Breaking News
Browsing Category

ଜୀବନଶୈଳୀ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗଜପତି ମହାରାଜା, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଜଣାଇଲେ ଧନ୍ୟବାଦ

ଭୁବନେଶ୍ବର: ଆଜି ଗଜପତି ମହାରାଜା ଦିବ୍ୟସିଂହ ଦେବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଗଜପତି ମହାରାଜା ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ସଂସ୍କୃତି ଓ ପରମ୍ପରା ସମ୍ପର୍କରେ ଆଲୋଚନା କରିଛନ୍ତି। ଏହାସହିତ ଶ୍ରୀମନ୍ଦିର ପରିକ୍ରମା…

ପ୍ରତିବର୍ଷ ମାତୃଭାଷା ଦିବସ ସହ ଓଡିଆ ଭାଷା ସପ୍ତାହ ପାଳନ କରାଯିବ, ଶହେ ବର୍ଷ ପୁରାତନ ବିଦ୍ୟାଳୟଗୁଡ଼ିକୁ ଐତିହ୍ୟ…

ଭୁବନେଶ୍ୱର: ଗତ ଡିସେମ୍ବର ୧୯ ତାରିଖରେ ଅନୁଷ୍ଠିତ ତୃତୀୟ ଐତିହ୍ୟ କ୍ୟାବିନେଟ ନିଷ୍ପତ୍ତି ଅନୁଯାୟୀ ୨୦୨୪ ଫେବୃଆରି ୩ ତାରିଖ ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଜନତା ମଇଦାନ, ଭୁବନେଶ୍ବର ଠାରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଆଜି ୫-ଟି…

ଜାନୁଆରୀ ୨୨ ପରେ ସାଧାରଣ ଭକ୍ତଙ୍କୁ ଦର୍ଶନ ଦେବେ ରାମଲାଲା

ଅଯୋଧ୍ୟା : ଅଯୋଧ୍ୟା ଆସୁଛନ୍ତି ପ୍ରଭୁ ଶ୍ରୀରାମ। ଏଥିପାଇଁ ଉତ୍ସବ ମୁଖର ହୋଇଛି ପୂରା ଭାରତ। ଆସନ୍ତା ଜାନୁଆରୀ ୨୨ ତାରିଖରେ ହେବାକୁ ଯାଉଥିବା ଭବ୍ୟ ରାମ ମନ୍ଦିରର ପ୍ରତିଷ୍ଠା ଉତ୍ସବକୁ ଐତିହାସିକ କରିବା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଯେଉଁଥିରେ ବଡ ଆହ୍ବାନ ପାଲଟିଛି…

ମହାନ ବିପ୍ଲବୀ ଚନ୍ଦନ ହଜୁରୀ ଓ ଚକରା ବିଷୋୟୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ୱର : ମହାନ ବିପ୍ଲବୀ ଚନ୍ଦନ ହଜୁରୀ (ଚାଖି ଖୁଣ୍ଟିଆ)ଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ଭୁବନେଶ୍ୱରସ୍ଥିତ କଳ୍ପନା ଛକରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ଓ ଚାଖି ଖୁଣ୍ଟିଆ ସ୍ମୃତି…

ନିରନ୍ତର ବିକାଶ ପାଇଁ ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ ଖୁବ୍ ଗୁରୁତ୍ବପୁର୍ଣ-ମୁଖ୍ୟମନ୍ତ୍ରୀ

5T ଉପକ୍ରମରେ କାର୍ଯ୍ୟକ୍ରମ ପ୍ରସ୍ତୁତ ୨୦୨୦ରେ ଅନ୍ତଃ ନଦୀ ଜଳାଶୟ (Instream Storage) ପାଇଁ ୧୧ ହଜାର ୭୦୦ କୋଟି ଟଙ୍କାରେ ଯୋଜନା ଆରମ୍ଭ ହୋଇଥିଲା ୭୨ଟି ଅନ୍ତଃ ନଦୀ ଜଳାଶୟ ପାଇଁ କାର୍ଯ୍ୟକ୍ରମ ପ୍ରସ୍ତୁତ ଉପକାର ପାଇବେ ଜନସାଧାରଣ ଓ ଚାଷୀ, ଭୂତଳ ଜଳର ସ୍ତର ବୃଦ୍ଧି, ପାନୀୟ ଜଳ…

