CWC intervention: ମା’ହେଲେ ଦୁଷ୍କର୍ମ ପୀଡ଼ିତା ଛାତ୍ରୀ: ସିଡବ୍ଲ୍ୟୁସିର ହସ୍ତକ୍ଷେପ ପରେ ମାମଲା ରୁଜୁ

କଟକ ପ୍ରତାପନଗରୀ ଅଞ୍ଚଳର ଏକ ଘରୋଇ ହସ୍‌ପିଟାଲରେ ଜଣେ ଦଶମ ଶ୍ରେଣୀ ଛାତ୍ରୀ ପୁତ୍ର ସନ୍ତାନ ଜନ୍ମ କରିଛନ୍ତି। ସ୍କୁଲରୁ ଫେରିବା ରାସ୍ତାରେ ଦୁଷ୍କର୍ମର ଶିକାର ହୋଇଥିବା ଏହି ନାବାଳିକା ଗର୍ଭବତୀ ହୋଇଥିଲେ।

କଟକକଟକ ପ୍ରତାପନଗରୀ ଅଞ୍ଚଳର ଏକ ଘରୋଇ ହସ୍‌ପିଟାଲରେ ଜଣେ ଦଶମ ଶ୍ରେଣୀ ଛାତ୍ରୀ ପୁତ୍ର ସନ୍ତାନ ଜନ୍ମ କରିଛନ୍ତି। ସ୍କୁଲରୁ ଫେରିବା ରାସ୍ତାରେ ଦୁଷ୍କର୍ମର ଶିକାର ହୋଇଥିବା ଏହି ନାବାଳିକା ଗର୍ଭବତୀ ହୋଇଥିଲେ। ତେବେ ଏ ସମ୍ପର୍କରେ ସିଡବ୍ଲ୍ୟୁସି ଜାଣିବା ପରେ ପୁଲିସ ସହାୟତାରେ ହସ୍‌ପିଟାଲରେ ଚଢ଼ଉ କରି ଉଭୟ ମା’ ଓ ଛୁଆଙ୍କୁ ଉଦ୍ଧାର କରିଛି। ପୁଲିସ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ କରି ତନାଘନା ଚଳାଇଛି।

Exit mobile version