ଦ୍ବିତୀୟ ବର୍ଷର ଛାତ୍ରଙ୍କୁ ରାଗିଂ ଅଭିଯୋଗ ହୋଇଛି। ତାଙ୍କୁ ସିନି୍ରର୍ ଛାତ୍ରମାନେ ରାଗିଂ କରିଥିବାର ଅଭିଯୋଗ ହୋଇଛି। ଏହି ରାଗିଂ ଘଟଣାରେ ଏମ୍କେସିଜି ମେଡିକାଲ କଲେଜ ଆଣ୍ଟି ରାଗିଂ କମିଟି ପକ୍ଷରୁ ତଦନ୍ତ ଆରମ୍ଭ ହୋଇଥିବାର ସୂଚନା…

ସକାଳେ ପୁଣି ବାତ୍ୟାର ସମୀକ୍ଷା କରିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସକାଳେ ପୁଣି ବାତ୍ୟାର ସମୀକ୍ଷା କରିଛନ୍ତି। ଏନେଇ ସେ ଏକ ବୈଠକ କରିଛନ୍ତି। ଏଥିରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଓ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୁଲିସ ଡିଜି ଓ୍ବାଇ ବି ଖୁରାନିଆ ଓ ସ୍ବତନ୍ତ୍ର ରିଲିଫ୍ କମିସନର୍ ପ୍ରମୁଖ ଉପସ୍ଥିତ ଅଛନ୍ତି।…

କଂଗ୍ରେସ ଅଧ୍ୟକ୍ଷ ପାଇଁ ଆବେଦନ କରିଥିବା କେଏନ ତ୍ରିପାଠୀଙ୍କୁ ମିଳିଲା ଟିକେଟ

ନୂଆଦିଲ୍ଲୀ: ଝାଡ଼ଖଣ୍ଡରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଗୁରୁବାର କଂଗ୍ରେସ ଏହାର ପ୍ରାର୍ଥୀଙ୍କ ଦ୍ୱିତୀୟ ତାଲିକା ପ୍ରକାଶ କରିଛି। ଦ୍ୱିତୀୟ ତାଲିକାରେ ୭ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। କେଏନ୍ ତ୍ରିପାଠୀ ମଧ୍ୟ ଏହି ତାଲିକାରେ ଅନ୍ତର୍ଭୁକ୍ତ | ତାଙ୍କୁ…

ମହାପ୍ରଭୁଙ୍କ କୃପାରୁ ଆମେ ସମସ୍ତେ ବାତ୍ୟାକୁ ସଫଳ ଭାବେ ମୁକାବିଲା କରିପାରିଲେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇ କହିଛନ୍ତି, ଗତ ମଧ୍ୟରାତ୍ରିରୁ ଆଜି ସକାଳ ସୁଦ୍ଧା ଭିତରକନିକା ଓ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ ହୋଇଛି । ବାତ୍ୟା ପରବର୍ତ୍ତୀ କ୍ଷୟକ୍ଷତି ଆକଳନ କରିଵା ପାଇଁ ସମ୍ପୃକ୍ତ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ…

ତାଳଚୁଆରେ ଲ୍ୟାଣ୍ଡଫଲ୍ କରିବ ‘ଦାନା’: ପ୍ରଶାସନ ସମ୍ପୂର୍ଣ୍ଣ ସଜାଗ

ଭୁବନେଶ୍ବର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ବାତ୍ୟା ‘ଦାନା’ ଶକ୍ତିଶାଳୀ ହୋଇ ସ୍ଥଳଭାଗ ମୁହାଁ ହୋଇଛି। ‘ଦାନା’ର ପ୍ରଭାବରେ ସାମୁଦ୍ରିକ ବାତ୍ୟା ‘ଦାନା’ପ୍ରଭାବରେ ତୁହାକୁ ତୁହା ବର୍ଷା ସହିତ ପବନ ବେଗ ମଧ୍ୟ ଧୀରେଧୀରେ ବଢ଼ିବାରେ…

ବାତ୍ୟା ‘ଦାନା’ର ପ୍ରଭାବ: ଅଶାନ୍ତ ସମୁଦ୍ରରେ ଉଚ୍ଚ ଜୁଆର

ଭୁବନେଶ୍ବର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ବାତ୍ୟା ‘ଦାନା’ ଶକ୍ତିଶାଳୀ ହୋଇ ସ୍ଥଳଭାଗ ମୁହାଁ ହୋଇଛି। ‘ଦାନା’ର ପ୍ରଭାବରେ  ତୁହାକୁ ତୁହା ବର୍ଷା ସହିତ ପବନ ବେଗ ମଧ୍ୟ ଧୀରେଧୀରେ ବଢ଼ିବାରେ ଲାଗିଛି। ବାତ୍ୟା ‘ଦାନା’ର…