Breaking News
Browsing Category

ଜାତୀୟ

ଆଜି ହେବନି ମନମୋହନଙ୍କ ଅନ୍ତିମ ସଂସ୍କାର, ଜାଣନ୍ତୁ ଏହାର ଅସଲ କାରଣ

ନୂଆଦିଲ୍ଲୀ,୨୭।୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଦେହାନ୍ତ ହୋଇଛି। ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂ ଗୁରୁବାର ଦିଲ୍ଲୀ ଏକ୍ସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଦେଶରେ ଅର୍ଥନୈତିକ ସଂସ୍କାରର ପିତା ଭାବରେ ପ୍ରସିଦ୍ଧ ମନମୋହନ ସିଂଙ୍କୁ ମୃତ୍ୟୁବେଳକୁ…

ପ୍ରଥମ ଦେଖାରେ ପ୍ରେମରେ ପଡ଼ିଯାଇଥିଲେ ମନମୋହନ:ଏମିତି ଥିଲା ପ୍ରେମସମ୍ପର୍କ

ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂ ଶେନିଃଶ୍ୱାସ ତ୍ୟାଗ କରିଛନ୍ତି। ୯୨ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ମନମୋହନ ସିଂଙ୍କ ଭାବମୂର୍ତ୍ତି ଜଣେ ଗମ୍ଭୀର ତଥା ଉତ୍ସର୍ଗୀକୃତ ନେତାଙ୍କ ଛବି ଥିଲା, କିନ୍ତୁ ତାଙ୍କର ବ୍ୟକ୍ତିଗତ ଜୀବନ ମଧ୍ୟ ସରଳ ଏବଂ ଗଭୀର ଥିଲା। ରାଜନୀତିର…

କେତେ ସମ୍ପତ୍ତିର ମାଲିକ ଥିଲେ ମନମୋହନ, ସତ ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୭।୧୨: ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଡ. ମନମୋହନ ସିଂଙ୍କର ଗତକାଲି ଅର୍ଥାତ ଗୁରୁବାର ରାତିରେ ଦେହାନ୍ତ ହୋଇଛି। ତାଙ୍କୁ ୯୨ବର୍ଷ ହୋଇଥିଲା। ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀର ଏମ୍ସରେ ଭର୍ତ୍ତି କରାଯାଇଥିଲା,…

ମନମୋହନ ସିଂଙ୍କ ଅନ୍ତିମ ଦର୍ଶନ ପାଇଁ ପହଞ୍ଚିଲେ ମୋଦି-ଶାହା

ନୂଆଦିଲ୍ଲୀ,୨୭।୧୨: ନୂଆଦିଲ୍ଲୀସ୍ଥିତ ଏମ୍ସରେ ଗୁରୁବାର ରାତିରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ପରଲୋକ ହୋଇଛି। ବୟସାଧିକ କାରଣରୁ ଅସୁସ୍ଥ ଥିବା ୯୨ ବର୍ଷୀୟ ମନମୋହନ ସନ୍ଧ୍ୟାରେ ହଠାତ୍‌ ସଜ୍ଞାହୀନ ହୋଇଯାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଏମ୍ସର ଏମର୍ଜେନ୍ସି ବିଭାଗରେ ଭର୍ତ୍ତି…

ମନମୋହନ ସିଂଙ୍କର ଏହି ଗୋଟିଏ ଇଚ୍ଛା ରହିଗଲା ଅଧୁରା…

ନୂଆଦିଲ୍ଲୀ,୨୭।୧୨: ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପ୍ରଖ୍ୟାତ ଅର୍ଥନୀତିଜ୍ଞ ଡକ୍ଟର ମନମୋହନ ସିଂଙ୍କର ଗୁରୁବାର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ବର୍ଷ ହୋଇଥିଲା। କେନ୍ଦ୍ର ସରକାର ୭ ଦିଦିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ…

ଜଣେ ମାର୍ଗଦର୍ଶକଙ୍କୁ ହରାଇଲି: ରାହୁଲ

ନୂଆଦିଲ୍ଲୀ,୨୭ା୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂଙ୍କ ପରଲୋକ ହୋଇଛି। ମନମୋହନଙ୍କ ପରଲୋକରେ ଶୋକର ଛାୟା ଖେଳିଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନକର, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ଲୋକ ସଭାର…