୨୨ରୁ ଆମ ଓଡିଶା-ନବୀନ ଓଡିଶା, ସହରୀ: ଗୃହ ଓ ନଗର ଉନ୍ନୟନ ବିଭାଗ ଜାରି କଲା ନିର୍ଦେଶାବଳୀ

ଭୁବନେଶ୍ୱର: ସମାଜର ସମସ୍ତ ବର୍ଗଙ୍କ ପାଇଁ ନିରନ୍ତର ଅଭିବୃଦ୍ଧି ସୁନିଶ୍ଚିତ କରିବା ପାଇଁ ରାଜ୍ୟ ସରକାର ୫-ଟି ପଦକ୍ଷେପ ଅଧୀନରେ ଅନେକ ଯୋଜନା ଏବଂ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରୁଛନ୍ତି। ଏହି ପଦକ୍ଷେପଗୁଡିକର ଲାଭ ଯୋଗ୍ୟ ତଥା ଯୋଗ୍ୟ ବ୍ୟକ୍ତିଙ୍କ ନିକଟରେ ପହଞ୍ଚିବା ନିଶ୍ଚିତ କରିବାକୁ,…

ଆଜିର ରାଶିଫଳ

ମେଷ : ଆଜି ଆପଣଙ୍କ ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକ ହୋଇଯିବ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା କ୍ଷତି ହୋଇପାରେ। ସହକର୍ମିମାନଙ୍କଠାରୁ ଆପଣଙ୍କୁ ଲାଭବାନ ହେବ। ବୃଷ : ଆଜି ନିଜର ଉତ୍ସାହ ଗୁଣ ଯେକୌଣସି…

୨୨ ତାରିଖରେ ଅଧାଦିନ ସରକାରୀ ଛୁଟି

ଭୁବନେଶ୍ୱର : ଅଯୋଧ୍ୟାରେ ପ୍ରଭୁ ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା ଉତ୍ସବ ପାଳନ ପରିପ୍ରେକ୍ଷୀରେ ରାଜ୍ୟ ସରକାର ଅଧାଦିନ ଛୁଟି ଘୋଷଣା କରିଛନ୍ତି । ଏହି ମର୍ମରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ଅନୁସାରେ ଚଳିତ ୨୨ ତାରିଖ ଦିନ…

ବିକେନ୍ଦ୍ରୀକରଣ, ସାମଗ୍ରିକ ଓ ଗୋଷ୍ଠୀ ନେତୃତ୍ୱାଧୀନ ବିକାଶ ଉପରେ ଗୁରୁତ୍ୱ

ଭୁବନେଶ୍ୱର : ରାଜ୍ୟଗୃହଓନଗରଉନ୍ନୟନବିଭାଗଆନୁକୂଲ୍ୟରେସହରାଞ୍ଚଳରୂପାନ୍ତରଣସଂପର୍କିତଆନ୍ତର୍ଜାତୀୟ ସମ୍ମିଳନୀଆଜିଠାରୁ ହୋଟେଲଭିଭାନ୍ତା, ଭୁବନେଶ୍ୱରରେ ଆରମ୍ଭ ହୋଇଛି। ଜାନୁଆରୀ ୧୮ ରୁ ୨୦ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଅନୁଷ୍ଠିତ ହେଉଥିବା ଏହି କାର୍ଯ୍ୟକ୍ରମରେ ଆଭାସୀ ବ୍ୟବସ୍ଥା…

ଗ୍ରାହକ ସୁରକ୍ଷାକୁ ସରକାରଙ୍କ ଅଧିକ ଗୁରୁତ୍ୱ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ରାଜ୍ୟ ଉପଭୋକ୍ତା ସଚେତନତା ପ୍ରତିଷ୍ଠାନ (ଗଔଈଅ)ର ୧୧ତମ ପ୍ରତିଷ୍ଠା ଦିବସରେ ଖଣ୍ଡଗିରିଠାରେ ନବନିର୍ମିତ ଅଫିସ ଗୃହ ତଥା କନଫରେନ୍ସ ଗୃହ ଉଦ୍‌ଘାଟନ କରାଯାଇଛି । ଏଥିରେ ମୁଖ୍ୟ ଅତିଥି ରୂପେ ନିର୍ଦ୍ଦେଶକ ଖାଉଟି…