ରାଜ୍ୟ
Judgement: ନାବାଳିକା ଦୁଷ୍କର୍ମକାରୀକୁ ୧୦ ବର୍ଷ ଜେଲ୍ ଦଣ୍ଡାଦେଶ
ଭଦ୍ରକ ଜିଲ୍ଲା ବାଂଶଡ଼ା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରାଯିବା ମାମଲାର ବିଚାର କରି ଆଜି ଭଦ୍ରକ ଆଡିସନାଲ ଡିଷ୍ଟ୍ରିକ୍ଟ ଜଜ୍ ମିନତୀ କୁମାର ପଣ୍ଡା ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। କୋର୍ଟ ଦୋଷୀକୁ ୧୦ ବର୍ଷ ଜେଲ୍ ଓ ୧୦ ହଜାର ଟଙ୍କାର ଜରିମାନା ଆଦେଶ କରିଛନ୍ତି।

ଭଦ୍ରକ (ହରିହର ନାୟକ): ଭଦ୍ରକ ଜିଲ୍ଲା ବାଂଶଡ଼ା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରାଯିବା ମାମଲାର ବିଚାର କରି ଆଜି ଭଦ୍ରକ ଆଡିସନାଲ ଡିଷ୍ଟ୍ରିକ୍ଟ ଜଜ୍ ମିନତୀ କୁମାର ପଣ୍ଡା ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। କୋର୍ଟ ଦୋଷୀକୁ ୧୦ ବର୍ଷ ଜେଲ୍ ଓ ୧୦ ହଜାର ଟଙ୍କାର ଜରିମାନା ଆଦେଶ କରିଛନ୍ତି।
ସୌଜନ୍ୟ ସମ୍ବାଦ




