Breaking News
Browsing Category

ଜାତୀୟ

ବିଗିଡିଲା ନୀତୀଶ କୁମାରଙ୍କ ସ୍ବାସ୍ଥ୍ୟାବସ୍ଥା, ମୁଖ୍ୟମନ୍ତ୍ରୀଙ୍କ ସବୁ କାର୍ଯ୍ୟକ୍ରମ ରଦ୍ଦ

ନୂଆଦିଲ୍ଲୀ,୨୦।୧୨: ବିହାରର ରାଜଧାନୀ ପାଟନାଠାରୁ ବଡ ଖବର ଆସୁଛି। ବାସ୍ତବରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡି ଯାଇଛି। ସୂଚନାନୁସାରେ, ସିଏମ ନୀତୀଶ କୁମାରଙ୍କ ସ୍ବାସ୍ଥ୍ୟ ଅବସ୍ଥା ଅସୁସ୍ଥ ଥିବା ହେତୁ ଆଜି ତାଙ୍କର ସମସ୍ତ କାର୍ଯ୍ୟକ୍ରମକୁ ବାତିଲ…

ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପରଲୋକ

ଚଣ୍ଡିଗଡ଼,୨୦ା୧୨: ଭାରତୀୟ ଜାତୀୟ ଲୋକ ଦଳ ମୁଖ୍ୟ ତଥା ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମ୍‌ପ୍ରକାଶ ଚୌତଲାଙ୍କ ଶୁକ୍ରବାର ଦେହାନ୍ତ ହୋଇଛି। ସେ ଆଜି ତାଙ୍କ ଗୁରୁଗାଓଁସ୍ଥିତ ବାସଭବନରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା …

ହୃଦୟବିଦାରକ ଘଟଣା: ମାଆଙ୍କୁ ଘରେ ପୋତିଦେଲେ ପୁଅ

କୋଚି,୨୦ା୧୨:କେରଳର କୋଚି ଅନ୍ତର୍ଗତ ବେନ୍ନାଲାରେ ଜଣେ ବ୍ୟକ୍ତି ତାଙ୍କ ସମ୍ପର୍କୀୟ ଏବଂ କର୍ତ୍ତୃପକ୍ଷଙ୍କୁ ନ ଜଣାଇ ମାଆଙ୍କୁ ନିଜ ଘର ଅଗଣାରେ ପୋତିଦେବା ଘଟଣାକୁ ନେଇ ପଡୋଶୀମାନେ ସନ୍ଦେହ ପ୍ରକାଶ କରିଥିଲେ। ପ୍ରଦୀପ ନିଶାଗ୍ରସ୍ତ ଏବଂ ମାନସିକ ଭାବେ ଅସ୍ଥିର ଥିଲେ। ସେ ଅନ୍ୟମାନଙ୍କୁ ହଇରାଣ…

ରାହୁଲଙ୍କୁ ନୀଳ ଟି-ଶର୍ଟରେ ଦେଖି ରାଗିଗଲେ ମାୟାବତୀ, ଦେଲେ ଏହି ପରାମର୍ଶ

ଲକ୍ଷ୍ନୌ,୨୦ା୧୨: ବହୁଜନ ସମାଜବାଦୀ ପାର୍ଟି ମୁଖ୍ୟ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀ କଂଗ୍ରେସ ତଥା ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ନୀଳ ଟି-ଶର୍ଟ ଉପରେ ମନ୍ତବ୍ୟ ଦେଇଛନ୍ତି। ମାୟାବତୀ  ରାହୁଲଙ୍କ ନୀଳ ଟି-ଶର୍ଟ ପିନ୍ଧାକୁ ଶସ୍ତା ରାଜନୀତି ବୋଲି କହିଛନ୍ତି।…

ଜୟପୁରରେ ଭୟଙ୍କର ବିସ୍ଫୋରଣ: ୬ ଜୀବନ୍ତ ଦଗ୍ଧ, ଏବେ ବି ଫସିଛନ୍ତି ୪୬ ଲୋକ

ଜୟପୁର,୨୦।୧୨: ରାଜସ୍ଥାନର ଜୟପୁରରେ ଶୁକ୍ରବାର ସକାଳେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଜୟପୁରର ଆଜମେର ରୋଡ ନିକଟରେ ଏକ ସିଏନଜି ଟ୍ରକ ଅନ୍ୟ ଏକ ଟ୍ରକ ସହିତ ମୁହାଁମୁହିଁ ଧକ୍କା ହେବା ପରେ ବିସ୍ଫୋରଣ ଘଟି ଚାରିଆଡେ ନିଆଁ ଲାଗିଯାଇଥିଲା। ଏହି ଦୁର୍ଘଟଣାରେ ୬ ଜଣ ଜୀବନ୍ତ ଦଗ୍ଧ ହୋଇଥିଲେ ଏବଂ…

