ରାଜ୍ୟ

Dead Body: ଘର ଅଗଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର, ପରକୀୟା ପ୍ରୀତିରୁ ହତ୍ୟା ସନ୍ଦେହ

ଅନୁଗୋଳ ଜିଲ୍ଲା ବାଗଡ଼ିଆ ଥାନା କଣଲୋଇ ଗ୍ରାମରେ ଘର ଅଗଣାରୁ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ଯୁବକଙ୍କ ଶରୀରରେ ଏକାଧିକ ସ୍ଥାନରେ କଟାଦାଗ ଥିବାବେଳେ ପରକୀୟା ପ୍ରୀତିରୁ ହତ୍ୟାକାଣ୍ଡ ଘଟିଥିବାର ସନ୍ଦେହ କରାଯାଇଛି।

ଛେଣ୍ଡିପଦା: ଅନୁଗୋଳ ଜିଲ୍ଲା ବାଗଡ଼ିଆ ଥାନା କଣଲୋଇ ଗ୍ରାମରେ ଘର ଅଗଣାରୁ ଜଣେ ଯୁବକଙ୍କ ରକ୍ତାକ୍ତମୃତଦେହ ଉଦ୍ଧାର କରାଯାଇଛି। ଯୁବକଙ୍କ ଶରୀରରେ ଏକାଧିକ ସ୍ଥାନରେ କଟାଦାଗ ଥିବାବେଳେ ପରକୀୟା ପ୍ରୀତିରୁ ହତ୍ୟାକାଣ୍ଡ ଘଟିଥିବାର ସନ୍ଦେହ କରାଯାଇଛି।

 

 

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button