୧୧୭ ଥର ପ୍ରେସ୍‌ କନ୍‌ଫରେନ୍ସ କରିଥିଲେ ମନମୋହନ

ନୂଆଦିଲ୍ଳୀ,୨୭।୧୨: ୨୦୧୪ ଜାନୁଆରୀ ୩ରେ ଡ. ମନମୋହନ ସିଂ ଭାରତର ପ୍ରଧାନମନ୍ତ୍ରୀ ଭାବେ ଶେଷ ପ୍ରେସ୍‌ କନ୍‌ଫରେନ୍ସରେ କରିଥିଲେ। ୧୦୦ରୁ ଅଧିକ ଖବରଦାତା ଏହି ପ୍ରେସ୍‌ କନ୍‌ଫରେନ୍ସରେ ଯୋଗଦେଇଥିଲେ। ଏହି ଅବସରରେ ତାଙ୍କ ସହ ତତ୍କାଳୀନ ସୂଚନା ଓ ପ୍ରସାରଣ ମନ୍ତ୍ରୀ (ସ୍ବାଧୀନ) ମନୀଷ ତିଓ୍ବାରି…

ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର ରଚୁଛି ଚାଇନା: ଏଲ୍‌ଏସିରେ କରୁଛି ଏମିତି କାମ

ନୂଆଦିଲ୍ଲୀ,୨୭ା୧୨:ଲଦାଖରୁ ସୈନ୍ୟ ପ୍ରତ୍ୟାହାର ଏବଂ ସୀମାରେ ଉତ୍ତେଜନା ହ୍ରାସକୁ ଭାରତ ଓ ଚାଇନା ପ୍ରାଥମିକତା ଦେଉଥିବା କହୁଛନ୍ତି। କିନ୍ତୁ ଏନେଇ ବେଜିଂ ଟାଳଟୁଳ ନୀତି ଅବଲମ୍ବନ କରୁଛି। ଉତ୍ତେଜନା ହ୍ରାସ ଦିଗରେ ଚାଇନା ପକ୍ଷରୁ ଏପର୍ଯ୍ୟନ୍ତ କିଛି କରାଯାଇ ନ ଥିବା ସାଟେଲାଇଟ୍‌ ଫଟୋରୁ…

ଇସ୍ତଫା ନା ହଟାଯାଇଛି! ରଘୁବରଙ୍କ ଇସ୍ତଫାର ଜଣାପଡିଲା ବଡ଼ କାରଣ

ନୂଆଦିଲ୍ଲୀ,୨୫।୧୨: ଦେଶରେ ରାଜ୍ୟପାଳଙ୍କ ଏକ ବଡ଼ ଧରଣର ଅଦଳବଦଳ ହୋଇଛି। ଗୋଟିଏ ପଟେ ରାଷ୍ଟ୍ରପତି ମୁର୍ମୁ ଓଡ଼ିଶାର ରାଜ୍ୟପାଳ ପଦରୁ ରଘୁବର ଦାସଙ୍କ ଇସ୍ତଫା ଗ୍ରହଣ କରିଛନ୍ତି। ଅନ୍ୟପଟେ ବିହାର, ମିଜୋରାମ, କେରଳ ଏବଂ ମଣିପୁରର ରାଜ୍ୟପାଳଙ୍କୁ ପରିବର୍ତ୍ତନ କରାଯାଇଛି। ରାଷ୍ଟ୍ରପତି ଓଡ଼ିଶାର…

କୋର୍ଟରୁମ୍‌ରେ ବିଚାରପତିଙ୍କୁ ଚପଲ ଫିଙ୍ଗିଲେ ହତ୍ୟା ଅଭିଯୁକ୍ତ

ଠାଣେ,୨୪ା୧୨:ମହାରାଷ୍ଟ୍ର ଠାଣେ ଜିଲାର ଏକ ସେସନ୍ସ କୋର୍ଟରେ ଶନିବାର ଅପରାହ୍ନରେ ଶୁଣାଣି ବେଳେ ଜଣେ ୨୨ ବର୍ଷୀୟ ହତ୍ୟା ଅଭିଯୁକ୍ତ ବିଚାରପତିଙ୍କ ଉପରକୁ ଚପଲ ଫିଙ୍ଗିଥିଲେ। ଚପଲ ବିଚାରପତିଙ୍କ ଦେହରେ ନ ବାଜି ଝରକାରେ ମାଡ଼ ହେବା ପରେ କ୍ଲର୍କ ବେଞ୍ଚ୍‌ ପାଖରେ ପଡ଼ିଥିଲା। ଅଭିଯୁକ୍ତ କିରନ…