ରାଜ୍ୟ

CM Mohan Charan Majhi: ଓଡ଼ିଶାର ବିକାଶ ପଛରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅବଦାନ ଅତୁଳୀୟ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ’ସବ୍‌କା ସାଥ୍ ସବକା ବିକାଶ, ସବ୍‌କା ବିଶ୍ବାସ ସବ୍‌କା ପ୍ରୟାସ’ର ସ୍ଲୋଗାନ୍ ଦେଇଛନ୍ତି। ଏହା ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ଦେଶବାସୀଙ୍କ ପ୍ରତି ପ୍ରତିବଦ୍ଧତା।

ଭୁବନେଶ୍ବର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ ଭାବେ ସରକାରର ମୁଖ୍ୟ ରହିବାର ୨୫ ବର୍ଷ ପୂରଣ କରିଛନ୍ତି। ଏଥିଲାଗି ଭାରତୀୟ ଜନତା ପାର୍ଟି (ବିଜେପି) ସାରା ଦେଶରେ ସେବା ଜ୍ୟୋତି ଯାତ୍ରାର ଶୁଭାରମ୍ଭ କରିଛି। ଏହି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ଖୋର୍ଦ୍ଧାରେ ଆୟୋଜିତ ଜନସଭାରେ ଉଦବୋଧନ ଦେଇ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ’ସବ୍‌କା ସାଥ୍ ସବକା ବିକାଶ, ସବ୍‌କା ବିଶ୍ବାସ ସବ୍‌କା ପ୍ରୟାସ’ର ସ୍ଲୋଗାନ୍ ଦେଇଛନ୍ତି। ଏହା ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ଦେଶବାସୀଙ୍କ ପ୍ରତି ପ୍ରତିବଦ୍ଧତା।

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button