ରାଜ୍ୟ

Heavy Rain Alert: ଭିଜିବ ସାରା ରାଜ୍ୟ, ଆଜିଠୁ ଆହୁରି ତିନି ଦିନ ବର୍ଷା

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି । ଏହାର ପ୍ରଭାବରେ ସାରା ଓଡ଼ିଶାରେ ଜାରି ରହିଛି ବର୍ଷା । ଅନେକ ସ୍ଥାନରେ ଲଗାଣ ବର୍ଷା ଯୋଗୁଁ ଜନଜୀବନ ପ୍ରଭାବିତ ହୋଇଥିବା ବେଳେ ଆଗକୁ ଆହୁରି ୩ ଦିନ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ଆଲର୍ଟ ଜାରି କରାଯାଇଛି । ଆଜି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୩ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୦ଟି ଜିଲ୍ଲାକୁ ରହିଛି ଅରେଞ୍ଜ ୱାର୍ଣ୍ଣିଂ ।

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି । ଏହାର ପ୍ରଭାବରେ ସାରା ଓଡ଼ିଶାରେ ଜାରି ରହିଛି ବର୍ଷା । ଅନେକ ସ୍ଥାନରେ ଲଗାଣ ବର୍ଷା ଯୋଗୁଁ ଜନଜୀବନ ପ୍ରଭାବିତ ହୋଇଥିବା ବେଳେ ଆଗକୁ ଆହୁରି ୩ ଦିନ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ଆଲର୍ଟ ଜାରି କରାଯାଇଛି । ଆଜି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୩ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୦ଟି ଜିଲ୍ଲାକୁ ରହିଛି ଅରେଞ୍ଜ ୱାର୍ଣ୍ଣିଂ । ବାକି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଆସନ୍ତା ୨ ତାରିଖ ସକାଳ ସାଢ଼େ ୮ଟା ପରେ ବର୍ଷାର ପରିମାଣ ଧୀରେ ଧୀରେ କମିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button