Breaking News
Browsing Category

ସ୍ୱାସ୍ଥ୍ୟ ଓ ବିଜ୍ଞାନ

ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ଏଲ ନିନୋ ସକ୍ରିୟ: ଭାରତର ମୌସୁମୀକୁ କରିପାରେ ଦୁର୍ବଳ, ଚେତାବନୀ ଦେଲେ ବୈଜ୍ଞାନିକ

ଓ୍ବାଶିଂଟନ/ନୂଆଦିଲ୍ଲୀ : ଆମେରିକାର ବୈଜ୍ଞାନିକମାନେ ଏଲ ନିନୋ ଆରମ୍ଭକୁ ନିଶ୍ଚିତ କରିଛନ୍ତି। ବିଶେଷଜ୍ଞଙ୍କ ଅନୁଯାୟୀ ଏହା ପୃଥିବୀର ପାଣିପାଗ ଉପରେ ପ୍ରଭାବ ପକାଇପାରେ ଏବଂ ଭାରତର ମୌସୁମୀକୁ ଦୁର୍ବଳ କରିପାରେ। ଜଳବାୟୁ ପରିବର୍ତ୍ତନ ଯୋଗୁ ଏହା ପୃଥିବୀର ତାପମାତ୍ରାକୁ ବୃଦ୍ଧି କରିପାରେ ।…