ଜୀବନଚର୍ଯ୍ୟା
Chakki chalanasana: ଋତୁଚକ୍ରକୁ ନିୟନ୍ତ୍ରଣ କରିବା ପାଇଁ କରନ୍ତୁ ‘ଚକ୍କି ଚଳନାସନ’
ଏହି ଆସନଦ୍ବାରା ପେଟ ଓ ଅଙ୍ଗଗୁଡ଼ିକ ଏହି ଆସନ ଦ୍ବାରା କାର୍ଯ୍ୟକ୍ଷମ ହୁଏ। ରୁତୁଚକ୍ର ଭଲଭାବରେ ନିୟନ୍ତ୍ରଣ ହୁଏ। ଗର୍ଭାବସ୍ଥାରେ ୧ମାସ ଓ ୩ମାସ ଭିତରେ ଏହା ଅଭ୍ୟାସ କରାଯାଇପାରେ। ସନ୍ତାନ ଜନ୍ମ ପର ଅବସ୍ଥାରେ ଏହି ଆସନଦ୍ବାରା ସ୍ବାସ୍ଥ୍ୟ ଶୀଘ୍ର ଫେରିଆସେ ବୋଲି କହନ୍ତି ଯୋଗଗୁରୁ ଗଣେଶ୍ବର ଗୋଚ୍ଛିକାର।

ଏହି ଆସନଦ୍ବାରା ପେଟ ଓ ଅଙ୍ଗଗୁଡ଼ିକ ଏହି ଆସନ ଦ୍ବାରା କାର୍ଯ୍ୟକ୍ଷମ ହୁଏ। ରୁତୁଚକ୍ର ଭଲଭାବରେ ନିୟନ୍ତ୍ରଣ ହୁଏ। ଗର୍ଭାବସ୍ଥାରେ ୧ମାସ ଓ ୩ମାସ ଭିତରେ ଏହା ଅଭ୍ୟାସ କରାଯାଇପାରେ। ସନ୍ତାନ ଜନ୍ମ ପର ଅବସ୍ଥାରେ ଏହି ଆସନଦ୍ବାରା ସ୍ବାସ୍ଥ୍ୟ ଶୀଘ୍ର ଫେରିଆସେ ବୋଲି କହନ୍ତି ଯୋଗଗୁରୁ ଗଣେଶ୍ବର ଗୋଚ୍ଛିକାର। ଏହି ଆସନ କରିବା ପାଇଁ:




