ଦେଶ ବିଦେଶ
Home Minister: ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ
ଆସନ୍ତାକାଲି ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଉଭୟେ ମଙ୍ଗଳବାର ଦିନ ସୁନାବେଡ଼ାଠାରେ ଥିବା ହିନ୍ଦୁସ୍ତାନ୍ ଏରୋନେଟିକ୍ସ ଲିମିଟେଡ୍(ହାଲ୍) ପରିଦର୍ଶନ କରିବା ସହ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିବେ ବୋଲି ସୂଚନା ରହିଛି।

ଭୁବନେଶ୍ବର: ଆସନ୍ତାକାଲି ଦିନିକିଆ ଓଡ଼ିଶାଗସ୍ତରେ ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଉଭୟେ ମଙ୍ଗଳବାର ଦିନ ସୁନାବେଡ଼ାଠାରେ ଥିବା ହିନ୍ଦୁସ୍ତାନ୍ ଏରୋନେଟିକ୍ସ ଲିମିଟେଡ୍(ହାଲ୍) ପରିଦର୍ଶନ କରିବା ସହ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିବେ ବୋଲି ସୂଚନା ରହିଛି।
ସୌଜନ୍ୟ ସମ୍ବାଦ




