Breaking News
Browsing Category

ପାଣିପାଗ

ପାଣିପାଗ

ମହାପ୍ରଭୁଙ୍କ କୃପାରୁ ଆମେ ସମସ୍ତେ ବାତ୍ୟାକୁ ସଫଳ ଭାବେ ମୁକାବିଲା କରିପାରିଲେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇ କହିଛନ୍ତି, ଗତ ମଧ୍ୟରାତ୍ରିରୁ ଆଜି ସକାଳ ସୁଦ୍ଧା ଭିତରକନିକା ଓ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ ହୋଇଛି । ବାତ୍ୟା ପରବର୍ତ୍ତୀ କ୍ଷୟକ୍ଷତି ଆକଳନ କରିଵା ପାଇଁ ସମ୍ପୃକ୍ତ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ…

ଦାନା’ର ମୁକାବିଲା ପାଇଁ ପ୍ରସ୍ତୁତ ପଶ୍ଚିମବଙ୍ଗ, ୭ଜିଲ୍ଲାକୁ ରହିଛି ବିପଦ

କୋଲକାତା: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ବାତ୍ୟା ଦାନା। ଆଜି ସକାଳ ସାଢେ ୫ଟାରେ ଗଭୀର ଅବପାତଟି ବାତ୍ୟାରେ ପରିଣତ ହୋଇଛି। ଉତ୍ତର ପଶ୍ଚିମ ଦିଗକୁ ଏହାର ଗତି ରହିଛି। କାଲି ସକାଳ ସୁଦ୍ଧା ଏହା ଭୀଷଣ ବାତ୍ୟାରେ ପରିଣତ ହୋଇ ୨୪ ରାତିରୁ ୨୫ ତାରିଖ ସକାଳ ଭିତରେ ସ୍ଥଳ ଭାଗ…

କିଛି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା, ସମସ୍ତ ବନ୍ଦରକୁ ୨ ନମ୍ବର ବିପଦ ସଂକେତ

ଭୁବନ‌େଶ୍ବର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ବାତ୍ୟା ଦାନା। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଜି ସକାଳ ସାଢେ ୫ଟାରେ ଗଭୀର ଅବପାତଟି ବାତ୍ୟାରେ ପରିଣତ ହୋଇଛି। ଉତ୍ତର ପଶ୍ଚିମ ଦିଗକୁ ଏହାର ଗତି…

ମାଡ଼ିଆସୁଛି ‘ଦାନା’: ଜିଲ୍ଲା ଜଗିବେ ମନ୍ତ୍ରୀ, ଅଫିସର

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ‘ଦାନା’ର ପ୍ରଭାବ ପ୍ରାୟ ୯ଟି ଜିଲ୍ଲା ଉପରେ ପଡ଼ିବ ବୋଲି ଆକଳନ କରାଯାଇଛି। ଏହାକୁ ନଜରରେ ରଖି ୯ଟି ଜିଲ୍ଲାରେ ବାତ୍ୟା ପରିଚାଳନା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଆଯାଉଥିବା ପଦକ୍ଷେପଗୁଡ଼ିକର ତଦାରଖ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୯ଜଣ…

ବାତ୍ୟାର ମୁକାବିଲା ଲାଗି ସମସ୍ତଙ୍କ ସହଯୋଗ ଦରକାର: ଖାଦ୍ୟ ଯୋଗାଣ ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ପର୍ଯ୍ୟାପ୍ତ ପରିଣାମରେ ଖାଦ୍ୟ ସାମଗ୍ରୀ ମହଜୁଦ ଅଛି। ବାତ୍ୟା ‘ଦାନା’ର ସବୁ ପ୍ରକାର ପରିସ୍ଥିତିକୁ ସାମ୍ନା କରିବା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି। ଏଭଳି ମନ୍ତବ୍ୟ ରଖିଛନ୍ତି ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ଏଣୁ ଅଯଥା ଭୟଭୀତ ନହେବା ପାଇଁ…

ସୃଷ୍ଟି ହେଲା ଅବପାତ: ଆସନ୍ତାକାଲି ସୁଦ୍ଧା ବାତ୍ୟାର ରୂପ ନେବ

ଭୁବନେଶ୍ବର: ସୃଷ୍ଟି ହେଲା ଅବପାତ। ପାରାଦୀପରୁ ୭୩୦ କିମି ଦୂରରେ ଏବେ ରହିଛି ଅବପାତ। ଆସନ୍ତାକାଲି ସୁଦ୍ଧା ଏହା ବାତ୍ୟାର ରୂପ ନେବ। ୨୪ ତାରିଖରେ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳ ଭାଗ ଛୁଇଁବ। ଏହା ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗର ଦ୍ବୀପ ମଧ୍ୟରେ ସ୍ଥଳ ଭାଗ ଅତିକ୍ରମ କରିବ। ଗତକାଲିର…

୨ ୟୁନିଟ ଓଡ୍ରାଫ୍ ଓ ୨ ପ୍ଲାଟୁନ ଏନଡିଆରଏଫ୍ ମାଗିଲା ଜଗତସିଂହପୁର ଜିଲ୍ଲା ପ୍ରଶାସନ

ଜଗତସିଂହପୁର: ସମ୍ଭାବ୍ୟ ବାତ୍ୟାକୁ ଆଖି ଆଗରେ ରଖି ରାଜ୍ୟ ସରକାରଙ୍କୁ ୨ ୟୁନିଟ ଓଡ୍ରାଫ୍ ଓ ୨ ପ୍ଲାଟୁନ ଏନଡିଆରଏଫ୍ ମାଗିଲା ଜଗତସିଂହପୁର ଜିଲ୍ଲା ପ୍ରଶାସନ। ୨୩ରୁ ୨୬ ଚାରି ଦିନ ପାଇଁ ବର୍ଷା ଆଲର୍ଟ ଜାରି ହୋଇଥିବାରୁ ଏଭଳି ସହାୟତା ଲାଗି ଜିଲ୍ଲାପାଳ ଜେ ସୋନାଲ୍ ରାଜ୍ୟ ସରକାରଙ୍କୁ…

ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୨୩ରେ ନେଇପାରେ ବାତ୍ୟାର ରୂପ

ଭୁବନ‌େଶ୍ବର: ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ସକାଳ ୫ଟା ୩୦ ମିନିଟ୍ ସମୟରେ ଏହି ଲଘୁଚାପ ସୃଷ୍ଟି ହୋଇଛି। ପ୍ରଭାବରେ ସୋମବାର ସକାଳ ସୁଦ୍ଧା ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଧୀରେ…