Breaking News
Browsing Category

ରାଜନୀତି

ଜିତିଲେ ଟ୍ରମ୍ପ, ହାରିଲେ ହାରିସ୍ । ଆମେରିକା ନିର୍ବାଚନ ଜିତିଲେ ଡୋନାଲ୍ଡ ଟ୍ରମ୍ପ

ଆମେରିକା ନିର୍ବାଚନ ଜିତିଲେ ଡୋନାଲ୍ଡ ଟ୍ରମ୍ପ । ଭାରତୀୟ ବଂଶୋଦ୍ଭବ ତଥା ରାଷ୍ଟ୍ରପତି ପ୍ରାର୍ଥୀ କମଲା ହାରିସଙ୍କୁ ହରେଇ ଟ୍ରମ୍ପ ଆଉ ଥରେ ରାଷ୍ଟ୍ରପତି ହେବା ପକ୍କା ହେଇଛି । ଅନ୍ତର୍ଜାତୀୟ ଗଣମାଧ୍ୟମରେ ଏନେଇ ଖବର ପ୍ରକାଶ ପାଇଛି । ତେବେ ବର୍ତ୍ତମାନ ଆମେରିକା ରାଷ୍ଟ୍ରପତି ନିର୍ବାଚନର…

ବିଜେପିରେ ଯୋଗ ଦେଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ

ଭୁବନେଶ୍ୱର/ ଯାଜପୁର: ନିକଟରେ ବିଜେଡି ଛାଡ଼ିଥିବା ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ ଆଜି ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସୁନନ୍ଦା ଦାସ ତାଙ୍କର ବହୁ ସମର୍ଥକଙ୍କ ସହ ରାଜ୍ୟ କାର୍ଯ୍ୟାଳୟରେ ପଦ୍ମ ଧରିଛନ୍ତି।…

ରାଇରଙ୍ଗପୁରରେ ବିଜେପିର ଜିଲ୍ଲାସ୍ତରୀୟ ସଙ୍ଗଠନ ପର୍ବ କର୍ମଶାଳା

ରାଇରଙ୍ଗପୁର: ବିଜେପିର ପଶ୍ଚିମ ମୟୂରଭଂଜ ସାଂଗଠନିକ ଜିଲ୍ଲାର ଜିଲ୍ଲା ସଭାପତି କୃପାସିନ୍ଧୁ ମହାନ୍ତଙ୍କ ସଭାପତିତ୍ୱରେ ରାଇରଙ୍ଗପୁର ପିସିଏମ୍ କଲ୍ୟାଣ ମଣ୍ଡପଠାରେ ଜିଲ୍ଲା ସ୍ତରୀୟ ସଂଗଠନ ପର୍ବ, କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଜଙ୍ଗଲ, ପରିବେଶ ଓ…

ଆମ ଦଳ ସହ ସଂପର୍କରେ ଅଛନ୍ତି ବିଜେଡିର ୨୭ ବିଧାୟକ: ସରୋଜ ପାଢ଼ୀ

ଭୁବନେଶ୍ବର: ସାଧାରଣ ନିର୍ବାଚନ-୨୦୨୪କୁ ୬ ମାସ ପୂରା ‌ହୋଇନି। ନିକଟ ଭବିଷ୍ୟରେ କୌଣସି ନିର୍ବାଚନ ମଧ୍ୟ ହେବାର ନାହିଁ। ତଥାପି ରାଜ୍ୟରେ ଦଳଡିଆଁ ପର୍ବ ଚାଲିଛି। ଦଳଡିଆଁ ଅପେକ୍ଷା ରାଜନୈତିକ ବୟାନବାଜୀ ବେଶୀ। ବିଶେଷ ଭାବରେ ବିଜେପି ଓ ବିଜେଡିର ନେତାମାନେ ଦଳର ନେତୃତ୍ବକୁ ନେଇ…

ନୂଆ ପିସିସି ସଭାପତି ପଦ ପାଇଁ ଆଜିଠାରୁ ଆରମ୍ଭ ହେବ ଚୟନ ପ୍ରକ୍ରିୟା

ଭୁବନେଶ୍ୱର: ରାଜ୍ୟ କଂଗ୍ରେସର ପିସିସି ସଭାପତି ପାଇଁ ଆଜିଠାରୁ ଆରମ୍ଭ ହେବ ଚୟନ ପ୍ରକ୍ରିୟା।  ରାଜ୍ୟ କଂଗ୍ରେସର ମୁଖିଆ ଖୋଜା କସରତ ଆରମ୍ଭ ହେବ। ରାଜ୍ୟ କଂଗ୍ରେସର ମଙ୍ଗୁଆଳ ବାଛିବା ଲାଗି ଆଜି ଓଡ଼ିଶା ଆସୁଛନ୍ତି ଛତିଶଗଡ଼ ବିରୋଧୀ ଦଳ ନେତା ଚରଣଦାସ ମହନ୍ତ ଓ ବରିଷ୍ଠ କଂଗ୍ରେସ ନେତ୍ରୀ…

