Breaking News
Browsing Category

ଜୀବନଶୈଳୀ

୮.୧୫%କୁ ବଢିଲା ଇପିଏଫ ସୁଧହାର, ଉପକୃତ ହେବେ ୬ କୋଟି ଖାତାଧାରୀ

ନୂଆଦିଲ୍ଲୀ: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (ଇପିଏଫଓ) ଅଧୀନରେ ଆକାଉଣ୍ଟ ଖୋଲିଥିବା ଦେଶର ୬ କୋଟିରୁ ଅଧିକ କର୍ମଚାରୀଙ୍କୁ ସରକାର ବଡ଼ ଉପହାର ଦେଇଛନ୍ତି । ସରକାର ସୋମବାର ଏକ ନିର୍ଦ୍ଦେଶନାମା ଜାରି କରି ଘୋଷଣା କରିଛନ୍ତି ଯେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଇପିଏଫ ଖାତାଧାରୀଙ୍କୁ…

ଜମି ବିକି ପାଠ ପଢ଼ାଇଥିଲେ ସ୍ବାମୀ, ପୁଲିସ ହେବା ପରେ ପ୍ରେମିକ ପାଖକୁ ଚାଲିଗଲା ସ୍ତ୍ରୀ

ମୁଜାଫରପୁର: ଜମି ବିକି ପାଠ ପଢ଼ାଇଥିଲେ ସ୍ବାମୀ। ପୁଲିସ ହେବା ପରେ ପ୍ରେମିକ ପାଖକୁ ଚାଲିଗଲା ସ୍ତ୍ରୀ। ଏସଡିଏମ ଜ୍ୟୋତି ମୌର୍ଯ୍ୟ ନିଜ ସ୍ବାମୀଙ୍କୁ ଛାଡ଼ିବା ପରି ବିହାରର ମୁଜାଫରପୁରରେ ମଧ୍ୟ ସେଭଳି ଏକ ଘଟଣା ଘଟିଥିବା ସାମ୍ନାକୁ ଆସିଛି। ପୀଡିତ ସ୍ବାମୀ ଜଣକ କହିଛନ୍ତି ଯେ ସେ ଜମି ବିକ୍ରି…

ସ୍କୁଲ ପରିସରରେ ଭାଲୁ ଆତଙ୍କ, ଛାତ୍ରଛାତ୍ରୀ ଭୟଭୀତ

ନନ୍ଦାହାଣ୍ଡି: ସ୍କୁଲ ପରିସରରେ ଭାଲୁ ଆତଙ୍କ ଦେଖାଯାଇଛି। ନବରଂଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ଦହଣା ସଦାଶିବ ହାଇସ୍କୁଲ ପରିସରରେ ତିନୋଟି ଭାଲୁକୁ ଦେଖି ଛାତ୍ରଛାତ୍ରୀ ଭୟଭୀତ ହୋଇଛନ୍ତି । ମା ସହିତ ଦୁଇଟି ଛୁଆ ରହିଛନ୍ତି। ସ୍କୁଲର ଦୁଇ ପାଇଖାନା ମଝିରେ ଭାଲୁ ରହିଥିବା…

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି, ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନେଇପାରେ ଅବପାତର ରୂପ। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି। ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ…

କଂଗ୍ରେସ ଭବନ ସାମ୍ନାରେ ଚିରଞ୍ଜୀବ ଓ ମୋକିମଙ୍କ ସମର୍ଥକଙ୍କ ଜୋରଦାର ବିରୋଧ

ଭୁବନେଶ୍ୱର: କାଲି ସାମ୍ବାଦିକ ସମ୍ମିଳନୀ କରି ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କ ଉପରେ ଅସନ୍ତୋଷ ଝାଡ଼ିବା ପରେ ଆଜି କଂଗ୍ରେସ ଭବନ ସମ୍ମୁଖରେ ଜୋରଦାର ହଙ୍ଗାମା କରିଛନ୍ତି ନିଲମ୍ବିତଙ୍କ ସମର୍ଥକ। ଆଜି କଂଗ୍ରେସ ଭବନରେ ଶୃଙ୍ଖଳା କମିଟି ବୈଠକ ହେବାକୁ ଥିବାବେଳେ ଶୃଙ୍ଖଳା…

ମଣିପୁର ଘଟଣା: ନ୍ୟାୟ ଦାବିରେ ଦେଶର ବିଭିନ୍ନ ପ୍ରାନ୍ତରେ ଜୋରଦାର ବିକ୍ଷୋଭ, ଅଭିଯୁକ୍ତ ଘର ଜାଳିଦେଲେ ଉତ୍ୟକ୍ତ ଲୋକେ

ଇମ୍ଫାଲ: ମଣିପୁର ଭିଡିଓ ଭାଇରାଲକୁ ନେଇ ଦେଶ ସ୍ତବ୍ଧ । ନ୍ୟାୟ ଦାବିରେ ଦେଶର ବିଭିନ୍ନ ପ୍ରାନ୍ତରେ ଜୋରଦାର ବିକ୍ଷୋଭ । ସୋସିଆଲ ମିଡିଆରେ ଘଟଣାକୁ ନେଇ ସରକାରଙ୍କୁ ତୀବ୍ର ସମାଲୋଚନା କରାଯାଉଥିବା ବେଳେ ସରକାରଙ୍କ ବିଫଳତା ପାଇଁ ବିଜେପିର ଡବଲ ଇଞ୍ଜିନ ସରକାରଙ୍କୁ ଘେରିଛନ୍ତି ବିରୋଧୀ ।…

ଆଉଏକ ଲଘୁଚାପ: ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୯ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି (ଗୁରୁବାର) ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ଓଡିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେେଇଛି। ଏହି ଲଘୁଚାପ କ୍ଷେତ୍ର ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିଲୋମିଟର ଉଚ୍ଚତା ଯାଏଁ ସକ୍ରିୟ ରହିଛି। ଏହି ଲଘୁଚାପ କ୍ଷେତ୍ର…

ଅଗ୍ନିଶମ ସେବା ବିଭାଗରେ ୨୬ ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର ; ଓଡିଶା ଅଗ୍ନିଶମ ସେବା ବିଭାଗରେ ବିଭିନ୍ନ ପାହ୍ୟାରେ ୨୬ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏଥି ମଧ୍ୟରେ ତିନି ଗୋଟି ଷ୍ଟେସନ ଅଫିସର ପଦବୀ ଥିବା ବେଳେ ତିନି ଗୋଟି ଲିଡିଂ ଫାୟାର ମ୍ୟାନ ଓ କୋଡିଏଟି ଫାୟାର ମ୍ୟାନ ପଦବୀ ରହିଛି। ଏହି…

ଖଡଗ ନଦୀଗର୍ଭ ଜଳାଶୟକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ: ଉପକୃତ ହେବେ ବୌଦ୍ଧ, ବଲାଙ୍ଗୀର ଓ କନ୍ଧମାଳର ୨୦ ହଜାର ଲୋକ;…

ଭୁବନେଶ୍ୱର: ଖଡଗ ନଦୀରେ ନିର୍ମାଣ ହେବ ନଦୀଗର୍ଭ ଜଳାଶୟ। ୧୨୬ କୋଟି ଟଙ୍କାର ଏହି ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ପୂର୍ବରୁ ଏହି ପ୍ରକଳ୍ପକୁ ବୈଷୟିକ ପରାମର୍ଶଦାତା କମିଟି ମଧ୍ୟ ସ୍ବୀକୃତି ପ୍ରଦାନ କରିଥିଲେ । ଏହି ପ୍ରକଳ୍ପ ଦ୍ବାରା ତିନୋଟି ଜିଲ୍ଲା –…

ଓଡିଶା ରାଜ୍ୟ କୃଷି ବିପ୍ପଣନ ବୋର୍ଡକୁ ସ୍କଚ୍‌-୨୦୨୩ପୁରସ୍କାର

ଭୁବନେଶ୍ୱର: ଓଡିଶା ରାଜ୍ୟ କୃଷି ବିପ୍ପଣନ ବୋର୍ଡକୁ ସ୍କଚ୍‌-୨୦୨୩ ପୁରସ୍କାର ମିଳିଛି । କୃଷିରେ ରୌପ୍ୟ ବର୍ଗରେ ଇ-ନାମ୍ ନିମନ୍ତେ ଏହି ପୁରସ୍କାର ପ୍ରଦାନ କରାଯାଇଛି I ଓଡିଶା ସରକାରଙ୍କ ସମବାୟ ବିଭାଗର ପ୍ରଶାସନିକ ନିୟନ୍ତ୍ରଣରେ ଥିବା ଓଡିଶା ରାଜ୍ୟ କୃଷି ବିପ୍ପଣନ ବୋର୍ଡ (ଓଏସ୍ଏଏମ୍…