ରାଜ୍ୟ

Job: ୫୧,୦୦୦ରୁ ଅଧିକ ଯୁବକଯୁବତୀଙ୍କୁ ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ମୋଦୀ

ସେପ୍ଟେମ୍ବର ୧୯ରେ ଆୟୋଜିତ ହେବାକୁ ଥିବା ୨୦ତମ ରୋଜଗାର ମେଳା ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ବିଭିନ୍ନ ସରକାରୀ ବିଭାଗ ଓ ସଂସ୍ଥାରେ ନୂତନ ଭାବେ ନିଯୁକ୍ତି ପାଇଥିବା ଯୁବକଯୁବତୀମାନଙ୍କୁ ୫୧,୦୦୦ରୁ...

ଭୁବନେଶ୍ବର: ସେପ୍ଟେମ୍ବର ୧୯ରେ ଆୟୋଜିତ ହେବାକୁ ଥିବା ୨୦ତମ ରୋଜଗାର ମେଳା ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ବିଭିନ୍ନ ସରକାରୀ ବିଭାଗ ଓ ସଂସ୍ଥାରେ ନୂତନ ଭାବେ ନିଯୁକ୍ତି ପାଇଥିବା ଯୁବକଯୁବତୀମାନଙ୍କୁ ୫୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିବେ। ଏହି ଅବସରରେ ସେ ନବନିଯୁକ୍ତ ପ୍ରାର୍ଥୀମାନଙ୍କୁ ସମ୍ବୋଧିତ କରିବେ।

 

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button