Breaking News
Browsing Category

ଖେଳ

ଭାରତଠୁ ୬ ୱିକେଟ୍‌ରେ ହାରିଲା ପାକିସ୍ତାନ: ଅରୁନ୍ଧତି, ଶ୍ରେୟଙ୍କା, ହର୍ମନପ୍ରୀତ୍ ଜିତାଇଲେ

ଦୁବାଇ: ଚଳିତ ଆଇସିସି ମହିଳା‌ ଟ୍ବେଣ୍ଟି-୨୦ ବିଶ୍ବକପ୍‌ରେ ନ୍ୟୁଜିଲାଣ୍ଡ୍‌ଠାରୁ ନିଜ ପ୍ରଥମ ମ୍ୟାଚ୍‌ରେ ହାରିବା ପରେ ହର୍ମନପ୍ରୀତ୍ କୌରଙ୍କ ଭାରତୀୟ ଦଳ ରବିବାର ପାକିସ୍ତାନକୁ ୬ ୱିକେଟ୍‌ରେ ମାତ୍ ଦେଇ ବିଜୟଧାରାକୁ ଫେରିଛି। ଅରୁନ୍ଧତି ରେଡ୍ଡୀ, ଶ୍ରେୟଙ୍କା ପାଟିଲ୍‌ଙ୍କ ଚମତ୍କାର ବୋଲିଂ…

ଆଜି ଭାରତ-ନ୍ୟୁଜିଲାଣ୍ଡ ମୁକାବିଲା

ସାରଳା, ୩/୧୦: ଗୁରୁବାରଠାରୁ ଆରମ୍ଭ ହୋଇଥିବା ମହିଳା ଟ୍ୱେନଟି -୨୦ ବିଶ୍ୱକପ ନବମ ସଂସ୍କରଣରେ ଶୁକ୍ରବାର ଭାରତୀୟ ଦଳ ଅଭିଯାନ ଆରମ୍ଭ କରିବ | ନ୍ୟୁଜିଲାଣ୍ଡ ବିପକ୍ଷରେ ନିଜ ପ୍ରଥମ ମ୍ୟାଚ ଖେଳିବ | ଦଳ -'ଏ ' ର ଏହି ମ୍ୟାଚ ରାତି ୭ଟା ୩୦ରୁ ଆରମ୍ଭ ହେବ | ଗତଥରର ସେମିଫାଇନାଲିଷ୍ଟ…

ଗାଁର ଅର୍ଥନୀତିକୁ ମଜବୁତ କରିବାରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ- ମୁଖ୍ୟମନ୍ତ୍ରୀ

5T ଉପକ୍ରମରେ ଚାଲିଛି ଲକ୍ଷ୍ମୀ ବସ୍‌, ଫେବୃଆରୀ ସୁଦ୍ଧା ରାଜ୍ୟର ସବୁ ଜିଲ୍ଲାରେ ଚାଲିବ ୩ଟି ଜିଲ୍ଲାର ୪୪୦ଟି ପଞ୍ଚାୟତରେ ୧୦୧ଟି ବସ୍‌, ୨୭ ଲକ୍ଷରୁ ଅଧିକ ଲୋକ ଉପକାର ପାଇଲେ ଦେବଗଡର ୬୯ଟି ପଞ୍ଚାୟତରେ ୧୭ଟି ବସ୍‌, ୩ ଲକ୍ଷ ଲୋକ ଉପକୃତ ଅନୁଗୋଳର ୧୭୬ଟି ପଞ୍ଚାୟତରେ ୨୯ଟି ବସ୍‌,…

ଲୋକସେବା ଭବନରେ ଶହୀଦ ଦିବସପାଳନ ପରିପ୍ରେକ୍ଷୀରେ ନୀରବ ପ୍ରାର୍ଥନା

ଭୁବନେଶ୍ୱର: ଲୋକସେବା ଭବନରେ ଶହୀଦ୍ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ତଥା ପର୍ଯ୍ୟଟନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାରଙ୍କ ସମେତ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ…

ଆନ୍ତଃ ଜୋନ ପୁରୁଷ ଭଲିବଲ ଟୁର୍ନାମେଣ୍ଟ, ଜିସିପିଇ ରନର୍ସ ଅପ୍

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟର ସ୍ପୋର୍ଟସ କାଉନସିଲ୍ ଦ୍ଵାରା ପ୍ରଯୋଜିତ ଇଣ୍ଟର ଜୋନାଲ୍ ପୁରୁଷ ଭଲିବଲ୍ ଟୁର୍ଣ୍ଣାମେଣ୍ଟ୍ ସାଲେପୁର ସ୍ଵୟଂଶାସିତ ମହାବିଦ୍ୟାଳୟ ପରିସରରେ ସଫଳତାର ସହ ଉଦଯାପିତ ହୋଇଯାଇଛି। ଏହି ଟୁର୍ଣ୍ଣାମେଣ୍ଟରେ ସରକାରୀ ଶାରୀରିକ ଶିକ୍ଷା ମହାବିଦ୍ୟାଳୟ ( ଜିସିପିଇ),…

