Breaking News
Browsing Category

ଜାତୀୟ

ପପ୍‌କର୍ନରେ ଜିଏସ୍‌ଟିକୁ ନେଇ ବିବାଦ

ନୂଆଦିଲ୍ଲୀ,୨୪ା୧୨:ଦେଶରେ ପପ୍‌କର୍ନ ଉପରେ ନୂଆ ଟିକସକୁ ନେଇ ବିବାଦ ମୁଣ୍ଡ ଟେକିଛି। ଏବେ ବିଭିନ୍ନ ଫ୍ଲେଭରର ପପ୍‌କର୍ନ ଉପରେ ଭିନ୍ନଭିନ୍ନ ଜିଏସ୍‌ଟି ଲାଗୁ ହୋଇଛି। ସାଦା ପପ୍‌କର୍ନ ଉପରେ ୫ ପ୍ରତିଶତ ଜିଏସ୍‌ଟି ଲାଗୁ ହୋଇଥିବାବେଳେ ବ୍ରାଣ୍ଡେଡ୍‌ ପପ୍‌କର୍ନ ଉପରେ ୧୨%ଏବଂ କାରାମେଲ୍‌ ବା…

ପାକିସ୍ତାନର ସ୍ବପ୍ନ ଚୂରମାର କରିଦେଲା ଭାରତ

ନୂଆଦିଲ୍ଲୀ,୨୪।୧୨: ବ୍ରିକ୍ସରେ ସଦସ୍ୟତା ପାଇବାକୁ ଆଶା ରଖିଥିବା ପାକିସ୍ତାନକୁ ଏକ ବଡ଼ ଝଟ୍‌କା ଲାଗିଛି। ଭାରତର ଦୃଢ ବିରୋଧ ଯୋଗୁ ପାକିସ୍ତାନ କେବଳ ବ୍ରିକ୍ସର ସଦସ୍ୟତାରୁ ବଞ୍ଚିତ ହୋଇ ନାହିଁ, ସହଭାଗୀ ଦେଶ ତାଲିକାରେ ମଧ୍ୟ ସ୍ଥାନ ପାଇପାରି ନାହିଁ। ଏହି ସମୟରେ, ତୁର୍କୀ ବ୍ରିକ୍ସ ସହଭାଗୀ…

୨୫ ବର୍ଷ ତଳୁ ସରିଥିଲା ଅନ୍ତିମ ସଂସ୍କାର: ଘରକୁ ଫେରିଲେ ମହିଳା, ଆଉ ତା’ପରେ ଘଟିଲା…

ବେଙ୍ଗାଲୁରୁ,୨୪/୧୨: ୨୫ ବର୍ଷ ତଳେ କର୍ଣ୍ଣାଟକରୁ ନିଖୋଜ ହୋଇଥିବା ଜଣେ ମହିଳାଙ୍କୁ ହିମାଚଳରୁ ଉଦ୍ଧାର କରାଯାଇଛି। ପ୍ରାୟ ଦୁଇ ଦଶନ୍ଧି ତଳେ ସେ ତାଙ୍କ ପରିବାରଠାରୁ ଅଲଗା ହୋଇଯାଇଥିଲେ ଏବଂ ପରିବାର ଲୋକ ତାଙ୍କୁ ମୃତ ଭାବି ଅନ୍ତିମ ସଂସ୍କାର କରିଥିଲେ। ଏବେ ଏହି ମହିଳାଙ୍କୁ ବଜାରରେ…

ଫଡନଭିସ ସରକାରରେ ନୂଆ ବିବାଦ: ଶିବସେନା ମନ୍ତ୍ରୀମାନେ କ୍ଷୁବ୍ଧ

ପୁନେ,୨୪/୧୨:ମହାରାଷ୍ଟ୍ରରେ ଦେବେନ୍ଦ୍ର ଫଡନଭିସ ସରକାରଙ୍କ ନୂଆ ମନ୍ତ୍ରୀଙ୍କୁ ସରକାରୀ ଘର ଆବଣ୍ଟନ କରାଯାଇଛି । ସେପଟେ ମନ୍ତ୍ରୀମାନଙ୍କୁ ଦିଆଯାଇଥିବା ସରକାରୀ ଗୃହକୁ ନେଇ ଆରମ୍ଭ ହୋଇଛି ବିବାଦ । ମିଳିଥିବା ସୂଚନା ଅନୁଯାୟୀ, ଶିବସେନାର କିଛି ମନ୍ତ୍ରୀଙ୍କୁ ସରକାରୀ ବଙ୍ଗଳା ପରିବର୍ତ୍ତେ…

ଦାଉଦ ଇବ୍ରାହିମଙ୍କ ଭାଇଙ୍କ ଫ୍ଲାଟକୁ କବ୍ଜା କଲା ଇଡି

ଥାନେ,୨୪/୧୨:ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗ୍ୟାଙ୍ଗଷ୍ଟର ଦାଉଦ ଇବ୍ରାହିମଙ୍କ ଭାଇ ଇକବାଲ କାସ୍କର ଏବଂ ତାଙ୍କ ସହଯୋଗୀଙ୍କ ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଥାନେରେ ଥିବା ଏକ ଫ୍ଲାଟକୁ ଜବତ କରିଛି। କାଭେସରର ନିଓପଲିସ ଟାୱାରରେ ଥିବା ଏହି ଫ୍ଲାଟ ୨୦୨୨ ମାର୍ଚ୍ଚ ମାସରୁ ଅସ୍ଥାୟୀ ଭାବେ…

