Breaking
-
ସମ୍ପର୍କରେ କଳଙ୍କ, ଝିଆରୀଙ୍କୁ ବଳାତ୍କାର କରି କାକା ଗିରଫ
ଦେବଗଡ,୧୭।୪(ଶଶାଙ୍କ ଶେଖର ଝାଙ୍କର): ଝିଆରୀକୁ ବଳାତ୍କାର ଅଭିଯୋଗରେ କାକା ଗିରଫ । ଏଭଳି ଏକ ଅଭାବନୀୟ ତଥା କୁତ୍ସିତ ଘଟଣା ଘଟିଛି ଦେବଗଡ ଜିଲାର ବାରକୋଟ ଥାନା…
Read More » -
ସକାଳୁ ସକାଳୁ ଶ୍ରୀମନ୍ଦିରରେ ପଡିଲା ରକ୍ତ ଛିଟା, ବନ୍ଦ ହେଲା ଜଗା ଦର୍ଶନ
ପୁରୀ, ୧୭।୪(ଅଜିତ୍ କୁମାର ମହାନ୍ତି): ଶୁକ୍ରବାର ସକାଳେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବଡ଼ ମହାସ୍ନାନ ଅନୁଷ୍ଠିତ ହୋଇଛି । ଶ୍ରୀମନ୍ଦିର ଭିତର କାଠ ନିକଟରେ ରକ୍ତ ପଡ଼ିଥିବା କାରଣରୁ…
Read More » -
ବଲାଙ୍ଗୀର ଓଡିଶା ଆଦର୍ଶ ବିଦ୍ୟାଳୟରେ ଶତ ପ୍ରତିଶତ ସଫଳତା; ଶ୍ରେୟାଂଶ ୯୯.୬%, ସୋନାକ୍ଷୀ ୯୯.୨%…
ବଲାଙ୍ଗୀର,୧୭।୪(ବୀରେନ୍ଦ୍ର କୁମାର ଝାଙ୍କର/ସୁନୀଲ କୁମାର ମହାନ୍ତି): ସିବିଏସ୍ଇ ଦଶମ ଶ୍ରେଣୀ ପରୀକ୍ଷାରେ ବଲାଙ୍ଗୀର ପଥରଚେପା ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀଛାତ୍ର ରେକର୍ଡ କରିଛନ୍ତି । ଏହି…
Read More » -
ଶ୍ରୀମନ୍ଦିର ଭିତର ଫଟୋ ଉଠାଇ ଧରାପଡ଼ିଲେ ନାବାଳିକା
ପୁରୀ,୧୭ା୪(ଅଜିତ୍ କୁମାର ମହାନ୍ତି):ପୁଣି ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠିଛି। ଗୁରୁବାର ଶ୍ରୀମନ୍ଦିର ଭିତରେ ମୋବାଇଲ ଫୋନ୍ ଦ୍ୱାରା ଭିଡିଓ ଏବଂ ଫଟୋ ଉତ୍ତୋଳନ କରୁଥିବାବେଳେ…
Read More » -
ନର୍ଲା ବିଧାୟିକାଙ୍କ ସ୍ୱାମୀଙ୍କୁ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି
କଟକ,୧୬।୪: ନର୍ଲା ବିଧାୟିକାଙ୍କ ସ୍ୱାମୀ ଦୁର୍ଗା ପ୍ରସାଦ ମହାନ୍ତିଙ୍କୁ ମିଳିଛି ବଡ଼ ଆଶ୍ୱସ୍ତି। ହାଇକୋର୍ଟ ଦୁର୍ଗା ପ୍ରସାଦଙ୍କୁ ୬ ସପ୍ତାହ ପାଇଁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି।…
Read More » -