ଆନ୍ତଃ ଜୋନ ମହିଳା ବାସ୍କେଟବଲ୍ ଟୁର୍ଣ୍ଣାମେଣ୍ଟ, ଜିସିପିଇ ଚାମ୍ପିୟନ

ଭୁବନେଶ୍ୱର: ପୋଷ୍ଟ ଗ୍ରାଜୁଏଟ୍ ଆଥଲେଟିକ କ୍ଲବ, ଉତ୍କଳ ବିଶ୍ୱବିଦ୍ୟାଳୟ ଆନୁକୁଲ୍ୟରେ ଆନ୍ତଃ ଜୋନ ମହିଳା ବାସ୍କେଟବଲ୍ ଟୁର୍ଣ୍ଣାମେଣ୍ଟ ୨୩-୨୪ ବିଶ୍ଵବିଦ୍ୟାଳୟ ବିଜୁ ପଟ୍ଟନାୟକ ସ୍ପୋର୍ଟସ୍ କମ୍ପ୍ଲେକ୍ସରେ ପରିସରରେ ଉଦଯାପିତ ହୋଇଯାଇଅଛି। ଏହି ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ଯାଚରେ ସରକାରୀ…

ଆଫଗାନିସ୍ତାନ ବିରୋଧରେ ଭାରତର ବଡ ବିଜୟ: ୮ ୱିକେଟରେ ଜିତିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ:  ରୋହିତ ଶର୍ମାଙ୍କ ଦମଦାର ଶତକ ବଳରେ ଭାରତ ବୁଧବାର ଦିନ ଆଫଗାନିସ୍ତାନ ବିପକ୍ଷରେ ବିରାଟ ବିଜୟ ହାସଲ କରିଛି । ଅତିଥି ଟିମକୁ ଆୟୋଜକ ଭାରତ ୮ ୱିକେଟରେ ପରାସ୍ତ କରିଛି। ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ଦ୍ବାରା ପରିଚାଳିତ ବିଶ୍ବକପ୍‌-୨୦୨୩ରେ ଆଫଗାନିସ୍ତାନ ପକ୍ଷରୁ…

ଭାରତର ଦମ୍‌ଦାର ବିଜୟ; ୬ ୱିକେଟ୍‌ରେ ଅଷ୍ଟ୍ରେଲିଆ ପରାସ୍ତ

ଚେନ୍ନାଇ: ଦିନିକିଆ କ୍ରିକେଟ୍‌ ମହାକୁମ୍ଭ ବିଶ୍ୱକପ୍‌ରେ ଭାରତର ଦମ୍‌ଦାର ବିଜୟ ହୋଇଛି। ଭ୍ରମଣକାରୀ ଅଷ୍ଟ୍ରେଲିଆକୁ ୬ ୱିକେଟ୍‌ରେ ପରାସ୍ତ କରିଛି ଭାରତ। ବିଜୟରେ ପ୍ରମୁଖ ଭୂମିକା ନିର୍ବାହ କରିଥିଲେ ବିରାଟ୍‌ କୋହଲି ଓ କେ.ଏଲ୍‌ ରାହୁଲ୍‌। ବିପର୍ଯ୍ୟୟ ପରେ ଉଭୟ ପାଳିକୁ ସମ୍ଭାଳିଥିଲେ ଓ…

ଡିଫେଣ୍ଡିଂ ଚାମ୍ପିଅନ ଇଂଲଣ୍ଡ ପରାସ୍ତ, ବିଜୟ ସହ ବିଶ୍ବକପ୍‌-୨୦୨୩ ଅଭିଯାନ ଆରମ୍ଭ କଲା ନ୍ୟୁଜିଲାଣ୍ଡ

କନୱେଙ୍କ ଅପରାଜିତ ୧୫୨ରନ ଏବଂ ରବୀନ୍ଦ୍ରଙ୍କ ଅପରାଜିତ ୧୨୩ ରନ ସ୍କୋର ସ୍କୋର: ଇଂଲଣ୍ଡ ୨୮୨/୯ ; ନ୍ୟୁଜିଲାଣ୍ଡ ୨୮୨/୧(୩୬.୨ ଓଭର) ଇଂଲଣ୍ଡକୁ ନ୍ୟୁଜିଲାଣ୍ଡର ଏକପାଖିଆ ମୁକାବିଲାରେ ୯ ୱିକେଟରେ ପରାସ୍ତ ନ୍ୟୁଜିଲାଣ୍ଡ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନେଇଥିଲା ନିଷ୍ପତ୍ତି…