ଜଷ୍ଟିସ୍‌ ଭି. ରାମସୁବ୍ରମଣ୍ୟନ୍‌ ଏନ୍‌ଏଚ୍‌ଆର୍‌ସି ଅଧ୍ୟକ୍ଷ ନିଯୁକ୍ତ

ନୂଆଦିଲ୍ଲୀ,୨୪ା୧୨: ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‌ ଭି. ରାମସୁବ୍ରମଣ୍ୟନ୍‌ଙ୍କୁ ଭାରତର ଜାତୀୟ ମାନବାଧିକାର ଆୟୋଗ (ଏନ୍‌ଏଚ୍‌ଆର୍‌ସି)ର ୯ମ ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି। ପୂର୍ବରୁ ଏନ୍‌ଏଚ୍‌ଆର୍‌ସି ଅଧ୍ୟକ୍ଷ ଥିବା ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଅରୁଣ କୁମାର…

ଏକାଧିକ ବିବାହ କରି ୧.୨୫ କୋଟି ଠକେଇ

ଜୟପୁର, ୨୪।୧୨: ରାଜସ୍ଥାନର ଜୟପୁର ପୋଲିସ ସୀମା ଅଗ୍ରୱାଲ ଓରଫ ନିକ୍କି ନାମ୍ନୀ ଜଣେ ଯୁବତୀଙ୍କୁ ରବିବାର ଉତ୍ତରାଖଣ୍ଡର ଡେରାଡୁନ୍‌ରୁ ଗିରଫ କରିଛି। ଲୁଟେରା କନ୍ୟା ଭାବେ ପରିଚିତ ସୀମାଙ୍କୁ ବହୁ ସହରର ପୋଲିସ ଦୀର୍ଘ ବର୍ଷ ଧରି ଖୋଜି ଆସୁଥିଲେ। ସୀମା ଧନୀ ବ୍ୟକ୍ତିମାନଙ୍କୁ ଟାର୍ଗେଟ୍‌ କରି…

ସାଧାରଣତନ୍ତ୍ର ଦିବସ ପରେଡ୍‌ରୁ ଦିଲ୍ଲୀ ପ୍ରଜ୍ଞାପନ ମେଢ଼ ବାଦ୍‌: କେନ୍ଦ୍ରକୁ କଡ଼ା ସମାଲୋଚନା କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୩ା୧୨: ଆସନ୍ତାବର୍ଷ ସାଧାରଣତନ୍ତ୍ର ଦିବସ ପରେଡ୍‌ରୁ ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ବାଦ୍‌ ଦେବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଥିବାରୁ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ରାଷ୍ଟ୍ରୀୟ ଆବାହକ ଅରବିନ୍ଦ କେଜ୍‌ରିଓ୍ବାଲ ସମାଲୋଚନା କରିଛନ୍ତି। ରାଜ୍ୟ ପ୍ରଜ୍ଞାପନ ମେଢ଼କୁ…

ସମ୍ଭଲରୁ ମିଳିଲା ୧୫୦ ବର୍ଷର ପୁରୁଣା କୂଅ, ସୁଡ଼ଙ୍ଗ

ସମ୍ଭଲ, ୨୩।୧୨: ଉତ୍ତରପ୍ରଦେଶର ସମ୍ଭଲସ୍ଥିତ ଚନ୍ଦୌସିଠାରେ ରବିବାର ଏକ ଜମିକୁ ଖନନ କରାଯାଉଥିବାବେଳେ ୧୫୦ ବର୍ଷର ପୁରୁଣା ଏକ ବିଶାଳକାୟ ପାହାଚ ବିଶିଷ୍ଟ କୂଅ ମିଳିଛି। ସେହିପରି ଜେସିବି ମେଶିନ ଦ୍ୱାରା ଉକ୍ତ କୂଅକୁ ଖନନ କରିବା ପରେ ସେଠାରୁ ପ୍ରାଚୀନ ଏବଂ ଗଭୀର ସୁଡ଼ଙ୍ଗ ଆବିଷ୍କୃତ ହୋଇଛି।…

କୁଏଟ୍‌ରେ ଗଞ୍ଜାମ ଶ୍ରମିକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩ା୧୨: କୁଏଟ୍‌ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ରହୁଥିବା ଗଞ୍ଜାମ ଜିଲାର ଜଣେ ଶ୍ରମିକଙ୍କ ସହ ଶନିବାର କଥା ହୋଇଥିଲେ। ବବୁଲ ନାମକ ଏହି ଓଡ଼ିଆ ଶ୍ରମିକଙ୍କୁ ପ୍ରଧାନମନ୍ତ୍ରୀ ‘ଜୟ ଜଗନ୍ନାଥ’ କହି ଅଭିନନ୍ଦନ ଜଣାଇଥିଲେ। ତାଙ୍କ ସହ କଥା ହେଲାବେଳେ ମୋଦି…