ଦେଶ ବିଦେଶ

Ex PM Imran Khan: ଜେଲ୍‌ରୁ ସିଧା ହସ୍ପିଟାଲ! ଇମ୍ରାନଙ୍କ ସ୍ୱାସ୍ଥ୍ୟକୁ ନେଇ ବଢ଼ିଲା ଚିନ୍ତା

ପାକିସ୍ତାନର ରାଜନୀତିରେ ପୁଣି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ। ଦୀର୍ଘ ଦିନ ଧରି ଜେଲରେ ଥିବା ଇମ୍ରାନଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ନେଇ ଉଠୁଥିବା ପ୍ରଶ୍ନ ମଧ୍ୟରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ତାଙ୍କୁ ଅଧରାତିରେ ହସ୍ପିଟାଲକୁ ନିଆଯାଇଛି। ଏହି ଘଟଣା କେବଳ ପାକିସ୍ତାନରେ ନୁହେଁ, ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ଚର୍ଚ୍ଚା ସୃଷ୍ଟି କରିଛି ।

ନୂଆଦିଲ୍ଲୀ: ପାକିସ୍ତାନର ରାଜନୀତିରେ ପୁଣି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ। ଦୀର୍ଘ ଦିନ ଧରି ଜେଲରେ ଥିବା ଇମ୍ରାନଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ନେଇ ଉଠୁଥିବା ପ୍ରଶ୍ନ ମଧ୍ୟରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ତାଙ୍କୁ ଅଧରାତିରେ ହସ୍ପିଟାଲକୁ ନିଆଯାଇଛି। ଏହି ଘଟଣା କେବଳ ପାକିସ୍ତାନରେ ନୁହେଁ, ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ଚର୍ଚ୍ଚା ସୃଷ୍ଟି କରିଛି । ପାକିସ୍ତାନ ତେହେରିକ-ଏ-ଇନସାଫ୍‌ (PTI) ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ଇମ୍ରାନ ଖାନଙ୍କୁ ଆଡିଆଲା ଜେଲରୁ ଇସଲାମାବାଦର ପ୍ରସିଦ୍ଧ ଶିଫା ଇଣ୍ଟରନ୍ୟାସନାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ସୁପ୍ରିମକୋର୍ଟ ତାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବାକୁ ନିର୍ଦ୍ଦେଶ ଦେବା ପରେ ଏହି ପଦକ୍ଷେପ ନିଆଯାଇଛି। ତେବେ ପରୀକ୍ଷା ପରେ ତାଙ୍କୁ ପୁଣି ଜେଲକୁ ଫେରାଇ ନିଆଯିବ ନା ହସ୍ପିଟାଲରେ ଚିକିତ୍ସାଧୀନ ରଖାଯିବ, ସେ ନେଇ ଏପର୍ଯ୍ୟନ୍ତ ସ୍ପଷ୍ଟତା ଆସିନାହିଁ ।

 

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button