Horoscope 2026 September 26: ଜାଣନ୍ତୁ ଆଜିର ରାଶିଫଳ…
କୌଣସି ଜରୁରୀ କାମରେ ଦୂରସ୍ଥାନକୁ ଯିବେ। ଅଫିସରେ କାମର ବୋଝ ବଢ଼ିପାରେ। ପରିବାର ଲୋକଙ୍କୁ ଆପଣଙ୍କ ଠାରୁ ବହୁତ ଅପେକ୍ଷା ରହିବ। ଶରୀର ସୁସ୍ଥ ରଖିବା ଲାଗି ଖର୍ଚ୍ଚ କରିବେ। ଧୈର୍ଯ୍ୟଧରି କାମ କରନ୍ତୁ ସଫଳ ହେବେ।

ମେଷ: କୌଣସି ଜରୁରୀ କାମରେ ଦୂରସ୍ଥାନକୁ ଯିବେ। ଅଫିସରେ କାମର ବୋଝ ବଢ଼ିପାରେ। ପରିବାର ଲୋକଙ୍କୁ ଆପଣଙ୍କ ଠାରୁ ବହୁତ ଅପେକ୍ଷା ରହିବ। ଶରୀର ସୁସ୍ଥ ରଖିବା ଲାଗି ଖର୍ଚ୍ଚ କରିବେ।
ବୃଷ: ଧୈର୍ଯ୍ୟଧରି କାମ କରନ୍ତୁ ସଫଳ ହେବେ। ଅଫିସରେ କୌଣସି କଥାକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ଠିକ୍ କରିବେ। ଗୃହିଣୀଙ୍କୁ ଘର କାମରେ ପତିଙ୍କସହଯୋଗ ମିଳିବ।
ମିଥୁନ: ଲକ୍ଷ୍ୟ ପ୍ରତି ଗମ୍ଭୀରତାର ସହ ପ୍ରୟାସ କରନ୍ତୁ ସଫଳ ହେବେ। ବନ୍ଧୁବର୍ଗଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ। ଖେଳାଳୀଙ୍କର ପ୍ରଦର୍ଶନ ଭଲ ରହିବ। ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଭଲ ହେବ।
କର୍କଟ: ନିଜକୁ ଲୋକଙ୍କ ନଜରରେ ବଢ଼ିଆ ପ୍ରମାଣିତ କରିପାରିବେ। ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ। ଇଂଜିନିୟର ଛାତ୍ରଙ୍କ ଲାଗି ଦିନଟି ଭଲ।
ସିଂହ: କାର୍ଯ୍ୟକ୍ଷେତ୍ରରେ ଏଭଳି ସୁଯୋଗ ପାଇବେ ଯାହାଦ୍ବାରା ଭବିଷ୍ୟତ ଜୀବନ ଉଜ୍ଜ୍ବଳମୟ ହେବ। ଆବଶ୍ୟକତା ଠାରୁ ଅଧିକ ଖର୍ଚ୍ଚ କରନ୍ତୁ ନାହିଁ। ଯାତୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।
କନ୍ୟା: ପ୍ରତିଟି କାମରେ ମନ ଲାଗିବ। ଚାକିରି ସମ୍ବନ୍ଧିତ ଭଲ ଖବର ପାଇବେ। ସାମାଜିକ କାର୍ଯ୍ୟରେ ମହତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ।
ତୁଳା: କାରବାର ବୃଦ୍ଧି ଲାଗି ଦିନଟି ଭଲ। ବିରୋଧୀମାନେ କ୍ଷତି ପହଞ୍ଚାଇବା ପାଇଁ ବିଫଳ ପ୍ରୟାସ କରିବେ। ଅଫିସ କାମରେ ଚିନ୍ତା କମ୍ ରହିବ। ନୂଆ ସଂପର୍କ ଗଢ଼ିବା ପାଇଁ ଦିନଟି ଭଲ।
ବିଛା: କାର୍ଯ୍ୟକ୍ଷେତ୍ରରେ ବୃଦ୍ଧି ଲାଗି ଦିନଟି ଭଲ। କଳା ସଙ୍ଗୀତ କ୍ଷେତ୍ରରେ ଥିବା ଲୋକମାନେ ଭଲ ପ୍ରଦର୍ଶନ କରିବେ। ସୁସମ୍ବାଦ ପାଇବେ। ଜୀବନସାଥୀଙ୍କ ବ୍ୟବହାରରେ ଆପଣଙ୍କୁ ଖୁସି ମିଳିବ।
ଧନୁ: ନୂଆ କାମ କରିବା ପାଇଁ ଦିନଟି ବହୁତ ଭଲ। ଲୁଗା ବ୍ୟବସାୟୀ ଯଥେଷ୍ଟ ଲାଭ ପାଇବେ। ପାରିବାରିକ କାମରେ ପରିବାର ଲୋକଙ୍କ ସାହାଯ୍ୟ ପାଇବେ। ଛାତ୍ରଛାତ୍ରୀଙ୍କର ଅଧ୍ୟୟନରେ ମନ ଲାଗିବ।
ମକର: ବ୍ୟବସାୟୀ କିଛି ନୂଆ ଯୋଜନା ତିଆରି କରିବେ। ଚାକିରିଜୀବୀଙ୍କ ଲାଗି ଦିନଟି ଭଲ। କର୍ତ୍ତୃପକ୍ଷ ଆପଣଙ୍କ ଦରମା ବୃଦ୍ଧି ପାଇଁ ନିଷ୍ପତ୍ତି ନେଇପାରନ୍ତି। ପ୍ରେମିକାଙ୍କୁ ଉପହାର ଦେଇପାରନ୍ତି।
କୁମ୍ଭ: ମସ୍ତିଷ୍କରେ ଘୂରି ବୁଲୁଥିବା ନକାରାତ୍ମକ ଚିନ୍ତା ସମାପ୍ତ ହୋଇଯିବ। ଶୁଭ ଖବର ମିଳିବା ଯୋଗ ରହିଛି। ଆୟରେ ବୃଦ୍ଧି ହେବ। ଅଫିସରେ ସମସ୍ତେ ଆପଣଙ୍କୁ ସହଯୋଗ କରିବେ।
ମୀନ: ଶାରୀରିକ ଓ ମାନସିକ ଦୃଷ୍ଟିରୁ ସୁସ୍ଥ ଅନୁଭବ କରିବେ। ବ୍ୟବସାୟରେ ତୁରନ୍ତ ଫଇସଲା ଲାଭପ୍ରଦ ହେବ। ସନ୍ଧ୍ୟାରେ ବନ୍ଧୁମାନଙ୍କ ସହିତ ସମୟ ଅତିବାହିତ କରିବେ।
ସୌଜନ୍ୟ ସମ୍ବାଦ