ଭାରତ ସହ ଶତ୍ରୁତା, ପାକିସ୍ତାନକୁ କୋଳଗ୍ରତ କରୁଛି ବାଂଲାଦେଶ

ଢାକା,୨୦।୧୨: ଗୋଟିଏ ପଟେ ବାଂଲାଦେଶ ଭାରତ ବିରୋଧରେ ପ୍ରତ୍ୟେକ ପଦକ୍ଷେପ ନେଉଥିବା ବେଳେ ଅନ୍ୟ ପଟେ ପଡୋଶୀ ଦେଶ ପାକିସ୍ତାନ ସହ ସମ୍ପର୍କ ସୁଦୃଢ କରୁଛି। ଏହାର ମୁଖ୍ୟ କାରଣ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କ ‘ମୌଳିକବାଦୀ’ ଏଜେଣ୍ଡା ବୋଲି…

ସଂସଦରେ ଠେଲାପେଲା ଘଟଣା: ଚର୍ଚ୍ଚାରେ ୩ ଭାଜପା ଏମ୍‌ପି

ନୂଆଦିଲ୍ଲୀ,୨୦ା୧୨:ରାଜ୍ୟ ସଭାରେ ମଙ୍ଗଳବାର ସମ୍ବିଧାନ ସମ୍ପର୍କିତ ବିତର୍କ ବେଳେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ବିରୋଧୀଙ୍କୁ ଟାର୍ଗେଟ କରି କହିଥିଲେ, ଏବେ ଏକ ଫ୍ୟାଶନ୍‌ ହୋଇଯାଇଛି, ‘ଆମ୍ବେଡକର, ଆମ୍ବେଡକର, ଆମ୍ବେଡକର, ଆମ୍ବେଡକର, ଆମ୍ବେଡକର, ଆମ୍ବେଡକର। କଂଗ୍ରେସ ନେତାମାନେ…

ଖୁବ ଶୀଘ୍ର ପୃଥିବୀରେ ଓହ୍ଲାଇବ ସୂର୍ଯ୍ୟ! ୨୪ ଘଣ୍ଟା ରହିବ ଆଲୋକ, ଜାଣନ୍ତୁ ନ୍ୟୁକ୍ଲିୟର ଫ୍ୟୁଜନ ପ୍ଲାନ କ’ଣ

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୯।୧୨: ଆମେ ସୌର ଶକ୍ତି ଏବଂ ଆଣବିକ ଶକ୍ତି ବିଷୟରେ ବହୁତ କିଛି ଦେଖିଛୁ ଏବଂ ଶୁଣିଛୁ, କିନ୍ତୁ ଖୁବ ଶୀଘ୍ର ହାଇଡ୍ରୋଜେନ ଆଧାରିତ ଶକ୍ତି ବିଶ୍ୱରେ ବିଦ୍ୟୁତ୍‌ ଉତ୍ପାଦନ ପାଇଁ ବ୍ୟବହୃତ ହେବାକୁ ଯାଉଛି। ଯଦି ସବୁ ଯୋଜନା ଅନୁଯାୟୀ ଚାଲିଥାଏ, ତେବେ ଆମେରିକାରେ ବିଶ୍ୱର…

ସଂସଦ କୌଣସି କୁସ୍ତିଯୁଦ୍ଧର ସ୍ଥାନ ନୁହେଁ, ଯଦି ଆମ ନେତାମାନେ ରାହୁଲଙ୍କୁ…

ନୂଆଦିଲ୍ଲୀ,୧୯ା୧୨: ସଂସଦ ପରିସରରେ ଚାଲିଥିବା କଳହକୁ ନେଇ ରାଜନୀତି ତୀବ୍ର ହୋଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାଜପାର ଦୁଇ ଏମ୍‌ପିଙ୍କୁ ଠେଲି ଦେଇଛନ୍ତି ବୋଲି ଭାଜପା ଅଭିଯୋଗ କରିଛି। ତେବେ କଂଗ୍ରେସ ଭାଜପାର ଅଭିଯୋଗକୁ ଭୁଲ୍‌ ବୋଲି କହିଛି। ଏହି ସମୟରେ କେନ୍ଦ୍ର ମନ୍ତ୍ରୀ କିରନ…

ସଂସଦରେ ଧକ୍କା ମାରିବା ଘଟଣା: ମୁକେଶ ରାଜପୁତ ଆଇସିୟୁରେ ଭର୍ତ୍ତି

ନୂଆଦିଲ୍ଲୀ,୧୯।୧୨: ଗୁରୁବାର ସଂସଦର ଉଭୟ ଗୃହରେ ଉତ୍ତେଜନା ଦେଖାଦେଇଛି। ବାବା ସାହେବ ଭୀମରାଓ ଆମ୍ବେଦକର ପ୍ରସଙ୍ଗରେ ସଂସଦ ହାଉସ କମ୍ପ୍ଲେକ୍ସରେ ଉଭୟ କଂଗ୍ରେସ ଏବଂ ଭାଜପା ବିରୋଧ ପ୍ରଦର୍ଶନ କରିଥିଲେ। ଏହି ସମୟ ମଧ୍ୟରେ ମକର ଦ୍ୱାରରେ ଉଭୟ ଦଳର ଏମପିଙ୍କ ମଧ୍ୟରେ ଝଗଡା ହେବାର ଖବର ଆସିଥିଲା।…