ଓଡିଶାମହାନଗର

Demand: ରାଜ୍ୟ ସ୍ଵାସ୍ଥ୍ୟମନ୍ତ୍ରୀଙ୍କୁ ବହିଷ୍କାର ଦାବି; ରାଜ୍ୟପାଳଙ୍କୁ ସ୍ମାରକପତ୍ର ପ୍ରଦାନ

ମିଳିତ ବିରୋଧୀ ଦଳର ଏକ ୪୯ ଜଣିଆ ପ୍ରତିନିଧି ଦଳ ଲୋକଭବନରେ ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କୁ ସ୍ମାରକପତ୍ର ପ୍ରଦାନ କରିଥିଲେ। କଟକ ବଡ଼ଡାକ୍ତରଖାନାରେ ଘଟିଥିବା ଭୟାବହ ଅଗ୍ନିକାଣ୍ଡ ଓ ମୃତ୍ୟୁ ଘଟଣା ପାଇଁ ଦାୟୀ ସମସ୍ତ ଅଧିକାରୀଙ୍କ ବିରୋଧରେ...

ଭୁବନେଶ୍ୱର: ମିଳିତ ବିରୋଧୀ ଦଳର ଏକ ୪୯ ଜଣିଆ ପ୍ରତିନିଧି ଦଳ ଲୋକଭବନରେ ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କୁ ସ୍ମାରକପତ୍ର ପ୍ରଦାନ କରିଥିଲେ। କଟକ ବଡ଼ଡାକ୍ତରଖାନାରେ ଘଟିଥିବା ଭୟାବହ ଅଗ୍ନିକାଣ୍ଡ ଓ ମୃତ୍ୟୁ ଘଟଣା ପାଇଁ ଦାୟୀ ସମସ୍ତ ଅଧିକାରୀଙ୍କ ବିରୋଧରେ କଠୋର କାର୍ଯ୍ୟନୁଷ୍ଠାନ ଦାବି କରି ଏହି ସ୍ମାରକପତ୍ର ପ୍ରଦାନ କରାଯାଇଥିଲା। ଏହି ପ୍ରତିନିଧି ଦଳରେ ବିଜୁ ଜନତା ଦଳ, କଂଗ୍ରେସ, ସିପିଆଇ(ଏମ), ସିପିଆଇ, ସିପିଆଇ(ଏମଏଲ) ଲିବରେସନ, ଫରୱାର୍ଡ ବ୍ଲକ, ସମାଜବାଦୀ ପାର୍ଟି, ଏନସିପି (ଶରଦ ପୱାର), ସମତା କ୍ରାନ୍ତି ଦଳ ଓ ଆରଜେଡିର ନେତାମାନେ ଅଂଶଗ୍ରହଣ କରିଥିଲେ।

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button