ହୋଟେଲରେ ଚାଲିଥିଲା ସେକ୍ସ ରାକେଟ, ୪ ଗିରଫ, ୨ ଯୁବତୀ ଉଦ୍ଧାର
ଭଦ୍ରକ,୧୬।୪: ଭଦ୍ରକ ସହରରୁ ଗୁରୁବାର ଏକ ବଡ଼ ଧରଣର ସେକ୍ସ ରାକେଟ ଠାବ୍ ହୋଇଛି। ସେକ୍ସ ରାକେଟରେ ସମ୍ପୃକ୍ତ ୪ଜଣଙ୍କୁ ପୋଲିସ ଗିରଫ କରିଥିବା ବେଳେ ୨ଜଣ…
Read More » -
ଆଜିଠୁ ଆରମ୍ଭ ହେଲା ଘରକୁ ଘର ବୁଲି ଜନଗଣନା, ବୁଲିବୁଲି ଘର ନଂ ପ୍ରକାଇଲେ ଗଞ୍ଜାମ ଜିଲାପାଳ
ଛତ୍ରପୁର,୧୬।୪(ଦିଲ୍ଲୀପ ସାମଲ) : ଏପ୍ରିଲ ୧ ରୁ ଆରମ୍ଭ ହୋଇଯାଇଛି ଡିଜିଟାଲ ଜନଗଣନା ୨୦୨୭ । ପ୍ରଥମେ ଏପ୍ରିଲ ୧ ରୁ ୧୫ ତାରିଖ ପ୍ରର୍ଯ୍ୟନ୍ତ ସ୍ୱ-ଜନଗଣନା…
Read More » -
BTech student: ନିଜ ଅପହରଣ ନାଟକ ରଚିଥିଲେ ବିଟେକ୍ ଛାତ୍ର: ଘର ଲୋକଙ୍କୁ ଭୂଆଁ ବୁଲାଇ ଟଙ୍କା ଆଦାୟ ଯୋଜନା
ଭୁବନେଶ୍ବର: ଇନ୍ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ହଷ୍ଟେଲ୍ରୁ ବିଟେକ୍ ଛାତ୍ରଙ୍କୁ ତାଙ୍କ ସହପାଠୀ ହଷ୍ଟେଲ୍ ଅନ୍ତୋବସୀ ୧୩ ଲକ୍ଷ ଟଙ୍କା ପାଇଁ ଅପହରଣ ଓ ମୁଣ୍ଡଜାମିନ ରଖିବା…
Read More » -
25.76 lakhs fraud: କ୍ରିପ୍ଟୋ କଏନ୍ ଟ୍ରେଡିଂରେ ୨୫.୭୬ ଲକ୍ଷ ଟଙ୍କା ଠକେଇ, ଡଲାର ମେସେଜ୍ ପଠାଇ ପର୍ସେଣ୍ଟେଜ ନେଇ ଯାଉଥିଲା ଠକ
ଜଗତସିଂହପୁର: ଫେସବୁକ ଫ୍ରେଣ୍ଡ ରିକ୍ୟୁଏଷ୍ଟରୁ ବନ୍ଧୁତା, ପରେ କାରବାର ଓ ବଡ଼ଧରଣର ଠକେଇର ଶିକାର ହୋଇଛନ୍ତି ଜଣେ ବ୍ୟକ୍ତି। କ୍ରିପ୍ଟୋ କଏନ୍ ଟ୍ରେଡିଂରେ ୨୫.୭୬ ଲକ୍ଷ ଟଙ୍କା ଠକେଇ ଘଟଣା ଆଲୋଡ଼ନ ସୃଷ୍ଟି କରିଛି।…
Read More » -
Attack On Young Man: ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ଆକ୍ରମଣ
ନଠୁଆବର: ଧର୍ମଶାଳା ଥାନା ଅନ୍ତର୍ଗତ ବେତଣ୍ଡା ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ଆକ୍ରମଣ ହେଇଛି। ଆକ୍ରମଣରେ ଗୁରୁତର ଥିବା ବ୍ୟକ୍ତି ଜଣଙ୍କ ବେତଣ୍ଡା ଗ୍ରାମର ପବନ ମଳିକଙ୍କ ପୁଅ ନିର୍ମଳ…
Read More »