ନିଜ ଦଳର ସରକାରଙ୍କ ଉପରେ ବର୍ଷିଲେ ମଲ୍ଲିକାର୍ଜୁନ ଖର୍ଗେ

ବେଙ୍ଗାଲୁରୁ: ଆର୍ଥିକ ସଙ୍କଟ ଭିତରେ କର୍ଣ୍ଣାଟକ ସରକାର । ଆଉ ଏହାରି ଭିତରେ ନିଜ ସରକାର ଉପରେ ଜୋରଦାର ବର୍ଷିଛନ୍ତି କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖର୍ଗେ । ସିଧା ସିଧା ସରକାରକୁ ଶୁଣେଇବା ସହ ଖର୍ଗେ କହିଛନ୍ତି, ‘‘ଯେତିକି ଦେଇପାରିବେ, ସେତିକିର ଗ୍ୟାରେଣ୍ଟି ଦିଅନ୍ତୁ…

ଗଁଦିଆ ବ୍ଲକ୍ ଅଧ୍ୟକ୍ଷା ରୀନାରାଣୀ ଖଟୁଆ ବିଜେଡିରୁ ନିଲମ୍ବିତ, ବିଜେପିରେ ମିଶିବେ

ଭୁବନେଶ୍ବର: ଦଳ ବିରୋଧୀ କାର୍ଯ୍ୟକଳାପରେ ଲିପ୍ତ ଥିବା ଅଭିଯୋଗରେ ଢେଙ୍କାନାଳ ଜିଲ୍ଲା ଗଁଦିଆ ବ୍ଲକ୍ ଅଧ୍ୟକ୍ଷା ରୀନାରାଣୀ ଖଟୁଆ ବିଜେଡିରୁ ନିଲମ୍ବିତ ହୋଇଥିବା ଜଣାଯାଇଛି। ତାଙ୍କୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳରୁ ନିଲମ୍ବନ କରିଥିବା ନେଇ ଏକ ପ୍ରେସ୍ ବିଜ୍ଞପ୍ତିରେ ସୂଚନା…

ରାଇରଙ୍ଗପୁର ପୌରପାଳିକାର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ

ରାଇରଙ୍ଗପୁର:ଭାରତୀୟ ପ୍ରଶାସନିକ ସେବାର ଅଧିକାରୀ ମିସ ଆଶନି ଏ.ଏଲ୍. ରାଇରଙ୍ଗପୁର ପୌରପାଳିକାର ନୂତନ କାର୍ଯ୍ୟନିବାହୀ ଅଧିକାରୀ ଭାବେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ପୂର୍ବରୁ ସେ ମୟୁରଭଞ୍ଜ ଜିଲ୍ଲାରେ ଆଇଏଏସ ପ୍ରବେଶନାରୀ ଅଧିକାରୀ ଭାବେ ଯୋଗଦେଇ ପରବର୍ତ୍ତୀ ସମୟରେ ଯଶିପୁର ଗୋଷ୍ଠୀ…

ଅଜିତଙ୍କୁ ଝଟକା: ଟିକେଟ ନ ମିଳିବାରୁ ଇସ୍ତଫା ଦେଲେ ମୁମ୍ବାଇ ଏନସିପି ଅଧ୍ୟକ୍ଷ

ମୁମ୍ବାଇ: ମହାରାଷ୍ଟ୍ରରେ ସମସ୍ତ ଦଳ ବିଧାନସଭା ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତ କରିବାରେ ବ୍ୟସ୍ତ ଥିବାବେଳେ ଅନ୍ୟପଟେ ଆସନଗୁଡ଼ିକର ନାମ ଫାଇନାଲ କରାଯାଉଥିବାରୁ ସେମାନଙ୍କ ଦଳ ସହିତ କିଛି ନେତାଙ୍କ ମଧ୍ୟରେ ଅସନ୍ତୋଷ ମଧ୍ୟ ବଢ଼ିବାରେ ଲାଗିଛି। ଏହି ସମୟରେ, ନିର୍ବାଚନ ପୂର୍ବରୁ ଅଜିତ…

ସକାଳେ ପୁଣି ବାତ୍ୟାର ସମୀକ୍ଷା କରିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସକାଳେ ପୁଣି ବାତ୍ୟାର ସମୀକ୍ଷା କରିଛନ୍ତି। ଏନେଇ ସେ ଏକ ବୈଠକ କରିଛନ୍ତି। ଏଥିରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଓ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୁଲିସ ଡିଜି ଓ୍ବାଇ ବି ଖୁରାନିଆ ଓ ସ୍ବତନ୍ତ୍ର ରିଲିଫ୍ କମିସନର୍ ପ୍ରମୁଖ ଉପସ୍ଥିତ ଅଛନ୍ତି।…