ଦେଶ ବିଦେଶ

Gyanesh Kumar: ଜ୍ଞାନେଶଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ଆସିବ: ‘ଭୋଟ ଚୋରି ଯୋଗୁଁ ସମ୍ବିଧାନ ଓ ଗଣତନ୍ତ୍ର ବିପନ୍ନ’

ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କ ବିରୋଧରେ ପୁଣି ଥରେ ମହାଭିଯୋଗ ପ୍ରସ୍ତାବ ଆଣିବା ପାଇଁ ବିରୋଧୀ ଦଳଗୁଡ଼ିକ ପ୍ରସ୍ତୁତ ହେଉଛନ୍ତି। ସୂଚନା ଅନୁଯାୟୀ, କଂଗ୍ରେସ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି ଏବଂ ଇଣ୍ଡି ମେଣ୍ଟର ସହଯୋଗୀ ଦଳଗୁଡ଼ିକ ମଧ୍ୟ ପ୍ରସ୍ତାବ ଉପରେ ଚୂଡ଼ାନ୍ତ ନିଷ୍ପତ୍ତିରେ ପହଞ୍ଚିଛନ୍ତି।

ନୂଆଦିଲ୍ଲୀ: ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କ ବିରୋଧରେ ପୁଣି ଥରେ ମହାଭିଯୋଗ ପ୍ରସ୍ତାବ ଆଣିବା ପାଇଁ ବିରୋଧୀ ଦଳଗୁଡ଼ିକ ପ୍ରସ୍ତୁତ ହେଉଛନ୍ତି। ସୂଚନା ଅନୁଯାୟୀ, କଂଗ୍ରେସ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି ଏବଂ ଇଣ୍ଡି ମେଣ୍ଟର ସହଯୋଗୀ ଦଳଗୁଡ଼ିକ ମଧ୍ୟ ପ୍ରସ୍ତାବ ଉପରେ ଚୂଡ଼ାନ୍ତ ନିଷ୍ପତ୍ତିରେ ପହଞ୍ଚିଛନ୍ତି। ଏଥିପାଇଁ ଏକ ନୋଟିସ୍‌ ପ୍ରସ୍ତୁତ ହୋଇଥିବାବେଳେ ଆସନ୍ତା ସପ୍ତାହରେ ଏହା ସଂସଦରେ ଦାଖଲ ହୋଇପାରେ।

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button