ଦେଶ ବିଦେଶ

Gyanesh Kumar: ନିଜ ନାଗରିକଙ୍କ ବିରୋଧରେ ମୋଦୀ, ଶାହ ଯୁଦ୍ଧ ଆରମ୍ଭ କରିଛନ୍ତି:ଅଭିଜିତ୍‌ ଦୀପକେ

କକ୍ରୋଚ୍‌ ଜନତା ପାର୍ଟି (ସିଜେପି) ନେତା ଅଭିଜିତ୍‌ ଦୀପକେ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହମନ୍ତ୍ରୀ ଅମିତ ଶାହଙ୍କୁ କଡ଼ା ସମାଲୋଚନା କରିଛନ୍ତି।

ନୂଆଦିଲ୍ଲୀ: କକ୍ରୋଚ୍‌ ଜନତା ପାର୍ଟି (ସିଜେପି) ନେତା ଅଭିଜିତ୍‌ ଦୀପକେ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହମନ୍ତ୍ରୀ ଅମିତ ଶାହଙ୍କୁ କଡ଼ା ସମାଲୋଚନା କରିଛନ୍ତି। ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କୁ ସୁରକ୍ଷା ଦେବା ପାଇଁ ପ୍ରଧାନମନ୍ତ୍ରୀ ସରକାରୀ ସମ୍ବଳ ଓ କଳର ବ୍ୟବହାର କରୁଥିବା ସେ ଅଭିଯୋଗ କରିଛନ୍ତି। ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କରିବାରୁ ଆନ୍ଦୋଳନକାରୀ ଓ ବିରୋଧୀ ଦଳ ନେତାଙ୍କୁ ଟାର୍ଗେଟ୍‌ କରାଯାଉଥିବା ସେ କହିଛନ୍ତି।

 

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button