Breaking News
Browsing Category

ଜୀବନଶୈଳୀ

ବଲାଙ୍ଗୀରର ବିକାଶରେ ନୂଆ ଇତିହାସ-ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଓଡିଶାର ନବମ ସର୍ବବୃହତ ବନ୍ଧ ୨୦୧୯ରୁ 5T ଉପକ୍ରମରେ ପ୍ରକଳ୍ପ ତ୍ବରାନ୍ବିତ କରାଯାଇ କାମ ସଂପୂର୍ଣ୍ଣ କରାଯାଇଛି ବଲାଙ୍ଗୀର, ସୋନପୁରର ୨୦୩ଟି ଗାଁର ଏକ ଲକ୍ଷ ଏକର ଚାଷ ଜମି ଜଳସେଚିତ ହେବ, ୮୦ ହଜାର ଚାଷୀ ଉପକୃତ ହେବେ, ପାନୀୟ ଜଳର ସୁବିଧା ମଧ୍ୟ ମିଳିବ ଭୂତଳ ପାଇପ ଲାଇନ ଜରିଆରେ…

ଫେବୃଆରୀ ୩ ରୁ ୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ

ସମ୍ମିଳନୀର ବିପୁଳ ସଫଳତା ପାଇଁ ସବୁ ସଂପୃକ୍ତ ବିଭାଗ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସହିତ ସମନ୍ବୟ ରକ୍ଷା କରି କାମ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ରୂପରେଖ ସଂପର୍କରେ ଆଲୋଚନା ହେବ ଏହି ସମ୍ମିଳନୀକୁ ଆଧାର କରି ଓଡିଆ…

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ଜାତୀୟକରଣ ପାଠ୍ୟପୁସ୍ତକ ବିତରଣ କାର୍ଯ୍ୟକ୍ରମ ଆରମ୍ଭ

ପ୍ରଥମ ଦିବସରେ ପୁରୀ, କେଉଁଝର, କେନ୍ଦ୍ରାପଡ଼ା, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ବିତରଣ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ପୁସ୍ତକ ବଣ୍ଟନ ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ଜାତୀୟକରଣ ପାଠ୍ୟପୁସ୍ତକ ବିତରଣ…

ସ୍ବଦେଶ ଯୋଜନାରେ ସ୍ଥାନ ପାଇଲା ଦେବ୍ରୀଗଡ଼ ଅଭୟାରଣ୍ୟ ଓ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ଖିଣ୍ଡା

ଭୁବନେଶ୍ୱର: କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରାଳୟ ପକ୍ଷରୁ ସ୍ବଦେଶ ଦର୍ଶନ ଯୋଜନାରେ ଦେବ୍ରୀଗଡ଼ ଓ ସମ୍ବଲପୁରର ଖିଣ୍ଡା ଗ୍ରାମକୁ ସାମିଲ କରାଯାଇଛି।  ଉଭୟ ଆକର୍ଷଣୀୟ ସ୍ଥାନ ବୋଲି ମାନ୍ୟତା ଦେଇଛନ୍ତି କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରାଳୟ। ସ୍ବଦେଶ ଦର୍ଶନ ଯୋଜନାରେ…

ବୋରୱେଲରୁ ଶିଶୁକନ୍ୟା ଉଦ୍ଧାର ଘଟଣା; ମିଳିଲା ‘ବିଜୟିନୀ’ ମା’ର ପରିଚୟ

ସମ୍ବଲପୁର ଜିଲ୍ଲା ରେଙ୍ଗାଲି ନିକଟ ଲରିପାଲି ଜଙ୍ଗଲରୁ ଗୋଟିଏ ପରିତ୍ୟକ୍ତ ବୋରୱେଲ ଏକ ଶିଶୁକନ୍ୟା ଗତ ଡିସେମ୍ବର ୧୨ ତାରିଖରେ ଉଦ୍ଧାର ହୋଇଥିଲା। ଡାକ୍ତରଖାନା ପରିସରରେ ଗତକାଲି ତାହାର ଏକୋଇଶିଆ ପାଳନ କରାଯାଇଛି। ଏହା ସହ ତା’ର ନାମକରଣ କରାଯାଇଛି, ନାଁ ରଖାଯାଇଛି ‘ ବିଜୟିନୀ’। ଏବେ ବୁର୍ଲା…

ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି କଟକ ଚାନ୍ଦବାଲି ରାସ୍ତା ର ନିଶ୍ଚିନ୍ତକୋଇଲି ଠାରେ ଏକ ସଡ଼କ ଦୁର୍ଘଟଣାରେ ୩ଜଣ ବ୍ୟକ୍ତି ଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା…

ଯୁବଗୋଷ୍ଠୀ ସଚେତନ ଓ ସତର୍କ ରହିଲେ ଦୁର୍ଘଟଣାକୁ ଅନେକାଂଶରେ ରୋକା ଯାଇପାରିବ

ଭୁବନେଶ୍ୱର: ରାଜ୍ୟସ୍ତରୀୟ ସଡ଼କ ସୁରକ୍ଷା ସପ୍ତାହ ପାଳିତ ହୋଇଛି । ଏହି ଅବସରରେ ଭୁବନେଶ୍ୱରସ୍ଥିତ କିଟ ପରିସରରୁ ଏକ ୱାକଥନ ବାହାରି ଚନ୍ଦ୍ରଶେଖରପୁରସ୍ଥିତ ଡ୍ରାଇଭିଂ ଟେଷ୍ଟ ଟ୍ରାକ ପର୍ଯ୍ୟନ୍ତ ଯାଇଥିଲା । ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଏହାକୁ ପତାକା ଦେଖାଇ ଶୁଭାରମ୍ଭ କରିବା…

ବାଚସ୍ପତି ପ୍ରମିଳା ମଲ୍ଲିକଙ୍କୁ ନବବର୍ଷ ଶୁଭେଚ୍ଛା

ଭୁବନେଶ୍ୱର: ଇଂରାଜୀ ନବବର୍ଷ ଅବସରରେ ଓଡିଶା ବିଧାନସଭାର ବାଚସ୍ପତି ପ୍ରମିଳା ମଲ୍ଲିକଙ୍କୁ ଭେଟି ବିଧାନସଭାର ସଚିବ ଦାଶରଥୀ ଶତପଥୀ ଶୁଭେଚ୍ଛା ଜଣାଇଛନ୍ତି । ଇଂରାଜୀ ନବବର୍ଷ ୨୦୨୪ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅପାର କରୁଣାରୁ ନବବର୍ଷ…

ଭୁବନେଶ୍ୱର ମେଟ୍ରୋ ରେଲ୍ ପାଇଁ ଭିତ୍ତି ରଖିଲେ ମୁଖ୍ୟମନ୍ତ୍ରୀ, କହିଲେ କଥା ଦେଇଥିଲି ପାଳନ କଲି

5T ଉପକ୍ରମରେ ଏହା ଏକ ଫ୍ଲାଗସିପ୍ ପ୍ରକଳ୍ପ 2023 ଉତ୍କଳ ଦିବସ ଅବସରରେ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ଏୟାରପୋର୍ଟ ଛକରୁ ବାରଙ୍ଗ ରତାଗଡ ପର୍ଯ୍ୟନ୍ତ ରୋଡ୍ ସୋ, ବିଭିନ୍ନ ଛକରେ ବିପୁଳ ସମ୍ବର୍ଦ୍ଧନା ନନ୍ଦନକାନନ ଛକରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚନ ରାଜ୍ୟର…

ରାଜ୍ୟ ସ୍ତରୀୟ ବୀରତା ଦିବସ ପାଳନ ଉପଲକ୍ଷେ ଶହୀଦଙ୍କ ଫଟୋଚିତ୍ରରେରେ ମାଲ୍ୟାର୍ପଣ

ଭୁବନେଶ୍ୱର : ଶହୀଦ ମାଧୋ ସିଂହଙ୍କ ସ୍ମୃତିରେ ରାଜ୍ୟସ୍ତରୀୟ ବୀରତା ଦିବସ ପାଳନ ଅବସରରେ ଶହୀଦଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ ପୂର୍ବକ ସ୍ଥାନୀୟ ଜୟଦେବ ଭବନରେ ତାଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯାଇଛି । ଆଜିର ଏହି ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ…