ଦେଶ ବିଦେଶ

Challan dues: ଚାଲାଣ ବକେୟା ଥିଲେ ନବୀକରଣ ବନ୍ଦ: ଗାଡ଼ିକୁ ପରିବହନ ପୋର୍ଟାଲରେ ବ୍ଲାକ୍‌ଲିଷ୍ଟ କରାଯିବ

ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ ଜରିମାନା ଦେଇନଥିବା ଗାଡ଼ି ମାଲିକଙ୍କ ପାଇଁ ସୁପ୍ରିମ୍‌କୋର୍ଟ ଗୁରୁବାର କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ବକେୟା ଟ୍ରାଫିକ୍‌ ଜରିମାନା ପୈଠ ନହେବା ପର୍ଯ୍ୟନ୍ତ ଗାଡ଼ିର ପଞ୍ଜୀକରଣ ପ୍ରମାଣପତ୍ର (ଆର୍‌ସି) ନବୀକରଣ...

ନୂଆଦିଲ୍ଲୀ: ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ ଜରିମାନା ଦେଇନଥିବା ଗାଡ଼ି ମାଲିକଙ୍କ ପାଇଁ ସୁପ୍ରିମ୍‌କୋର୍ଟ ଗୁରୁବାର କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ବକେୟା ଟ୍ରାଫିକ୍‌ ଜରିମାନା ପୈଠ ନହେବା ପର୍ଯ୍ୟନ୍ତ ଗାଡ଼ିର ପଞ୍ଜୀକରଣ ପ୍ରମାଣପତ୍ର (ଆର୍‌ସି) ନବୀକରଣ, ମାଲିକାନା ହସ୍ତାନ୍ତର, ଫିଟ୍‌ନେସ୍‌ ପ୍ରମାଣପତ୍ର, ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସି) ଉପରେ କଟକଣା ଲଗାଇବାକୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ କହିଛନ୍ତି।

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button